Posted inଜାତୀୟ

ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ୟୁପିରେ ବଦଳିଲା ସମୀକରଣ

ଲକ୍ଷ୍ନୌ,୯।୭ : ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦୌପଦୀ ମୁର୍ମୁୁ ଶୁକ୍ରବାର ଉତ୍ତରପ୍ରଦେଶ ଲକ୍ଷ୍ନୌରେ ପହଞ୍ଚିଛନ୍ତି। ଏହି ଅବସରରେ ଭାଜନା ସ ସହଯୋଗୀଙ୍କ ଦଳରୁ ସମର୍ଥନ ପାଇଁ ମୁର୍ମୁଙ୍କ ଲାଗି ଏକ ରାତ୍ରି ଭୋଜନର ଆୟୋଜନ କରାଯାଇଥିଲା। ଏଥିରେ ସୁଭାସପା ମୁଖ୍ୟ ଓମ୍‌ ପ୍ରକାଶ ରାଜଭର, ଏସ୍‌ପି ବିଧାୟକ ଶିବପାଲ ଯାଦବ, ଜନସତା ଦଳର ନେତା ରଘରାଜ ପ୍ରତାପ ସିଂହ(ରାଜା ଭୈୟା) ଓ ବିଏସ୍‌ପିର କିଛି ନେତୃବୃନ୍ଦ ସାମିଲ ହୋଇଥିଲେ। ରାତ୍ରି ଭୋଜନରେ ଏହି ନେତାଙ୍କ ଉପସ୍ଥିତି ୟୁପି ରାଜନୀତିରେ ସମୀକରଣ ବଦଳୁଥିବା ଚର୍ଚ୍ଚା ହେଉଛି। ଅନ୍ୟପଟେ ସୁଭାସପା, ଜନସତା ଦଳ, ବିଏସ୍‌ପି, ଏସ୍‌ପି ଏକ ବଡ଼ ଘୋଷଣା କରିଥିଲେ। ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀଙ୍କୁ ଏହି ସମସ୍ତ ବିରୋଧୀ ଦଳର ନେତା ରାଷ୍ଟ୍ରପତି ନିର୍ବାଚନରେ ନିଜର ସମର୍ଥନ ଜଣାଇ ବୋଲି ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ୍‌ ପରୀକ୍ଷା ବଢ଼ାଇବାକୁ ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୨୨।୧୧: ସଂକ୍ରମଣ ବଢ଼ିଚାଲିଥିବାରୁ ଏହାକୁ ନଜରରେ ରଖି କୋଭିଡ୍‌ ପରୀକ୍ଷା ବଢ଼ାଇବା ଲାଗି କେନ୍ଦ୍ର ସରକାର ଶନିବାର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ପରାମର୍ଶ...

ସେରମ୍‌ ଇନଷ୍ଟିଚ୍ୟୁଟ୍‌ର ଟର୍ମିନାଲ-୧ ଗେଟ୍‌ରେ ଅଗ୍ନିକାଣ୍ଡ

ପୁଣେ, ୨୧।୧: କରୋନା ଟିକା ପ୍ରସ୍ତୁତି କ୍ଷେତ୍ରରେ ଖ୍ୟାତି ହାସଲ କରିଥିବା ମହାରାଷ୍ଟ୍ରର ପୁଣେ ସ୍ଥିତ ସେରମ୍‌ ଇନଷ୍ଟିଚ୍ୟୁଟ୍‌ର ଟର୍ମିନାଲ-୧ ଗେଟ୍‌ରେ ଅଗ୍ନିକାଣ୍ଡ ଘଟିଛି। ଘଟଣାସ୍ଥଳରେ...

ଏବେ ଖୋଲିବ ନାହିଁ ସ୍କୁଲ

ନୂଆଦିଲ୍ଲୀ,୨୮ ।୧୦: ଦୀର୍ଘ ପ୍ରାୟ ୬ ମାସ ହେବ ରାଜଧାନୀ ଦିଲ୍ଲୀରେ ସ୍କୁଲ ବନ୍ଦ ରହିଛି । ଆଶା କରାଯାଉଥିଲା କି ଦୂର୍ଗାପୂଜା ପରେ ହୁଏତ...

ଓଡ଼ିଶାର ୨୮,୬୬୭ ପେନସନଭୋଗୀ ପାଇଛନ୍ତି ୧୩୭.୧୫ କୋଟି

ନୂଆଦିଲ୍ଲୀ, ୭।୧୧ (ପିଆଇବି): ଓ୍ବାନ୍‌ ର଼୍ୟାଙ୍କ୍‌ ଓ୍ବାନ୍‌ ପେନ୍‌ସନ (ଓଆର୍‌ଓପି) ଲାଗୁ କରିବା ଲାଗି କେନ୍ଦ୍ର ସରକାର ୨୦୧୫ ନଭେମ୍ବର ୭ରେ ଏକ ନିର୍ଦ୍ଦେଶ ଜାରି...

ଦୂର୍ଗାପୂଜାରେ ହେବନାହିଁ ପ୍ଲାଷ୍ଟିକର ବ୍ୟବହାର

ଶିଲଂ,୩।୧୦: ଚଳିତ ବର୍ଷ ଦୁର୍ଗାପୂଜାରେ ମେଘାଳୟରେ ପ୍ଲାଷ୍ଟିକର ବ୍ୟବହାର କରାଯିବ ନାହିଁ ବୋଲି ଜଣାପଡିଛି। ତେବେ ମେଘାଳୟ କେନ୍ଦ୍ରୀୟ ପୂଜା କମିଟି ଦ୍ୱାରା ରାଜ୍ୟର ସମସ୍ତ...

କୃଷକଙ୍କୁ ଭେଟିବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ କହିପାରିବୁ ନାହିଁ

ନୂଆଦିଲ୍ଲୀ,୧୩ା୧(ଆଇଏଏନ୍‌ଏସ୍‌): କୃଷକମାନଙ୍କ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଜଣେ ଆଇନଜୀବୀଙ୍କ ଯୁକ୍ତିକୁ ମଙ୍ଗଳବାର ସୁପ୍ରିମକୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିବାଦୀୟ କୃଷି ଆଇନ ସମ୍ପର୍କରେ...

କରୋନା ମୃତ୍ୟୁସଂଖ୍ୟା ୭୨୩କୁ ବୃଦ୍ଧି: ଚାଇନାରେ ୩୪,୮୦୦ ବ୍ୟକ୍ତି ଆକ୍ରାନ୍ତ, ୨୭ ଦେଶର ୩୩୨ ବ୍ୟକ୍ତି ସଂକ୍ରମିତ

ବେଜିଂ, ୮ା୨: ଚାଇନାରେ କରୋନା ଭାଇରସ୍‌ ସଂକ୍ରମଣ ଜନିତ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶନିବାର ସୁଦ୍ଧା ଏହି ମୃତ୍ୟୁସଂଖ୍ୟା ୭୨୩ରେ ପହଞ୍ଚିଥିବାବେଳେ ସଂକ୍ରମଣକାରୀଙ୍କ ସଂଖ୍ୟା...

ଏଭଳି ଦୁଃସାହସ ପାକିସ୍ତାନ ବି କରିବ ନାହିଁ: ରାହୁଲଙ୍କ ମନ୍ତବ୍ୟ ନେଇ ସମ୍ବିତ ପାତ୍ରଙ୍କ କଟାକ୍ଷ…

ନୂଆଦିଲ୍ଲୀ,୪।୩ : ଭାଜପା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ କଡ଼ା ସମାଲୋଚନା ଜାରି ରଖିଛି। ଶନିବାର ଭାଜପା କହିଛି ବିଦେଶରେ ରାହୁଲ ଭାରତ ବିରୁଦ୍ଧରେ କହୁଛନ୍ତି...

Advertisement
Archives

Model This Week