Advertisement
Posted inଜାତୀୟ

ଆଜିଠୁ ଦୁଇଦିନିଆ ମଧ୍ୟପ୍ରଦେଶ ଗସ୍ତରେ ଯିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୫।୧୧: ଆଜିଠୁ ଦୁଇଦିନିଆ ମଧ୍ୟପ୍ରଦେଶ ଗସ୍ତରେ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ମଙ୍ଗଳବାର ଶାହଦୋଲରେ ଆୟୋଜିତ ହେବାକୁ ଥିବା ଆଦିବାସୀ ଗର୍ବ ଦିବସ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହାପରେ ଭୋପାଳରରେ ଦୁଇଟି ପ୍ରକଳ୍ପର ଭର୍ଚୁଆଲ ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ସେହିପରି ବୁଧବାର ଭର୍ଚୁଆଲରେ ଭୋପାଳର ମୋତିଲାଲ ନେହେରୁ ଷ୍ଟାଡିୟମରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ସମ୍ମିଳନୀରେ ଯୋଗଦେବେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଟିକାର ମାନବ ପରୀକ୍ଷା ଖୁବ୍‌ଶୀଘ୍ର

ନୂଆଦିଲ୍ଲୀ,୧୫ା୭: ଭାରତରେ ଦୁଇଟି ସଂସ୍ଥା ପକ୍ଷରୁ ପ୍ରସ୍ତୁତ କରୋନା ଟିକାର ଲାବରେଟୋରି ପରୀକ୍ଷା ସଫଳ ହୋଇଛି। ଚଳିତ ମାସ ଶେଷ ସୁଦ୍ଧା ମାନବ ଶରୀରରେ ଏହାର...

ରବିନା, ଭାରତି, ଫରହାଙ୍କ ନାଁରେ ଆସିଲା ଅଭିଯୋଗ

ମୁମ୍ବାଇ,୨୬।୧୨: ବଲିଉଡ୍‌ ନାୟିକା ରବିନା ଟଣ୍ଡନ, ଫିଲ୍ମ ମେକର ଫରହା ଖାଁ ଓ କମେଡିଆନ୍‌ ଭାରତି ସିଂଙ୍କ ନାଁରେ ଆସିଛି ଅଭିଯୋଗ। ଅଜନାଲା(ଅମୃତସର) ଡିଏସ୍‌ପି ସୋହନ...

ବୈଦ୍ୟୁତିକ ବିକଳ୍ପ ଡିଜିଟାଲ ମୁଦ୍ରା

ନୂଆଦିଲ୍ଲୀ, ୩ା୨: ସମ୍ପ୍ରତି ସାରା ବିଶ୍ୱ ଡିଜିଟାଲାଇଜେଶନ ମୁହଁ। ହୋଇଥିବାବେଳେ ଅତ୍ୟାଧୁନିକ ଜ୍ଞାନକୌଶଳ ଓ ପ୍ରଯୁକ୍ତିବିଦ୍ୟା ପ୍ରତ୍ୟେକ କାର୍ଯ୍ୟକୁ ଆହୁରି ସହଜ କରିବାରେ ଲାଗିଛି। ନଗଦ...

ଫିଙ୍ଗର-୪ରେ ଭାରତୀୟ ସେନା

ଲେହ, ୧୦।୯: ଏଲ୍‌ଏସିରେ ଭାରତ ଚାଇନା ମୁହାଁମୁହିଁ ହୋଇଛନ୍ତି। ପୂର୍ବ ଲଦାଖ ଅଞ୍ଚଳରେ ଚାଇନା ୫୦ ହଜାର ସୈନ୍ୟ ମୁତୟନ କରିଥିବାବେଳେ ଭାରତ ମଧ୍ୟ ସମାନ...

ରାଜ୍ୟସଭା ନିର୍ବାଚନ: ୪ ରାଜ୍ୟରେ ପ୍ରାର୍ଥୀ ଘୋଷଣାା କଲା ଭାଜପା

ନୂଆଦିଲ୍ଲୀ,୧୯।୩ : ଚଳିତ ବର୍ଷ ରାଜ୍ୟସଭାରେ ହେବାକୁ ଥିବା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ଭାଜପା ଚାରି ରାଜ୍ୟରେ ନିଜର ପ୍ରାର୍ଥୀ ଘୋଷଣା କରିଛି। ଭାଜପା ରାଷ୍ଟ୍ରୀୟ...

‘ଲୋକଙ୍କୁ ଏକାଠି କରିପାରିବ ନାହିଁ ରାଜନୀତି’

ନୂଆଦିଲ୍ଲୀ,୪।୭: ଲୋକଙ୍କୁ ଏକାଠି କରିପାରିବ ନାହିଁ ରାଜନୀତି। କିଛି ଏଭଳି କାମ ଅଛି, ଯାହା ରାଜନୀତି ଦ୍ୱାରା ସମ୍ଭବ ନୁହେଁ। ଲୋକଙ୍କ ମଧ୍ୟରେ ଏକତା ଆଣିବା...

ଉତ୍ତରପୂର୍ବ ଭାରତରେ ଭୂକମ୍ପ

ନୂଆଦିଲ୍ଲୀ,୨୬ା୫: ଉତ୍ତରପୂର୍ବ ଭାରତରେ ସୋମବାର ରାତି ୮ଟା ୧୨ରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଭୂକମ୍ପର ତୀବ୍ରତା ୫.୧ ଥିଲା। ଭୂକମ୍ପର କେନ୍ଦ୍ରସ୍ଥଳ ମଣିପୁର...

ଭାରତୀୟ ଶେୟାର ବଜାରରେ ସଙ୍କଟ, ରୁଷିଆ-ୟୁକେନ୍‌ ଯୁଦ୍ଧର ପ୍ରଭାବ…

ମୁମ୍ବାଇ,୨୪।୨ : ରୁଷିଆ ଏବଂ ୟୁକେନ୍‌ ଯୁଦ୍ଧର ପ୍ରଭାବ ଭାରତୀୟ ଘରୋଇ ଷ୍ଟକ ବଜାର ଉପରେ ପଡ଼ିଛି। ଯୁଦ୍ଧ ଆରମ୍ଭ ହେବାର ଖବର ଯୋଗୁଁ ବଜାରରେ...

Advertisement
Archives

Model This Week