Posted inଜାତୀୟ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଦିଆଗଲା ୨୧ ତୋପ ସଲାମୀ

ନୂଆଦିଲ୍ଲୀ,୨୬।୧: ଆଜି ସାରା ଦେଶରେ ୭୭ତମ ଗଣତନ୍ତ୍ର ଦିବସ ପାଳନ କରାଯାଉଛି। ଏହି ଅବସରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। କର୍ତ୍ତବ୍ୟ ପଥଠାରେ ମଧ୍ୟ ଗଣତନ୍ତ୍ର ଦିବସ ପରେଡ ଅନୁଷ୍ଠିତ ହେଉଛି। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପତାକା ଉତ୍ତୋଳନ କରିଛନ୍ତି। ମୁଖ୍ୟ ଅତିଥି ୟୁରୋପୀୟ ପରିଷଦର ଅଧ୍ୟକ୍ଷ ଆଣ୍ଟୋନିଓ କୋଷ୍ଟା ଏବଂ ୟୁରୋପୀୟ କମିଶନର ଅଧ୍ୟକ୍ଷ ଉର୍ସୁଲା ଭନ ଡେର୍‌ ଲେଏନଙ୍କ ସହିତ କର୍ତ୍ତବ୍ୟ ପଥଠାରେ ପହଞ୍ଚିଥିଲେ। ପ୍ରଧାନମନ୍ତ୍ରୀ ମୋଦି ରାଷ୍ଟ୍ରପତି ଏବଂ ଅତିଥିମାନଙ୍କୁ ସ୍ବାଗତ କରିଥିଲେ। ରାଷ୍ଟ୍ରପତିଙ୍କୁ ୨୧ ତୋପ ସଲାମୀ ଦିଆଯାଇଥିଲା।
ରାଷ୍ଟ୍ରପତି ଗ୍ରୁପ କ୍ୟାପ୍ଟେନ ଶୁଭାଂଶୁ ଶୁକ୍ଳାଙ୍କୁ ଅଶୋକ ଚକ୍ର ପ୍ରଦାନ କରିଛନ୍ତି। ଶୁଭାଂଶୁ ଭାରତର ସବୁଠାରୁ ପ୍ରତିଷ୍ଠିତ ବୀରତା ପୁରସ୍କାର ଅଶୋକ ଚକ୍ର ଗ୍ରହଣ କରିଥିବା ପ୍ରଥମ ମହାକାଶଚାରୀ ହୋଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ତେଲ ଉପରେ ବଡ଼ ୟୁ-ଟର୍ନ ନେଲା ଆମେରିକା: ଭାରତ ପରେ ଏବେ ସମସ୍ତଙ୍କୁ…ବିଶ୍ୱରେ ଚହଳ

ଓ୍ବାଶିଂଟନ,୧୩।୩: ଆମେରିକା ବର୍ତ୍ତମାନ ପର୍ଯ୍ୟନ୍ତ ବଜାରରେ ରୁଷୀୟ ତୈଳ ପ୍ରବେଶକୁ ଅବରୋଧ କରିବାକୁ ପ୍ରତିଶ୍ରୁତି ଦେଇଥିଲା, ଏବେ ଅନ୍ୟ ଦେଶମାନଙ୍କୁ ରୁଷୀୟ ତୈଳ କ୍ରୟ କରିବାକୁ ଅନୁରୋଧ…

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…

ସ୍ବାର୍ଥ ଓ ପରମାର୍ଥ

ଯୁଗେ ଯୁଗେ ଆମ ସମାଜରେ ସ୍ବାର୍ଥ ଓ ପରମାର୍ଥକୁ ନେଇ ଅନେକ ବାଦବିବାଦ ଓ ତର୍କବିତର୍କ ରହି ଆସିଛି। ସାଧାରଣ ଭାବେ ସମସ୍ତେ କୁହନ୍ତି ସାଂସାରିକ ବନ୍ଧୁମାନେ…

ତିରୁପତିରେ ଉତ୍କଳ ପୀଠ

ବିଶ୍ୱରେ ଅନେକ ସ୍ଥାନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ମନ୍ଦିର ଅଛି। ତେବେ ମହାପ୍ରଭୁଙ୍କ ସଂସ୍କୃତି ଉପରେ ଗବେଷଣା ପାଇଁ ସୁଦୂର ଆନ୍ଧ୍ରପ୍ରଦେଶର ତିରୁପତି ନଗରରେ ଏକ ଉତ୍କଳ ପୀଠ…

ସମ୍ବଳ ପ୍ରତିଯୋଗିତାର ନୂଆ ଯୁଗ

ବୈଶ୍ୱିକ ବ୍ୟବସ୍ଥା ଏବେ ଚାପରେ। ଖଣିଜ ଓ ଶକ୍ତି ନିୟନ୍ତ୍ରଣ ପାଇଁ ବୃଦ୍ଧି ପାଉଥିବା ତୀବ୍ର ପ୍ରତିଯୋଗିତାକୁ ଜାତୀୟ ସୁରକ୍ଷାର ବିଷୟ ଭାବେ ଦେଖାଯାଉଛି। ଭେନେଜୁଆଲାଠାରୁ ଆରମ୍ଭ…

ବେଧଡକ୍ ଚାଲିଛି ନିଶା କାରବାର: ପୋଲିସ-ଅବକାରୀ ଚୁପ୍, ଅଣ୍ଟା ଭିଡ଼ିଲେ ମହିଳା

ଅତାବିରା,୧୩।୩(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ବେଧଡକ୍ ଚାଲିଛି ନିଶା କାରବାର । ସବୁ ଜାଣି ଅଜଣା ଭଳି ଚୁପ୍…

ସାବଧାନ! ରାଜଧାନୀରେ ଏହି ସବୁ ସ୍ଥାନରେ ଲାଗିଲା ବୋଲାର୍ଡସ, ନିୟମ ଉଲ୍ଲଂଘନ କଲେ କଟିବ ଚାଲାଣ

ଭୁବନେଶ୍ୱର,୧୩।୩(ତ୍ରିନାଥ ମହାନ୍ତି): ପୂର୍ବରୁ ଅମାନିଆମାନେ ବିଭିନ୍ନ ଛକରେ ରାସ୍ତାର ବାମ ପାର୍ଶ୍ୱରେ ଗାଡ଼ି ରଖୁଥିଲେ। ଫଳରେ ଆମ୍ବୁଲାନ୍ସ ଏବଂ ଅନ୍ୟ ଜରୁରିକାଳୀନ ସେବା ଯୋଗାଉଥିବା ଗାଡ଼ି ସହଜରେ…

ବଢୁଛି ତାପମାତ୍ରା, ଦେଖାନାହିଁ ଜଳଛତ୍ର

ଲୋଇସିଂହା,୧୩।୩(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଅଞ୍ଚଳରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହୁଛି ା ଅସ୍ବାଭାବିକ ତାପମାତ୍ରା ବୃଦ୍ଧି ନେଇ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଲାଣି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri