ହୋଲି ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୩: ରଙ୍ଗର ପର୍ବ ହୋଲି। ଏ ନେଇ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି, ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁଭେଚ୍ଛା ଜଣାଇ ‘ଏକ୍ସ’ରେ ଲେଖିଛନ୍ତି,‘ରଙ୍ଗର ପର୍ବ ଏକତା ଓ ଭାଇଚାରାକୁ ମଜଭୁୁତ କରେ। ଏହା ସହ ଏକାଠି ହୋଇ ବିକଶିତ ରାଷ୍ଟ୍ର ଗଠନରେ ଯୋଗଦାନ ପାଇଁ ସେ ଆହ୍ବାନ ଦେଇଛନ୍ତି।

ସେହିପରି, ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ରାଜ୍ୟବାସୀ ହୋଲି ଶୁଭେଚ୍ଛା ଜଣାଇ ‘ସୁଖ, ଶାନ୍ତି ଓ ସମୃଦ୍ଧି ଭରିଦେଉ, ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା’। ବୋଲି ସେ ତାଙ୍କ ‘ଏକ୍ସ’ରେ ପୋଷ୍ଟ କରିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ହୋଲିର ଶୁଭେଚ୍ଛା ଜଣାଇଛନ୍ତି। ସେ ତାଙ୍କ ଏକ୍ସରେ ପୋଷ୍ଟ କରି ହୋଲି ହେଉଛି ଆନନ୍ଦ, ଉତ୍ସାହ ଏବଂ ଭାଇଚାରାର ପ୍ରତୀକ। ରଙ୍ଗର ଉତ୍ସବ ଜୀବନରେ ନୂତନ ଆଶା ଓ ସମ୍ଭାବନା ଭରିଦେଉ। ମହାପ୍ରଭୁଙ୍କ ନିକଟରେ ସୁଖ, ଶାନ୍ତି ଏବଂ ସମୃଦ୍ଧି କାମନାକରିଛନ୍ତି ମୁଖ୍ୟମନ୍ତ୍ରୀ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହୋଲିରେ କମିଲା ସୁନା! ୨୨k କିଣିବାକୁ GST ଓ ମେକିଂ ଚାର୍ଜ ବାଦରେ ଦେବେ କେତେ?

ନୂଆଦିଲ୍ଲୀ,୪।୩: ପଶ୍ଚିମ ଏସିଆରେ ବୃଦ୍ଧି ପାଉଥିବା ଉତ୍ତେଜନା ସତ୍ତ୍ୱେ, ସୁନା ଏବଂ ରୂପା ଉପରେ ଚାପ ପଡିଛି, ଯାହା ଫଳରେ ରେଟ କମ ହୋଇଛି । ଲଗାତାର…

ରୋ-କୋଙ୍କ ପ୍ଲାନ ୨୦୨୭, ଏହି ତାରିଖରେ କରିବେ କମ୍‌ବ୍ୟାକ୍‌, ଖେଳିବେ ଏତେଟା ଓ଼୍ବାନଡେ ମ୍ୟାଚ୍‌…

ନୂଆଦିଲ୍ଲୀ,୪।୩: ୨୦୨୬ ଟି୨୦ ବିଶ୍ୱକପ ପରେ, ଭାରତୀୟ କ୍ରିକେଟ ଦଳର ଧ୍ୟାନ ସମ୍ପୂର୍ଣ୍ଣ ଭାବରେ ୫୦ ଓଭର ଫର୍ମାଟକୁ ସ୍ଥାନାନ୍ତରିତ ହେବ। ଭାରତର ଦୁଇ ବଡ଼ ତାରକା,…

ଭାରତୀୟ ମହିଳା କ୍ରିକେଟ ଟିମ୍‌ଙ୍କୁ ଝଟ୍‌କା, ଦଳରୁ ହଠାତ୍‌ ବାହାରିଲେ ମ୍ୟାଚ୍‌ ଓ଼୍ବିନର୍‌

ନୂଆଦିଲ୍ଲୀ,୪।୩: ଅଷ୍ଟ୍ରେଲିଆ ଗସ୍ତ କରୁଥିବା ଭାରତୀୟ ମହିଳା କ୍ରିକେଟ ଦଳକୁ ଏକ ବଡ଼ ଝଟକା ଲାଗିଲା ଯେତେବେଳେ ବରିଷ୍ଠ ପେସର ରେଣୁକା ସିଂହ ଠାକୁରଙ୍କୁ କାର୍ଯ୍ୟଭାର ପରିଚାଳନା…

ବଡ଼ଛତ୍ରଙ୍ଗରେ ଉତ୍ସାହର ସହ ପାଳିତ ହେଲା ହୋଲି :  ସାଂସ୍କୃତିକ କାର୍ଯ୍ୟକ୍ରମରେ କମ୍ପିଲା ଗାଁ

ଥୁଆମୂଳରାମପୁର, ୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକର ବଡ଼ଛତ୍ରଙ୍ଗ ଗ୍ରାମରେ ରାଧାକୃଷ୍ଣ ପୂଜା କମିଟି ପକ୍ଷରୁ ଚଳିତ ବର୍ଷର ପବିତ୍ର ହୋଲି ଉତ୍ସବ ଅତ୍ୟନ୍ତ…

ସ୍ତ୍ରୀଙ୍କ ରକ୍ତରେ ହୋଲି : ଛୁରି ଭୁସିି

ଭୁବନେଶ୍ୱର,୪।୩: ରଙ୍ଗର ପର୍ବ ହୋଲିରେ ଭୁବନେଶ୍ୱରରେ ଚାଞ୍ଚଲ୍ୟ। ସ୍ତ୍ରୀଙ୍କ ରକ୍ତରେ ହୋଲି ଖେଳିଲେ ସ୍ବାମୀ। ହୋଲିରେ ସ୍ତ୍ରୀଙ୍କୁ ଛୁରି ଭୁସିି ହତ୍ୟା କଲେ ସ୍ବାମୀ। ଏଭଳି ଅଭାବନୀୟ…

୧,୯୯,୭୦,୦୦,୦୦,୦୦,୦୦୦ ଆମେରିକାର ଯୁଦ୍ଧର ଖର୍ଚ୍ଚ, ଟ୍ରମ୍ପ କହିଲେ ଏତିକି ଦିନ ଯାଏ ଚାଲିବ ଯୁଦ୍ଧ

ଓ୍ବାଶିଂଟନ୍‌,୪।୩: ଆମେରିକା ପୁଣି ଥରେ ଯୁଦ୍ଧରେ ଜଡିତ। ଜୀବନ ଏବଂ ସମ୍ପତ୍ତି କ୍ଷତି ସହିତ, ଦେଶ ଏକ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ କ୍ଷତିର ସମ୍ମୁଖୀନ ହେଉଛି। ରିପୋର୍ଟଗୁଡ଼ିକ ସୂଚିତ…

ଛାତ୍ରାବାସରୁ ୧୦ ଛାତ୍ର ହଷ୍ଟେଲରୁ ଫେରାର୍‌ ଘଟଣା: ଜଙ୍ଗଲରେ ରାତି ବିତାଇଲେ ଦ୍ୱିତୀୟ ଶ୍ରେଣୀ ଛାତ୍ର, ଭୋର୍‌ରୁ ହେଲେ ଉଦ୍ଧାର

ଦାରିଙ୍ଗବାଡି, ୪।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତିଲୋରୀ ପଞ୍ଚାୟତ ସାମନବାଡି ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୪୦ଶଯ୍ୟା ବିଶିଷ୍ଟ ଛାତ୍ରାବାସରୁ ମଙ୍ଗଳବାର…

ଜୀବନର ରଙ୍ଗ ଛଡେଇନେଲା ଦନ୍ତା ହାତୀ:  ଯୁବକଙ୍କ ମୃତ୍ୟୁ

ମୋରଡା/ରାସଗୋବିନ୍ଦପୁର,୪/୩ (ସ୍ମାରକ ମାଜୀ/ସତ୍ୟବାଦୀ ପରିଡା):ରଙ୍ଗର ପର୍ବ ହୋଲିରେ ମଉଳି ଗଲା ଯୁବକଙ୍କ ଜୀବନର ରଙ୍ଗ। ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଦୁଖଃଦ ଘଟଣା ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri