Posted inଜାତୀୟ

ଦିବ୍ୟାଙ୍ଗ ବର୍ଗଙ୍କ ପ୍ରତି ସମ୍ବେଦଶୀଳ ହୁଅନ୍ତୁ ସମାଜର ପ୍ରତ୍ୟେକ ବର୍ଗର ବ୍ୟକ୍ତି: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୩।୧୨: ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଆଜି ପାଳିତ ହେଉଛି। ଏହି ଅବସରରେ ନୂଆଦିଲ୍ଲୀଠାରେ ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ଜାତୀୟ ଦିବ୍ୟାଙ୍ଗ ସଶକ୍ତୀକରଣ ପୁରସ୍କାର-୨୦୨୩ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଦ୍‌‌ବୋଧନ ଦେଇଛନ୍ତି।

ଦେଶରେ ୧୫ ପ୍ରତିଶତରୁ ଅଧିକ ଦିବ୍ୟାଙ୍ଗ ଜନ ରହିଛନ୍ତି। କେନ୍ଦ୍ର ସରକାର ସେମାନଙ୍କୁ ସଶକ୍ତୀକରଣ କରିବା ଦିଗରେ ଗ୍ରହଣ କରିଥିବା ପଦକ୍ଷେପ ଅତ୍ୟନ୍ତ ଉତ୍ସାହଜନକ। ସେମାନଙ୍କ ସଂଘର୍ଷ ଓ ଉପଲବ୍‌‌ଧିକୁ ସ୍ୱୀକୃତି ଦେବାପାଇଁ ଏଭଳି ପୁରସ୍କାର ସେମାନଙ୍କ ସକରାତ୍ମକ ଭାବନାକୁ ଆଗକୁ ବଢ଼ାଇବ। ସମାଜର ପ୍ରତ୍ୟେକ ବର୍ଗ ଦିବ୍ୟାଙ୍ଗ ଜନଙ୍କ ପ୍ରତି ସମ୍ବେଦନଶୀଳ ହେଲେ ସେମାନେ ଆଗକୁ ବଢ଼ିପାରିବେ।

ଦେଶରେ ଦିବ୍ୟାଙ୍ଗ ଜନଙ୍କ ପାଇଁ ଉଭୟ ଶାରୀରିକ ଓ ଡିଜିଟାଲ ଭିତ୍ତିଭୂମିର ବ୍ୟବସ୍ଥା କରାଯାଉଛି। ମାନୁଫ୍ୟାକ୍‌‌ଚରିଂ କ୍ଷେତ୍ରରେ ଦିବ୍ୟାଙ୍ଗ ଜନଙ୍କ ପାଇଁ ସ୍ୱତନ୍ତ୍ର ଯାନ ତିଆରି କରାଯିବା ଆମ ଅଟୋମୋବାଇଲ କ୍ଷେତ୍ରକୁ ଅଧିକ ମଜବୁତ୍‌‌ କରିଛି। ଏସିଆନ୍‌‌ ପାରା- ଅଲିମ୍ପିକ୍ସରେ ୪୦ ପ୍ରତିଶତ ଦିବ୍ୟାଙ୍ଗ ମହିଳାଙ୍କ ଯୋଗଦାନ ଓ ଅନୁରୂପ ପଦକ ବିଜୟୀ ହେବା ଭାରତ ପାଇଁ ଗୌରବର କଥା ବୋଲି ରାଷ୍ଟ୍ରପତି ମୁର୍ମୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

ଦିଲ୍ଲୀରେ ଭୀଷଣ ହେଉଛି ବାୟୂ ପ୍ରଦୂଷଣ, ଏୟାର୍ ପ୍ୟୁରିଫାୟର୍‌ରେ GST କମାଇବାକୁ ମନାକଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,,୨୬।୧୨: ଦିଲ୍ଲୀ ବାୟୁ ପ୍ରଦୂଷଣରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସରକାରଙ୍କ ଅନେକ ପଦକ୍ଷେପ ସତ୍ତ୍ୱେ ଏଥିରେ ସୁଧାର ଆସୁ ନାହିଁ। ଫଳରେ ଲୋକେ କେବଳ ଅତ୍ୟାଧୁନିକ...

କାନ୍ଦି କାନ୍ଦି ପୋଲିସ ଷ୍ଟେଶନ ପହଞ୍ଚିଲା ୩ ବର୍ଷର ଶିଶୁ, କହିଲା କେମିତି ହୋମ ଓ୍ବାର୍କ କରିବି ଅଙ୍କଲ…

ରାଜାପୁର,୨୬।୧୨: ମଧ୍ୟପ୍ରଦେଶ ଶୁଜାପୁର ଜିଲାରେ ଏକ ଆକର୍ଷଣୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଚେରି ନାମକ ଜଣେ ୩ ବର୍ଷୀୟ ସ୍କୁଲ ଛାତ୍ରୀ ତାଙ୍କ ସ୍କୁଲ...

ସିକ୍ରେଟ୍ ଫୋନ୍ ପାଇଁ ସ୍ତ୍ରୀକୁ ହତ୍ୟା କରି ଘର ପଛପଟେ ପୋତିଦେଲେ ସ୍ୱାମୀ

ଗୋରଖପୁର,୨୬।୧୨: ସ୍ତ୍ରୀକୁ ସନ୍ଦେହ କରି ହତ୍ୟା କଲେ ସ୍ୱାମୀ। ସିକ୍ରେଟ ଫୋନ ରଖିଥିଲେ ବୋଲି ନେଇଗଲେ ଜୀବନ। ପରେ ମୃତଦେହକୁ ଘର ପଛପଟେ ଏକ ଗାତ...

ଛାତିଥରା…ସ୍ତ୍ରୀ ଉପରେ ପେଟ୍ରୋଲ ଢାଳି ଜୀଅନ୍ତା ଜାଳିଦେଲେ ସ୍ବାମୀ, ପରେ ଝିଅକୁ ବି ଠେଲିଦେଲେ

ନୂଆଦିଲ୍ଲୀ,୨୬।୧୨: ତେଲେଙ୍ଗାନାର ହାଇଦ୍ରାବାଦରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି । ଏଠାରେ ସନ୍ଦେହ ହେତୁ ଜଣେ ମାନସିକ ବିକୃତ ବ୍ୟକ୍ତି ନାଲ୍ଲାକୁଣ୍ଟା ଅଞ୍ଚଳରେ ତାଙ୍କ...

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri