ବଜେଟ ଭାଷଣ ପୂର୍ବରୁ ଅର୍ଥମନ୍ତ୍ରୀଙ୍କୁ ଦହି-ଚିନି ଖୁଆଇଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧।୨: ବଜେଟ ୨୦୨୬ ପାଇଁ ଦୀର୍ଘ ପ୍ରତୀକ୍ଷା ଆଜି ଶେଷ ହେବାକୁ ଯାଉଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ସଂସଦରେ ବଜେଟ (ବଜେଟ ୨୦୨୬-୨୭ ଲାଇଭ ଅପଡେଟ୍ସ) ଉପସ୍ଥାପନ କରିବେ। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଅର୍ଥମନ୍ତ୍ରୀ ଭାବରେ ଏହା ତାଙ୍କର ଲଗାତାର ନବମ ବଜେଟ। ସରକାର ଟିକସଠାରୁ ଆରମ୍ଭ କରି ସାମାଜିକ ଯୋଜନା ପର୍ଯ୍ୟନ୍ତ ଅନେକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିବାର ଆଶା କରାଯାଉଛି।
ଅର୍ଥମନ୍ତ୍ରୀ ରବିବାର ସକାଳ ୧୧ଟାରେ ଲୋକ ସଭାରେ ତାଙ୍କର ବଜେଟ ଭାଷଣ ଆରମ୍ଭ କରିବେ। ଏହା ପୂର୍ବରୁ ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ଏହି ସମୟରେ ରାଷ୍ଟ୍ରପତି ତାଙ୍କୁ ଦହି-ଚିନି ଖଉଆଇଥିବା ଜଣାପଡିଛି। ଅର୍ଥାତ୍‌ ଏଥର ବେଜଟ କିଛି ଖଟା କିଛି ମିଠା ହେବ ବୋଲି ଆଲୋଚନା ହେଲାଣି। ତେବେ ବଜେଟ ଭାଷଣ ଏକରୁ ଦେଢ଼ ଘଣ୍ଟା ପର୍ଯ୍ୟନ୍ତ ରହିବ ବୋଲି ଆଶା କରାଯାଉଛି। ଏଥିରେ ଆଗାମୀ ଆର୍ଥିକ ବର୍ଷ ପାଇଁ ସରକାରଙ୍କ ଖର୍ଚ୍ଚ ଯୋଜନା, ଟିକସ ପ୍ରସ୍ତାବ ଏବଂ ନୀତି ନିର୍ଦ୍ଦେଶାବଳୀର ରୂପରେଖା ଦିଆଯିବ। ସରକାର ସମ୍ପୂର୍ଣ୍ଣ ଭାଷଣକୁ ସିଧା ପ୍ରସାରଣ କରିବେ ଏବଂ ପରେ ଏହାକୁ ଡିଜିଟାଲ ପ୍ଲାଟଫର୍ମରେ ଜନସାଧାରଣଙ୍କ ପାଇଁ ଉପଲବ୍ଧ କରାଇବେ।
ଆପଣ ସଂସଦ ଟିଭିର ସରକାରୀ ୟୁଟ୍ୟୁବ ଚ୍ୟାନେଲ, ପ୍ରେସ ଇନଫର୍ମେସନ ବ୍ୟୁରୋ (PIB) ୟୁଟ୍ୟୁବ ଚ୍ୟାନେଲ, ଡିଡି ନ୍ୟୁଜ ଏବଂ ଅନ୍ୟାନ୍ୟ ଘରୋଇ ନ୍ୟୁଜ ଚ୍ୟାନେଲରେ ଅର୍ଥମନ୍ତ୍ରୀଙ୍କ ବଜେଟ ଭାଷଣ ଦେଖିପାରିବେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ସୂର୍ଯ୍ୟକୁମାର ଯାଦବ ପୁଣିଥରେ ଅଧିନାୟକ ଭାବେ ଫେରିବେ…

ନୂଆଦିଲ୍ଲୀ,୫।୧୧: ଭାରତୀୟ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଏକ ଦୀର୍ଘ ବିରତି ପରେ କ୍ରିକେଟକୁ ଫେରିବାକୁ ଯାଉଛନ୍ତିଏଥର ସେ ଅଧିନାୟକ ଭାବରେ ପ୍ରତ୍ୟାବର୍ତ୍ତନ କରୁଛନ୍ତି। ୨୦୨୬…

ଗିଡ଼ିପାବାଲି ଭୂସ୍ଖଳନ ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି ପାଇଲା, ୩୦ ଫୁଟ ଗଭୀର ପର୍ଯ୍ୟନ୍ତ ଖୋଜାଖୋଜି କରିବା ପରେ…

ଭଞ୍ଜନଗର,୫ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଗିଡ଼ିପାବାଲିରେ ଗତ ୨୮ ତାରିଖରେ ଭୂସ୍ଖଳନ ଯୋଗୁ ୧୩ ଜଣ ନିଖୋଜ ହୋଇଯାଇଥିଲେ। ସେମାନଙ୍କ ମଧ୍ୟରୁ ଦୁଇଜଣଙ୍କ…

IND vs NZ: ଦ୍ୱିତୀୟ ଦିନିକିଆରେ ମାତ୍ର ଗୋଟିଏ ରନ ସଂଗ୍ରହ କରି ବଡ଼ ରେକର୍ଡ ଭାଙ୍ଗିବେ ବିରାଟ କୋହଲି…

ନୂଆଦିଲ୍ଲୀ,୫।୧୧: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚରେ ଭାରତର ମହାନ ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କ ପାଖରେ ଆଉ ଏକ ରେକର୍ଡ ଭାଙ୍ଗିବାର ସୁଯୋଗ ରହିଛି। ମାତ୍ର ଗୋଟିଏ…

ଫୁଟବଲ ଜଗତରୁ ଅବସର ନେଲେ କ୍ରିଷ୍ଟିଆନୋ ରୋନାଲ୍ଡୋ: ସ୍ବର୍ଣ୍ଣିମ ଅଧ୍ୟାୟର ଅନ୍ତ

ନୂଆଦିଲ୍ଲୀ,୫।୧୧: ଫୁଟବଲ ଜଗତରେ ଏକ ସ୍ବର୍ଣ୍ଣିମ ଅଧ୍ୟାୟର ଅନ୍ତ ଘଟିଛି। ପର୍ତ୍ତୁଗାଲର ମହାନ ଫୁଟବଲର୍‌ କ୍ରିଷ୍ଟିଆନୋ ରୋନାଲ୍ଡୋ ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଗୁରୁବାର ସୋସିଆଲ…

ବିଳାସପୂର୍ଣ୍ଣ ଫ୍ଲାଟ କିଣି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କଲେ ଏହି କ୍ରିକେଟର, ଦାମ ଜାଣିଲେ…

ନୂଆଦିଲ୍ଲୀ,୫।୧୧: ଅଜିଙ୍କ୍ୟ ରାହାଣେଙ୍କ ପତ୍ନୀ ରାଧିକା ମୁମ୍ବାଇରେ ମୋଟ ୨୪.୭୫ କୋଟି ଟଙ୍କା ମୂଲ୍ୟର ଦୁଇଟି ଆଲିସାନ ଫ୍ଲାଟ କିଣିଛନ୍ତି। ଆନ୍ତର୍ଜାତୀୟ ଏବଂ ଲିଗ କ୍ରିକେଟରୁ ଅବସର…

୪ ଉଇକେଟ୍‌, ୮ ମେଡେନ୍‌ ଓଭର: ପୁଣି ଚମକିଲେ ମହମ୍ମଦ ଶାମି

ନୂଆଦିଲ୍ଲୀ,୫।୧୧: ଭାରତୀୟ ଦଳର ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ଶାମି ପୁଣିଥରେ ନିଜ ବୋଲିଂର ଯାଦୁ ଦେଖାଇଛନ୍ତି। ୨୦୨୬-୨୭ ରଣଜୀ ଟ୍ରଫିରେ ବଙ୍ଗଳା ପକ୍ଷରୁ ଖେଳୁଥିବା ଶାମି…

ନ୍ୟୁଜିଲାଣ୍ଡକୁ ହରାଇବା ପରେ ICC ରାଙ୍କିଂରେ ଭାରତର ଦବଦବା, ବଢ଼ିଲା ରେଟିଂ ପଏଣ୍ଟ

ଅକଲାଣ୍ଡ,୫।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ଆରମ୍ଭ ହୋଇଛି । ନଭେମ୍ବର ୪ ତାରିଖରେ ଅକଲାଣ୍ଡର ଇଡେନ୍‌ ପାର୍କରେ ଖେଳାଯାଇଥିବା…

ଭଞ୍ଜନଗରରେ ଚାଞ୍ଚଲ୍ୟ: ଗୁଣି ସନ୍ଦେହରେ ତ୍ରିନାଥଙ୍କୁ ପଥର ଛେଚି ହତ୍ୟା

ଭଞ୍ଜନଗର, ୫।୧୧ (ବାବୁଲା ପ୍ରଧାନ): ଆଧୁନିକ ସମାଜରେ ବିଜ୍ଞାନ ଓ ଶିକ୍ଷାର ପ୍ରସାର ସତ୍ତ୍ୱେ ଗ୍ରାମାଞ୍ଚଳରୁ ଅନ୍ଧବିଶ୍ୱାସ ଦୂର ହୋଇପାରୁନାହିଁ। ଗୁଣିଗାରେଡ଼ି ସନ୍ଦେହରେ ଜଣେ ୮୦ ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?