ନଭେମ୍ବର ୨୭ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୯।୧୧: ନଭେମ୍ବର ୨୭ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପାରାଦୀପ ବନ୍ଦର କର୍ତ୍ତୃପକ୍ଷଙ୍କ ଦ୍ୱାରା ଆୟୋଜିତ ହେଉଥିବା ବୋଇତ ବନ୍ଦାଣ ଉତ୍ସବରେ ସେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ବୋଲି ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଅନୁସାରେ, ରାଷ୍ଟ୍ରପତି ଆସନ୍ତା ୨୭ ତାରିଖ ସକାଳ ୧୦ଟାରୁ ଏହି ଉତ୍ସବରେ ଯୋଗଦେବେ। ଓଡ଼ିଆ ଜାତିର ଅନନ୍ୟ ପରମ୍ପରା, ସାଧବ ପୁଅଙ୍କର ବୀରତ୍ୱର ଗାଥା ବହନ କରୁଥିବା ଏହି ବୋଇତ ବନ୍ଦାଣ ଉତ୍ସବ
ପାରାଦ୍ୱୀପ ବନ୍ଦର କର୍ତ୍ତୃପକ୍ଷ ପ୍ରତିବର୍ଷ ପାଳନ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

CJPକୁ କେଉଁଠୁ ମିଳୁଛି ପାଣ୍ଠି? ଦୀପକେ କହିଲେ, ‘ମୁଁ ୩୦ ହଜାର ଟଙ୍କାର ଜୋତା…’

ନୂଆଦିଲ୍ଲୀ,୧।୧୦: ଗୁରୁବାର (ଅକ୍ଟୋବର ୧) ମୁମ୍ବାଇରେ ଏକ ସାମ୍ବାଦିକ ସମ୍ମିଳନୀରେ କୋକରୋଚ ଜନତା ପାର୍ଟି(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ସମ୍ବୋଧିତ କରିଥିଲେ। ସେ କହିଛନ୍ତି ଯେ ମୁଖ୍ୟ…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?