ଫେମିନା କଭର୍‌ ପେଜ୍‌ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୧୫।୮: ଦେଶର ଜଣାଶୁଣା ପତ୍ରିକା ଫେମିନା ମାଗାଜିନ୍‌ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଉପରେ ସ୍ବତନ୍ତ୍ର ଷ୍ଟୋରୀ କରିଛି। ଦେଶର ପ୍ରଥମ ମହିଳା ଆଦିବାସୀ ରାଷ୍ଟ୍ରପତିଙ୍କୁ ମାଗାଜିନ୍‌ ଏହାର ଅଗଷ୍ଟ ଏଡିସନ କଭର୍‌ ପେଜରେ ସ୍ଥାନ ଦେଇଛି। ଏହାର ପ୍ରଥମ କପି ଟାଇମ୍ସ ଗ୍ରୁପର ମ୍ୟାନେଜିଂ ଡାଇରେକ୍ଟର ବିନୀତ ଜୈନ ରାଷ୍ଟ୍ରପତିଙ୍କୁ ଭେଟି ପ୍ରଦାନ କରିଛନ୍ତି। ତେବେ ମହିଳା ସଶକ୍ତିକରଣର ଅଭିବ୍ୟକ୍ତି ଭାବେ ମାଗାଜିନ୍‌ର କଭର ପେଜରେ ରାଷ୍ଟ୍ରପତିଙ୍କୁ ଦର୍ଶାଯାଇଛି। ଏଥିରେ ତାଙ୍କର ରାଜନୈତିକ, ସାମାଜିକ, ଶିକ୍ଷା ଆଦି ଦିଗରେ କରାଯାଇଥିବା କାମଗୁଡ଼ିକୁ ବିଶେଷ ଭାବେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳିବେନି ବୈଭବ ସୂର୍ଯ୍ୟବଂଶୀ! ଟିମ୍‌ରେ ମିଳିଲାନି ସ୍ଥାନ, ୧୧ଜଣିଆ ଦଳ ଚୟନ କଲେ…

ନୂଆଦିଲ୍ଲୀ,୧୩।୯: ଭାରତର ପୂର୍ୱତନ କ୍ରିକେଟର ଆକାଶ ଚୋପ୍ରା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରୁ ବାହାରେ ରଖିଛନ୍ତି। ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଏବଂ ଆଫଗାନିସ୍ତାନ…

ବସ୍‌ ଚକାତଳେ ଚାଲିଗଲା ଶିଶୁକନ୍ୟାର ଜୀବନ

ସୋରଡ଼ା,୧୩ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଢଉପଦା ଗ୍ରାମ ନିକଟରେ ବସ୍‌ଚକା ତଳେ ଚାପି ହୋଇ ଜଣେ ଶିଶୁକନ୍ୟାର ଜୀବନ ଚାଲିଯାଇଛି। ମୃତକ ଜଣକ ସେହି…

ପୁଣି ୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର…

BRICS ସମ୍ମିଳନୀ ମଧ୍ୟରେ ରାହୁଲ-ପ୍ରିୟଙ୍କାଙ୍କୁ ଭେଟିଲେ ମାଲେସିଆ ପ୍ରଧାନମନ୍ତ୍ରୀ; ବ୍ରେକଫାଷ୍ଟ ସମୟରେ କ’ଣ ଆଲୋଚନା ହେଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୩।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରହିମ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀଙ୍କ ସହ ଏକ ବ୍ରେକଫାଷ୍ଟ…

ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ, ସନ୍ଦେହ ଘେରରେ ଘରମାଲିକ

ତୁମୁଡ଼ିବନ୍ଧ,୧୩ା୯(ଦୀପକ କୁମାର ପରାସେଠ): ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ। ଏପରି ଏକ ସମ୍ବେଦନଶୀଳ ତଥା ଅମାନୁଷିକ ଘଟଣା କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ…

ସାରା ଦିନ ସମ୍ମିଳନୀରେ ବ୍ୟସ୍ତ ଥିଲେ ସି ଜିନପିଙ୍ଗ, ହେଲେ କାହିଁକି BRICSର ଭବ୍ୟ ଭୋଜିରେ ଯୋଗ ଦେଲେ ନାହିଁ? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୩।୯: BRICS ସମ୍ମିଳନୀରେ ଯୋଗ ଦେଇଥିବା ବିଭିନ୍ନ ଦେଶର ରାଷ୍ଟ୍ରମୁଖ୍ୟ ଏବଂ ବିଶିଷ୍ଟ ଅତିଥିମାନଙ୍କ ପାଇଁ ଶନିବାର ରାତିରେ ରାଜଧାନୀ ନୂଆଦିଲ୍ଲୀସ୍ଥିତ ‘ଭାରତ ମଣ୍ଡପମ’ରେ ଏକ ଅତ୍ୟନ୍ତ…

‘ଗାଡ଼ି ଗଭୀର ଖାଲ ଆଡ଼କୁ ମାଡ଼ିଚାଲିଛି; ବ୍ରେକ ଲଗାଇବାର ସମୟ ଆସିଯାଇଛି’ AIକୁ ନେଇ ଆମେରିକୀୟ ଆଇନ ପ୍ରଣେତାଙ୍କ ଚେତାବନୀ

ଓ୍ବାଶିଂଟନ,୧୩।୯: ଆମେରିକାର ସିନେଟର ବର୍ନି ସାଣ୍ଡର୍ସ ରବିବାର କହିଛନ୍ତି ଯେ AI (କୃତ୍ରିମ ବୁଦ୍ଧିମତ୍ତା) ବିକାଶର ଗତି ମନ୍ଥର କରିବା ପାଇଁ ଡାରିଓ ଆମୋଡେଇ, ସାମ ଅଲ୍ଟମ୍ୟାନ…

ୟୁଏଇରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ପାଇଁ ଆଣିଛନ୍ତି ଖୁସିଖବର, କହିଲେ ଏଥର ଆମ…

ଭୁବନେଶ୍ୱର,୧୩ା୯: ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତ ସାରି ରବିବାର ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?