President Droupadi Murmu to visit Odisha: କଡ଼ାକଡ଼ି ହେବ ସୁରକ୍ଷା ବ୍ୟବସ୍ଥା, ମୁତୟନ ହେବେ…

ଭୁବନେଶ୍ୱର,୩୧।୧: ଫେବୃଆରୀ ପ୍ରଥମ ସପ୍ତାହରେ ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପୁରୀ ପୋଲିସ ପକ୍ଷରୁ ଆଗୁଆ ପ୍ରସ୍ତୁତି ଆରମ୍ଭ ହୋଇଛି। ବ୍ଲୁ ବୁକ୍‌ ସୁରକ୍ଷା ବ୍ୟବସ୍ଥା ସହ ୩୦ ପ୍ଲାଟୁନ ଫୋର୍ସ ମୁତୟନ କରାଯିବ। ବିଭିନ୍ନ ଜାଗାରେ ୬ ଜଣ କମାଣ୍ଡାଣ୍ଟ ରାଙ୍କ ଅଫିସର୍‌ ନିୟୋଜିତ ହେବେ।
ଫେବୃଆରୀ ୩ ତାରିଖରେ ପୁରୀ ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତେବେ ରାଷ୍ଟ୍ରପତିଙ୍କ ଗସ୍ତକୁ ଶୃଙ୍ଖଳିତ କରିବାକୁ ସମସ୍ତ ବ୍ୟବସ୍ଥା କରାଯାଇଥିବା ଏସ୍‌ପି ସୂଚନା ଦେଇଛନ୍ତି।

ପଢ଼ନ୍ତୁ ➡️ ରାଷ୍ଟ୍ରପତିଙ୍କୁ ତୋପ ସଲାମୀ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  ଫେବୃଆରୀ ୩ ତାରିଖରେ ଯାଜପୁର ଗସ୍ତରେ ଆସୁଛନ୍ତି। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବା ସହ ସମସ୍ତ ପ୍ରକାର ପୂର୍ବ ପ୍ରସ୍ତୁତି କରାଯାଉଛି। ଏହାସହ ରାଷ୍ଟ୍ରପତିଙ୍କ ସୁରକ୍ଷା ପ୍ରୋଟୋକଲ ‘ବ୍ଲୁ ବୁକ୍’ ଅନୁଯାୟୀ ଜିଲାପାଳ ଅମ୍ବର କୁମାର କର ଭାରତୀୟ ନାଗରିକ ସୁରକ୍ଷା ସଂହିତା ସେକ୍ସନ ୧୬୩ ଅଧୀନରେ ପ୍ରଦତ୍ତ କ୍ଷମତା ଆଧାରରେ ଯାଜପୁରର କିଛି ଅଞ୍ଚଳକୁ ‘ନୋ ଫ୍ଲାଇଙ୍ଗ ଜୋନ’ ବା ‘ଡ୍ରୋନ ମୁକ୍ତ ଅଞ୍ଚଳ’ ଘୋଷଣା କରିଛନ୍ତି।

 

ଭିଭିଆଇପିଙ୍କ ପାଇଁ ସୁରକ୍ଷିତ ଏୟାର ସ୍ପେସ ତିଆରି କରିବା ଉଦ୍ଦେଶ୍ୟ ନେଇ ୧ ଫେବୃଆରୀ ରବିବାର ସକାଳ ଠାରୁ ୩ ଫେବୃଆରୀ  ମଙ୍ଗଳବାର ମଧ୍ୟାହ୍ନ ଯାଏ କୌଣସି ବ୍ୟକ୍ତିବିଶେଷ, ଗଣମାଧ୍ୟମ ସଂସ୍ଥା କିମ୍ବା ପ୍ରାଇଭେଟ୍ ସଂସ୍ଥା ଦ୍ୱାରା ଡ୍ରୋନ, ପାରାଗ୍ଲାଇଡର, ମାଇକ୍ରୋ ଲାଇଟ ଏୟାରକ୍ରାଫ୍ଟ, ହଟ ଏୟାର ବେଲୁନ ବ୍ୟବହାର ଉପରେ ନିଷେଧାଦେଶ ଜାରି କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଭାରତୀୟ ଖେଳାଳିଙ୍କୁ ଏମିତି କହିଦେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୩୧।୧: ୨୦୨୬ ବର୍ଷରୁ କମ -୧୯ ବିଶ୍ୱକପର ଶେଷ ସୁପର ୬ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଅନୁଷ୍ଠିତ ହେଉଛି। ଏହି ମ୍ୟାଚ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ…

ଡାଏଲଗ ନାହିଁ, ଦର୍ଶକଙ୍କୁ ଦୁଇ ଘଣ୍ଟା ବାନ୍ଧି ରଖୁଛି ଏହି ଫିଲ୍ମ

ମୁମ୍ବାଇ: ଡାଏଲଗ୍‌ ବିନା ଫିଲ୍ମ। ଆଜିର ଯୁଗରେ ଏମିତି ଫିଲ୍ମ ନିର୍ମାଣ କରିବା ବୋଧହୁଏ କାଠିକର ପାଠ। କିନ୍ତୁ ନିର୍ଦ୍ଦେଶକ କିଶୋର ପାଣ୍ଡୁରଙ୍ଗ ବେଲେକର ଟିକେ ନିଆରା।…

ଭୟଙ୍କର ଦୁର୍ଘଟଣା: ହଳଦିଆପଦର ଓଭରବ୍ରିଜରେ ଟ୍ରକ ଧକ୍କାରେ ୫ମୃତ, ଜଣେ ଗୁରୁତର 

ବ୍ରହ୍ମପୁର,୩୧।୧(ସୁବାସ ଚନ୍ଦ୍ର ପାଢ଼ୀ): ସଡ଼କ ଦୁର୍ଘଟଣା ହ୍ରାସ  ପାଇଁ ଅନେକ ଯୋଜନା କରାଯାଉଛି। ତାହାସତ୍ତ୍ବେ ଦୁର୍ଘଟଣା ଜନିତ ମୃତ୍ୟୁ ଘଟିବାରେ ଲାଗିଛି। ଶନିବାର ମଧ୍ୟାହ୍ନରେ ହଳଦିଆପଦର ଓଭରବ୍ରିଜରେ…

ଦାଦନ ଶ୍ରମିକଙ୍କ ପାଇଁ ଖୁସିଖବର: ଜିଲା ଭିତରେ ଯୋଗାଇ ଦିଆଯିବ କାମ, ମନ୍ତ୍ରୀ କହିଲେ…

ବଲାଙ୍ଗୀର, ୩୧/୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଏକ ଦାଦନ ପ୍ରବଣ ଜିଲା। ତଥ୍ୟ ଅନୁସାରେ ଜିଲାରୁ ୧୯ ହଜାର ଦାଦନ ଶ୍ରମିକ ନିଜ ଘରେ…

ଗଞ୍ଜାମବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ପଲ୍ଲୀଶ୍ରୀ ମେଳାକୁ ବୃଦ୍ଧି କରି କହିଲେ…

ଛତ୍ରପୁର,୩୧ା୧(ଦିଲ୍ଲୀପ ସାମଲ): ଗଞ୍ଜାମବାସୀଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶତାଧିକ କୋଟିର ପ୍ରକଳ୍ପ ସହିତ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଗୋପାଳପୁର ବେଳାଭୂମି…

ଗ୍ରୀନଫିଲ୍ଡ ଷ୍ଟାଡିୟମ ବାହାରେ ଲାଗିଲା MS Dhoniଙ୍କ ୫୦ ଫୁଟର ‘କଟ ଆଉଟ’, ଜାଣନ୍ତୁ କେତେବେଳେ ଆରମ୍ଭ ହେବ IND vs NZ ପଞ୍ଚମ T20

ନୂଆଦିଲ୍ଲୀ,୩୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ T20 ସିରିଜର ଶେଷ ମ୍ୟାଚ ଶନିବାର ତିରୁଭାନନ୍ତପୁରମର ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଖେଳାଯିବ। ଏଠାରେ ଚାରୋଟି…

T20 World Cup: ଅଷ୍ଟ୍ରେଲିଆକୁ ଶକ୍ତ ଧକ୍କା! Pat Cummins ଆଉଟ, ଆସିଲା୧୫ ସଦସ୍ୟ ବିଶିଷ୍ଟ ଚୁଡ଼ାନ୍ତ ତାଲିକା

ନୂଆଦିଲ୍ଲୀ,୩୧।୧: କ୍ରିକେଟ ଅଷ୍ଟ୍ରେଲିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଏହାର ମୁଖ୍ୟ ଦଳ ଘୋଷଣା କରିଛି। ବୋର୍ଡ ପୂର୍ବରୁ ଏକ ପ୍ରାରମ୍ଭିକ ଦଳ ଚୟନ କରିଥିଲା, ଯେଉଁଥିରେ…

ସାଇକେଲ ଆରୋହୀଙ୍କୁ ଧକ୍କା ଦେଲା ହାଇୱା, ଘଟଣାସ୍ଥଳରେ…

ଧର୍ମଶାଳା,୩୧।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ନାନପୁର ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri