Posted inଜାତୀୟ

୪୬ ଶିକ୍ଷକଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ପୁରସ୍କାରରେ ସମ୍ମାନୀତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୫ ।୯: ଗୁରୁ ଦିବସ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ସକାଳ ୧୦ଟା ୩୦ରେ ବିଜ୍ଞାନ ଭବନରେ ଦେଶର ୪୬ ଜଣ ଶିକ୍ଷକଙ୍କୁ ରାଷ୍ଟ୍ରୀୟ ପୁରସ୍କାରରେ ସମ୍ମାନୀତ କରିବେ ଏହି ୪୬ ଜଣ ଶିକ୍ଷକ ଭିନ୍ନ ଭିନ୍ନ ରାଜ୍ୟରୁ ବଛା ଯାଇଛନ୍ତି । ସୂଚନାଯୋଗ୍ୟ, ଗୁରୁ ଦିବସ ଅବସରରେ ଶିକ୍ଷା ମନ୍ତ୍ରଣାଳୟର ସ୍କୁଲ ଶିକ୍ଷକ ଓ ସାକ୍ଷରତା ବିଭାଗ ପ୍ରତିବର୍ଷ ୫ ସେପ୍ଟେମ୍ବରରେ ଏକ ରାଷ୍ଟ୍ରୀୟ ସମାରୋହର ଆୟୋଜନ କରିଥାଏ, ଯେଉଁଥିରେ ଦେଶର ସର୍ବଶ୍ରେଷ୍ଠ ଶିକ୍ଷକଙ୍କୁ ରାଷ୍ଟ୍ରୀୟ ପୁରସ୍କାର ପ୍ରଦାନ କରାଯାଇଥାଏ । ପୁରସ୍କାର ପାଇଁ ଶିକ୍ଷକଙ୍କ ଚୟନ ଅନଲାଇନ ୩ ସ୍ତରୀୟ ଚୟନ ପ୍ରକ୍ରିୟା ମାଧ୍ୟମରେ ପାରଦର୍ଶୀ ଭାବେ କରାଯାଇଥାଏ ।
ଏହି ପୁରସ୍କାର ଭାବେ ଏକ ପ୍ରମାଣ ପତ୍ର, ୫୦ ହଜାର ଟଙ୍କା ଓ ଏକ ସିଲଭର ମେଡାଲ ଦିଆଯିବ । ଏହି କାର୍ଯ୍ୟକ୍ରମର ସିଧା ପ୍ରସାରଣ ଦୂରଦର୍ଶନରେ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଇରାନକୁ କଡ଼ା ଚେତାବନୀ ଦେଲା ଇସ୍ରାଏଲ, ଆଗାମୀ ୧୨ ଘଣ୍ଟା ପାଇଁ ଟ୍ରେନ ବ୍ୟବହାର କଲେ….

ତେହରାନ,୭।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଇରାନର ସାଧାରଣ ଲୋକଙ୍କୁ ଅନୁରୋଧ ଦେଇଛି । ଟ୍ରେନ ଏବଂ ରେଳ ଲାଇନ ଠାରୁ ଦୂରେଇ ରହିବା…

‘୨୦ ଘଣ୍ଟା ମଧ୍ୟରେ ଆତ୍ମସମର୍ପଣ କର, ନଚେତ ଆମେ ତୁମକୁ ପ୍ରସ୍ତର ଯୁଗ ଦେଖାଇବୁ’ – ଟ୍ରମ୍ପଙ୍କୁ ବଡ଼ ଧମକ!

ତେହରାନ,୭।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି, ଏବଂ ବୟାନବାଜି ମଧ୍ୟ ତୀବ୍ର ହୋଇଛି। ଇରାନ ସଂସଦର ବାଚସ୍ପତି ମହମ୍ମଦ ବାଘେର ଗାଲିବାଫଙ୍କ ପରାମର୍ଶଦାତା…

୩ ବର୍ଷର ଭାଣିଜୀଙ୍କୁ ସାଙ୍ଗଙ୍କ ସହ ମିଶି ଗଣବଳାତ୍କାର କଲେ ମାମୁ: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ପାଟନା,୭।୪: ବିହାରର ପାଟନାରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଜଣେ ୨୨ବର୍ଷୀୟ ଯୁବକ ତାଙ୍କ ଦୁଇ ବନ୍ଧୁଙ୍କ ସହିତ ମିଶି ନିଜ ତିନି ବର୍ଷର ଭାଣିଜୀଙ୍କୁ ଗଣବଳାତ୍କାର…

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ଏମିତି ଖେଳ ଖେଳିଲା ଇରାନ, ପବନରେ ଉଡ଼ିଯିବ ଟ୍ରମ୍ପଙ୍କ ମଙ୍ଗଳବାର ବାଲା ଧମକ

ତେହରାନ,୭।୪: ସମ୍ଭାବ୍ୟ ଆମେରିକୀୟ ଆକ୍ରମଣ ବିରୁଦ୍ଧରେ ଇରାନ ତାର ଶକ୍ତି କେନ୍ଦ୍ରଗୁଡ଼ିକୁ ସୁରକ୍ଷିତ ରଖିବା ପାଇଁ ଏକ ନୂତନ ରଣନୀତି ପ୍ରସ୍ତୁତ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri