Posted inଜାତୀୟ

ଦେଶବାସୀଙ୍କୁ ରଜ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୪ା୬: ଗଣପର୍ବ ‘ରଜ’ର ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସୋସିଆଲ ମିଡିଆ ‘ଏକ୍ସ’ ହ୍ୟାଣ୍ଡେଲରେ ରାଷ୍ଟ୍ରପତି ଲେଖିଛନ୍ତି, ‘ରଜ’ ଉପଲକ୍ଷେ ରାଜ୍ୟ ତଥା ଦେଶବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା’। ‘ମାଟି ଓ ମେଘକୁ ସମ୍ମାନ ଜଣାଇ ପିଠା, ମିଠା ପାନ, ଦୋଳି ଖେଳରେ ରଜ ପାଳନ କରନ୍ତି।’ ‘କୃଷି ଭିତ୍ତିକ ରଜ ପର୍ବରେ ସମସ୍ତଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରୁଛି’ ବୋଲି ରାଷ୍ଟ୍ରପତି ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୨ ଗାଁରେ ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ, ଥାନାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ମଦ ବିରୋଧରେ ମହିଳାଙ୍କ ମହାମେଳି। ବେଆଇନ ମଦ ରନ୍ଧା ଏବଂ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୧୨ଟି ଗ୍ରାମର ମହିଳା। ନବରଙ୍ଗପୁର…

ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…

ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…

BRICS : ‘ପ୍ରତ୍ୟେକ ଦେଶର ସ୍ବର ଶୁଣାଯିବା ଉଚିତ; କିଛି ରାଷ୍ଟ୍ର ନେଉଛନ୍ତି ନିଷ୍ପତ୍ତି’ ପ୍ରଧାନମନ୍ତ୍ରୀଙ୍କ ଏହି କଥା ମଧ୍ୟରେ ଲୁଚି ରହିଛି ଏକ ଗୁପ୍ତ ବାର୍ତ୍ତା

ନୂଆଦିଲ୍ଲୀ,୧୨।୯: BRICS ସମ୍ମିଳନୀ ୨୦୨୬କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ବାର୍ତ୍ତା ଦେଇଥିଲେ ଯେ, ଏହି ସଂଗଠନ ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ପ୍ରୟାସ କରୁଛି।…

Video: ଏମିତି କ’ଣ କହିଲେ ମାଲେସିଆ ପ୍ରଧାନମନ୍ତ୍ରୀ ଯେ ହସି ପକାଇଲେ ମୋଦି, ଦେଖନ୍ତୁ ମଜାଦାର ଭିଡ଼ିଓ

ନୂଆଦିଲ୍ଲୀ,୧୨।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ଭାରତରେ ପହଞ୍ଚିଛନ୍ତି। ସେ ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି…

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?