Posted inଜାତୀୟ

ଭୋପାଳ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୋପାଳ,୩।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ମଧ୍ୟ ପ୍ରଦେଶର ରାଜଧାନୀ ଭୋପାଳ ଗସ୍ତ କରିଛନ୍ତି। ସେ ସେଠାରେ ରବିନ୍ଦ୍ର ଭବନରେ ଉତ୍କର୍ଷ-ଉନ୍ମେଷ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ। ସେଠାରେ ସେ ରାଜା ଭୋଜ ବିମାନବନ୍ଦରରେ ପହଞ୍ଚିବା ପରେ ଗୃହମନ୍ତ୍ରୀ ଡା. ନରୋତ୍ତମ ମିଶ୍ର ପୁଷ୍ପଗୁଚ୍ଛ ଦେଇ ତାଙ୍କୁ ସ୍ବାଗତ କରିଛନ୍ତି। ବିମାନ ବନ୍ଦରରୁ ସେ ସିଧା ରବିନ୍ଦ୍ର ଭବନ ଗସ୍ତ କରିବେ।
ସୂଚନାଯୋଗ୍ୟ, ଉନ୍ମେଷ ଉତ୍ସବ ହେଉଛି ଏସିଆର ସର୍ବବୃହତ ସାହିତ୍ୟ ସମ୍ମିଳନୀ। ଏହି ଆନ୍ତର୍ଜାତୀୟ ସାହିତ୍ୟ ମହୋତ୍ସବ ଅଧୀନରେ ବହୁଭାଷୀ କବିତା ପାଠ, ଲେଖା ଶିକ୍ଷା, ଆଦିବାସୀ କବି ସମ୍ମିଳନୀ, ସାହିତ୍ୟର ବିଷୟବସ୍ତୁ ଉପରେ ଆଲୋଚନା, ସ୍ବାଧୀନତାର ଅମୃତ ମହୋତ୍ସବ ଉପରେ କବିତା ପାଠ ଏବଂ ସାହିତ୍ୟର ଉନ୍ନତି ସହ ଜଡିତ ବିଭିନ୍ନ ବିଷୟ ଉପରେ ଆଲୋକପାତ କରାଯିବ। ଏହା ସହିତ ସାହିତ୍ୟ ଏକାଡେମୀ ଏବଂ ଅନ୍ୟାନ୍ୟ ପ୍ରକାଶକଙ୍କ ପୁସ୍ତକ ସକାଳ ୧୦ଟାରୁ ୬ଟା ପର୍ଯ୍ୟନ୍ତ ପୁସ୍ତକ ମେଳାରେ ବିକ୍ରି ପାଇଁ ଉପଲବ୍ଧ ହେବ। ଉତ୍ସବ ସମୟରେ ସାହିତ୍ୟ ଏକାଡେମୀ ଦ୍ୱାରା ନିର୍ମିତ ବିଶିଷ୍ଟ ଲେଖକଙ୍କ ଉପରେ ଡକ୍ୟୁମେଣ୍ଟାରୀ ମଧ୍ୟ ପ୍ରଦର୍ଶିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ବାର୍ଷିକୋତ୍ସବ: ଅଣଛାତ୍ର ପଶି କଲେଜ ଛାତ୍ରଙ୍କୁ କଲେ ଲହୁଲୁହାଣ

ବଲାଙ୍ଗୀର,୭ା୨(ସୁନିଲ କୁମାର ମହାନ୍ତି): ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ପ୍ରକାଶ ପାଇଛି। ଅଣଛାତ୍ରଙ୍କ ମାଡ଼ରେ ଦୁଇ କଲେଜ ଛାତ୍ର ଗୁରୁତର ହୋଇପଡ଼ିଛନ୍ତି। ବଲାଙ୍ଗୀର ସହର ଉପକଣ୍ଠରେ ଥିବା…

Post Office FD vs RD: କେଉଁ ସ୍କିମ୍‌ ଦେଉଛି ସବୁଠାରୁ ଅଧିକ ରିଟର୍ନ? ନିବେଶ ପୂର୍ବରୁ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୭।୨:  ଛୋଟ ନିବେଶକଙ୍କ ମଧ୍ୟରେ ପୋଷ୍ଟ ଅଫିସ ଫିକ୍ସଡ୍ ଡିପୋଜିଟ୍ (FD) ଏବଂ ରିକରିଂ ଡିପୋଜିଟ୍ (RD) ବହୁତ ଲୋକପ୍ରିୟ। ଏହି ଦୁଇଟି ସ୍କିମ୍ ଭାରତ ସରକାରଙ୍କ…

ନବୀନଙ୍କ ନାଁରେ ସାଂଘାତିକ ଅଭିଯୋଗ: ନିଦରୁ ଉଠି ପ୍ରଳାପ କରୁଛନ୍ତି…

ଭୁବନେଶ୍ୱର,୭।୨: ବିରୋଧୀଦଳ ନେତା ନବୀନଙ୍କୁ AG ପୀତାମ୍ବର ଆଚାର୍ଯ୍ୟ କଡ଼ା କାଉଣ୍ଟର କରିଛନ୍ତି। ‘ଏକ୍ସ’ରେ ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ନବୀନଙ୍କ ମନ୍ତବ୍ୟକୁ ନେଇ କଡ଼ା ଜବାବ…

ମନର ଭାବନାକୁ ପାର୍ଟନରଙ୍କ ଆଗରେ ଖୋଲାଖୋଲି ପ୍ରକାଶ କରିବାର ଦିନଟିଏ…

ପ୍ରତିବର୍ଷ ଫେବୃଆରୀ ୮ରେ ବିଶେଷକରି ଯୁବପିଢ଼ି ପାଳନ କରିଥାନ୍ତି ପ୍ରପୋଜ ଡେ’। ଭାଲେଣ୍ଟାଇନ୍ସ ଉଇକ୍‌ର ଦ୍ୱିତୀୟ ଦିନ ହେଉଛି ପ୍ରପୋଜ ଡେ’। ଏହି ଦିନଟି ନିଜର ଭାବନାକୁ…

T20 World Cupରେ ସବୁଠାରୁ ଦ୍ରୁତତମ ଅର୍ଦ୍ଧଶତକ କଲେ ଶିମରନ ହେଟମାୟାର, ଭାଙ୍ଗିଲା କ୍ରିସ ଗେଲଙ୍କ ୧୬ ବର୍ଷ ପୁରୁଣା ରେକର୍ଡ

ନୂଆଦିଲ୍ଲୀ,୬।୨: 2026 T20 World Cupର ଦ୍ୱିତୀୟ ମ୍ୟାଚ ୱେଷ୍ଟଇଣ୍ଡିଜ ଏବଂ ସ୍କଟଲାଣ୍ଡ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚରେ ଶିମରନ ହେଟମାୟାର କ୍ରିସ ଗେଲଙ୍କ ୧୬ ବର୍ଷର…

ମେକ୍ସ ପିକଅପରେ ଚାଲାଣ ବେଳେ ମାଡ଼ିବସିଲା ଅଡବା ପୋଲିସ, ପୁରୀକୁ ଭାଙ୍ଗ…

ମୋହନା,୭।୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ବେବେରୀ ଛକରୁ ୧୧ କ୍ବିଣ୍ଟାଲରୁ ଉର୍ଦ୍ଧ୍ ଭାଙ୍ଗ ଜବତ କଲା ଅଡବା ପୋଲିସ ।…

ଜଙ୍ଗଲ କାଟି ଅଫିମ ଚାଷ, ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଛ ନଷ୍ଟ କଲା ଅବକାରୀ ବିଭାଗ

ଟେନ୍‌ସା,୭ା୨(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଅଞ୍ଚଳରୁ ଶନିବାର ୩୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଫିମ ଗଛ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ନଷ୍ଟ କରାଯାଇଛି।…

ମାଲେସିଆ ପହଞ୍ଚିଲେ ମୋଦି, ଗୋଟିଏ କାରରେ ଏକାଠି ଗଲେ ଦୁଇ ପ୍ରଧାନମନ୍ତ୍ରୀ

କୁଆଲାଲମ୍ପୁର,୭।୨: ମାଲେସିଆ ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କ ମାଲେସିଆର ପ୍ରତିପକ୍ଷ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ସ୍ବାଗତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ X ହ୍ୟାଣ୍ଡେଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri