Posted inଜାତୀୟ

ଦିବ୍ୟାଙ୍ଗ ବର୍ଗଙ୍କ ପ୍ରତି ସମ୍ବେଦଶୀଳ ହୁଅନ୍ତୁ ସମାଜର ପ୍ରତ୍ୟେକ ବର୍ଗର ବ୍ୟକ୍ତି: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୩।୧୨: ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଆଜି ପାଳିତ ହେଉଛି। ଏହି ଅବସରରେ ନୂଆଦିଲ୍ଲୀଠାରେ ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ଜାତୀୟ ଦିବ୍ୟାଙ୍ଗ ସଶକ୍ତୀକରଣ ପୁରସ୍କାର-୨୦୨୩ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଦ୍‌‌ବୋଧନ ଦେଇଛନ୍ତି।

ଦେଶରେ ୧୫ ପ୍ରତିଶତରୁ ଅଧିକ ଦିବ୍ୟାଙ୍ଗ ଜନ ରହିଛନ୍ତି। କେନ୍ଦ୍ର ସରକାର ସେମାନଙ୍କୁ ସଶକ୍ତୀକରଣ କରିବା ଦିଗରେ ଗ୍ରହଣ କରିଥିବା ପଦକ୍ଷେପ ଅତ୍ୟନ୍ତ ଉତ୍ସାହଜନକ। ସେମାନଙ୍କ ସଂଘର୍ଷ ଓ ଉପଲବ୍‌‌ଧିକୁ ସ୍ୱୀକୃତି ଦେବାପାଇଁ ଏଭଳି ପୁରସ୍କାର ସେମାନଙ୍କ ସକରାତ୍ମକ ଭାବନାକୁ ଆଗକୁ ବଢ଼ାଇବ। ସମାଜର ପ୍ରତ୍ୟେକ ବର୍ଗ ଦିବ୍ୟାଙ୍ଗ ଜନଙ୍କ ପ୍ରତି ସମ୍ବେଦନଶୀଳ ହେଲେ ସେମାନେ ଆଗକୁ ବଢ଼ିପାରିବେ।

ଦେଶରେ ଦିବ୍ୟାଙ୍ଗ ଜନଙ୍କ ପାଇଁ ଉଭୟ ଶାରୀରିକ ଓ ଡିଜିଟାଲ ଭିତ୍ତିଭୂମିର ବ୍ୟବସ୍ଥା କରାଯାଉଛି। ମାନୁଫ୍ୟାକ୍‌‌ଚରିଂ କ୍ଷେତ୍ରରେ ଦିବ୍ୟାଙ୍ଗ ଜନଙ୍କ ପାଇଁ ସ୍ୱତନ୍ତ୍ର ଯାନ ତିଆରି କରାଯିବା ଆମ ଅଟୋମୋବାଇଲ କ୍ଷେତ୍ରକୁ ଅଧିକ ମଜବୁତ୍‌‌ କରିଛି। ଏସିଆନ୍‌‌ ପାରା- ଅଲିମ୍ପିକ୍ସରେ ୪୦ ପ୍ରତିଶତ ଦିବ୍ୟାଙ୍ଗ ମହିଳାଙ୍କ ଯୋଗଦାନ ଓ ଅନୁରୂପ ପଦକ ବିଜୟୀ ହେବା ଭାରତ ପାଇଁ ଗୌରବର କଥା ବୋଲି ରାଷ୍ଟ୍ରପତି ମୁର୍ମୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତାଙ୍କୁ ଆକ୍ରମଣ, ଚାପୁଡ଼ା ମାରି….

ଜୟପୁର,୧୫।୬: ରାଜସ୍ଥାନର ଜୟପୁରରେ କକ୍ରୋଚ୍ ଜନତା ପାର୍ଟିର ଅଭିଜିତ୍ ଦୀପକେଙ୍କୁ ଚାପୁଡ଼ା ମାଡ଼ ହୋଇଛି । ରିପୋର୍ଟ ଅନୁଯାୟୀ, ଜଣେ ଅଜଣା ଯୁବକ ଏକ ପ୍ରତିବାଦ ସମୟରେ…

ସରକାରଙ୍କ ବଡ଼ ପ୍ରସ୍ତୁତି, ଖୁବଶୀଘ୍ର ଶସ୍ତା ହେବ ପେଟ୍ରୋଲ୍-ଡିଜେଲ୍‌! ଏତିକି ଟଙ୍କା କମିବ

ନୂଆଦିଲ୍ଲୀ,୧୫।୬: ଆମେରିକା-ଇରାନ ଚୁକ୍ତିନାମା ଘୋଷଣା ପରେ ଅଶୋଧିତ ତୈଳ ଦର ହ୍ରାସ ପାଇଛି । ସୋମବାର ପ୍ରାରମ୍ଭିକ ବାଣିଜ୍ୟ ସମୟରେ, ଅନ୍ତର୍ଜାତୀୟ ଅଶୋଧିତ ତୈଳ ଦର ୪% ରୁ…

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଚୁକ୍ତିକୁ ଭାରତର ସ୍ବାଗତ: ପ୍ରଧାନମନ୍ତ୍ରୀ ମୋଦି କହିଲେ, ମୁଁ ଏହି ଚୁକ୍ତିକୁ…

ନୂଆଦିଲ୍ଲୀ,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଶାନ୍ତି ଚୁକ୍ତିକୁ ସ୍ବାଗତ କରିଛନ୍ତି। ଏହି ଚୁକ୍ତି ଏହି ଅଞ୍ଚଳରେ ଶାନ୍ତି ଏବଂ ସ୍ଥିରତା…

ଆମେରିକା-ଇରାନ ଚୁକ୍ତି ଭାରତର ବଲ୍ଲେ-ବଲ୍ଲେ: ପାଇବ ସର୍ବାଧିକ ଲାଭ

ନୂଆଦିଲ୍ଲୀ,୧୫।୬: ମାସ ମାସର ସଂଘର୍ଷ ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶେହବାଜ…

ଘାସ କାଟିବାକୁ ଯାଇଥିଲେ ମହିଳା, ନିଶାଦେଇ ଗଣବଳାତ୍କାର କଲେ ୫ ଯୁବକ: ଆଉ ତା’ପରେ…

ମୁଜାଫରନଗର(ଉତ୍ତର ପ୍ରଦେଶ), ୧୫ା୬ (ପି.ଟି.):ଉତ୍ତର ପ୍ରଦେଶର ମୁଜାଫରନଗର ଜିଲାରେ ଜଣେ ୨୪ ବର୍ଷୀୟା ମହିଳାଙ୍କୁ ନିଶାଦ୍ରବ୍ୟ ପିଆଇ ୫ ଜଣ ଯୁବକ ଗଣବଳାତ୍କାର କରିଥିବା ରବିବାର ପୋଲିସ…

ହଜାର ହଜାର ଟଙ୍କା ବଢିଲା ସୁନା-ରୁପା ଦର: ୧୦ ଗ୍ରାମ ପିଛା ଅଛି…

ନୂଆଦିଲ୍ଲୀ,୧୫।୬: ବିଶ୍ୱ ସ୍ତରରେ ଘଟୁଥିବା ଭୂରାଜନୈତିକ ପରିବର୍ତ୍ତନର ସିଧାସଳଖ ପ୍ରଭାବ ଆଜି ଘରୋଇ ଅଳଙ୍କାର ବଜାର ଉପରେ ପଡ଼ିଛି। ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି…

ଥାନା ଭିତରେ ଝିଅଙ୍କୁ ଛୁରିଭୁସି ହତ୍ୟାକଲେ ବାପା: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଲକ୍ଷ୍ନୌ,୧୫ା୬:ଉତ୍ତରପ୍ରଦେଶର ବାନ୍ଦା ଜିଲା ଅନ୍ତର୍ଗତ ବଦୌସା ଥାନା ଭିତରେ ଶୁକ୍ରବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ତାଙ୍କ ବାପା ଛୁରିଭୁସି ହତ୍ୟା କରିଛନ୍ତି। ବାନ୍ଦା ଏସ୍‌ପି ପଳାଶ…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri