ଆସନ୍ତା ୧୦ରେ ଓଡ଼ିଶା ଆସିବେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୨।୧୧(ବ୍ୟୁରୋ): ଆସନ୍ତା ୧୦ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ । ଅପରାହ୍ନରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ସେଠାରେ ତାଙ୍କୁ ଗାର୍ଡ ଅଫ୍‌ ଅନର୍‌ ଦିଆଯିବା ପରେ ସେ ରାଜଭବନ ଯିବେ। ରାଜଭବନରେ ରାତ୍ରି ରହଣି କରି ରାଷ୍ଟ୍ରପତି ମୁର୍ମୁ ୧୧ତାରିଖ ସକାଳେ ପୁରୀ ଗସ୍ତରେ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିବେ । ଏହାପରେ ସେ ଦିଲ୍ଲୀ ଫେରିଯିବେ ବୋଲି ରାଷ୍ଟ୍ରପତି ଭବନ ପକ୍ଷରୁ ଓଡ଼ିଶା ରାଜ୍ୟପାଳଙ୍କୁ ଅବଗତ କରାଯାଇଛି। ତେବେ ରାଷ୍ଟ୍ରପତି ହେବା ପରେ ରାଜ୍ୟକୁ ମୁର୍ମୁଙ୍କ ଏହା ପ୍ରଥମ ଗସ୍ତ ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri