Advertisement

ପ୍ରୋଟୋକଲ୍‌ ଭାଙ୍ଗି ବଡଦାଣ୍ଡରେ ଚାଲିଲେ, ତଳେ ବସି କଦଳୀ ପତ୍ରରେ ଖାଇଲେ ମହାପ୍ରସାଦ

ପୁରୀ ଅଫିସ,୧୦।୧୧: ଦେଶର ସର୍ବୋଚ୍ଚ ପଦରେ ଅଳଙ୍କୃତ ହେବା ପରେ ପ୍ରଥମ ଥର ଲାଗି ଓଡ଼ିଶା ଆସି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ସମୟରେ ସେ ପ୍ରୋଟୋକଲ ଭାଙ୍ଗି ବଡଦାଣ୍ଡରେ ଚାଲି ଚାଲି ଯାଇ ମହାପ୍ରଭୁଙ୍କ ଆଶୀର୍ବାଦ ନେଇଛନ୍ତି। ପରେ ସେ ତଳେ ବସି କଦଳୀ ପତ୍ରରେ ମହାପ୍ରସାଦ ସେବନ କରିଛନ୍ତି।

ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ରାଜଭବନରେ ରାଷ୍ଟ୍ରପତିଙ୍କ ଲାଗି ମହାପ୍ରସାଦ ସେବନର ଆୟୋଜନ କରାଯାଇଥିଲା। ସେ ସେଠାରେ ନିଜ ପରମ୍ପରାକୁ ନଭୁଲି ଗଜପତିଙ୍କ ପରିବାର ସହ ତଳେ ବସି ମହାପ୍ରସାଦ ସେବନ କରିଥିଲେ। ତେବେ ସେ ନିଜକୁ ଜଣେ ଖାଣ୍ଟି ଓଡ଼ିଆର ନିଦର୍ଶନ ଦେଇଥିବା ନେଇ କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କଲେଜ ଛାତ୍ରୀଙ୍କୁ ବଳାତ୍କାର

ରେଢ଼ାଖୋଲ,୩୧ା୭(ଡି.ଏନ.ଏ.): ସମ୍ବଲପୁର ଜିଲା ରେଢ଼ାଖୋଲ ଉପଖଣ୍ଡ ଚାରମାଳ ଥାନା ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଚାରମାଳ ପୋଲିସ ଏକ ମାମଲା...

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରାସ୍ତାରୋକୋ

ବଲାଙ୍ଗୀର ଅଫିସ/ତରଭା, ୨୦ା୧(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ ମିଛାପାଲି ଗ୍ରାମର ଆଲୋକ ନାଏକଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ସୋମବାର ବଇରାସର ନିକଟରେ ବଲାଙ୍ଗୀର-ସୋନପୁର...

ଜିଲାର ସମସ୍ତ ପ୍ରବେଶ ପଥରେ ଚେକ୍‌ପୋଷ୍ଟ

ଛତ୍ରପୁର,୧୩ା୪(ଡି.ଏନ୍‌.ଏ.) – ରାଜ୍ୟ ସରକାର ଏପ୍ରିଲ ୩୦ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଅବଧି ବୃଦ୍ଧି କରିଛନ୍ତି। ଏନେଇ ଏକ ବୈଠକ ସୋମବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ...

୩.୪୮ଲକ୍ଷ ଜମିରେ ହେବ ଖରିଫ ଫସଲ

ବରଗଡ଼ ଅଫିସ୍‌,୨୦ା୫: ବରଗଡ଼ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା(ଡିଆରଡିଏ) ସମ୍ମିଳନୀ କକ୍ଷରେ ବୁଧବାର ଖରିଫ ୨୦୨୦ ପାଇଁ କୃଷି କୌଶଳ ନିର୍ଦ୍ଧାରଣ କମିଟିର ବୈଠକ ଅନୁଷ୍ଠିତ...

୨ ଘଣ୍ଟାରେ ବେପାର ସରେ

ପିଲାବେଳେ ବାପାଙ୍କୁ ଦୋକାନରେ ସହଯୋଗ କରୁଥିଲେ। ତାଙ୍କଠାରୁ ସ୍ବାଦିଷ୍ଟ ଜଳଖିଆ ତିଆରି କରିବା ଶିଖିଥିଲେ। ଟିକେ ବଡ଼ ହେବା ପରେ ନିଜେ ଏହି ବ୍ୟବସାୟ ଆରମ୍ଭ...

ପୋଖରୀରେ ଗାଧୋଇବାକୁ ବାରଣ: ଚାରିପଟେ ବ୍ୟାରିକେଟ୍‌, ବନ୍ଦ ହେଉନି ଗାଧୁଆ

ବୁଗୁଡ଼ା,୨୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଳକ ଏବଂ ଏନ୍‌ଏସିରେ କରୋନା ସଂକ୍ରମଣ ବୃଦ୍ଧି ପାଇବା ଆଶଙ୍କା କରି ପ୍ରଶାସନ ପକ୍ଷରୁ ପୋଖରୀରେ ଗାଧୋଇବାକୁ ନେଇ ବାରଣ...

ବାଲିଗୁଡାରେ ଗଣେଶ ପୂଜା

ବାଲିଗୁଡା,୨।୯(ଡି.ଏନ.ଏ):ବାଲିଗୁଡା ଟାଉନ ତଥା ଏହାର ଆଖପାଖ ଅଞ୍ଚଳରେ ଅଗ୍ରପୂଜ୍ୟ ଶ୍ରୀଶ୍ରୀ ଗଜାନନଙ୍କର ପୂଜା ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛିl ଟାଉନର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର,...

ଖବରଦାତା ରୋହିତ ବିଶ୍ୱାଳଙ୍କ ବିୟୋଗରେ ଶୋକ

କର୍ଲାମୁଣ୍ଡା,୫ା୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ମ.ରାମପୁର ବ୍ଲକର ମୋହନଗିରି ଅଞ୍ଚଳର ଯୁବ ଖବରଦାତା ରୋହିତ କୁମାର ବିଶ୍ବାଳଙ୍କର ଶନିବାର ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ମୃତ୍ୟୁ ଘଟିଛି। ଏହି...

Advertisement
Archives

Model This Week