ଭୁବନେଶ୍ୱରରେ ରାଷ୍ଟ୍ରପତି

ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ଗୁରୁବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଦିଲ୍ଲୀରୁ ଆସି ରାଷ୍ଟ୍ରପତି ଆଜି ପୂର୍ବାହ୍ନ ୧୦.୫୦ରେ ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ତାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜପାଳ ଗଣେଶୀ ଲାଲ୍‌ ଏବଂ ମୁଖ୍ୟ ଶାସନ ସଚିବ ସ୍ବାଗତ କରିଥିଲେ। ରାଷ୍ଟ୍ରପତି ହେବା ପରେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ। ବିମାନବନ୍ଦରରେ ଗାର୍ଡ ଅଫ୍‌ ଅନର ଦିଆଯିବା ପରେ ସେ ପୁରୀ ଅଭିମୁଖେ ବାହାରି ଯାଇଛନ୍ତି।

ସେଠାରେ ରାଷ୍ଟ୍ରପତି ସ୍ବତନ୍ତ୍ର ଚପରରୁ ତାଳବଣିଆରେ ଓହ୍ଲାଇବା ପରେ ସଡ଼କପଥରେ ଶ୍ରୀମନ୍ଦିର ଯିବେ। ମଧ୍ୟାହ୍ନରେ ରାଷ୍ଟ୍ରପତି ଶ୍ରୀମନ୍ଦିରରେ ପହଞ୍ଚିବା ପରେ ସିଂହଦ୍ୱାର ନିକଟରେ ତାଙ୍କୁ ଗଜପତି ମହାରାଜା ଦିବ୍ୟସିଂହ ଦେବ ସ୍ବାଗତ କରିବେ। ଶ୍ରୀମନ୍ଦିରରେ ରାଷ୍ଟ୍ରପତି ପ୍ରାୟ ୧ ଘଣ୍ଟା ରହିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri