କଣ୍ଟିଲୋରେ ରାଷ୍ଟ୍ରପତି

ନୟାଗଡ଼,୨୪ା୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ନିର୍ଦ୍ଧାରିତ ସମୟରେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ପରେ ସେଠାରୁ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ନୟାଗଡ଼ ଜିଲା କଣ୍ଟିଲୋରେ ପହଞ୍ଚିଛନ୍ତି। ନୀଳମାଧବଙ୍କୁ ଦର୍ଶନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ରାଯାଇଛି।

ପରେ ନୟାଗଡ଼ କାଳିଆପଲ୍ଲୀରେ ବିଶ୍ବାବସୁ ସମ୍ପ୍ରଦାୟ ପକ୍ଷରୁ ହେଉଥିବା ମହାଯଜ୍ଞରେ ଯୋଗ ଦେବେ। ସେଠାରୁ କଣ୍ଟିଲୋ ଯାଇ ପ୍ରଭୁ ନୀଳମାଧବଙ୍କୁ ଦର୍ଶନ କରିବେ। ସନ୍ଧ୍ୟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚି ରାଜଭବନ ଅଭିମୁଖେ ଯିବେ। ସେଠାରେ ସେ ରାତ୍ରିଯାପନ କରିବେ।

ମଙ୍ଗଳବାର ସକାଳ ୯ଟାରେ ରାଷ୍ଟ୍ରପତି ଦିଲ୍ଲୀ ଅଭିମୁଖେ ଫେରିଯିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପହଲଗାମ ଆତଙ୍କବାଦୀଙ୍କୁ ‘ସ୍ୱାଧୀନତା ସଂଗ୍ରାମୀ’ କହିଲେ ପାକିସ୍ତାନ ଉପ-ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୫।୪: ପହଲଗାମରେ ନିରୀହ ପର୍ଯ୍ୟଟକଙ୍କୁ ହତ୍ୟା କରିଥିବା ଆତଙ୍କବାଦୀଙ୍କୁ ପାକିସ୍ତାନର ଉପ-ପ୍ରଧାନମନ୍ତ୍ରୀ ଇଶାକ ଦାର ‘ସ୍ୱାଧୀନତା ସଂଗ୍ରାମୀ’ ବୋଲି ସମ୍ବୋଧନ କରି ଏକ ବିବାଦୀୟ ମନ୍ତବ୍ୟ...

ଭୁବନେଶ୍ୱର: ଦୁଇ ଷ୍ଟେସନ ନିକଟରୁ ୨ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା…

ଭୁବନେଶ୍ୱର, ୨୫।୪: ଏକ ଆଶ୍ଚର୍ଯ୍ୟକର ଘଟଣାରେ, ଶୁକ୍ରବାର ଭୁବନେଶ୍ୱରର ବାଣୀ ବିହାର ଏବଂ ଲିଙ୍ଗରାଜ ରେଲୱେ ଷ୍ଟେସନରୁ ଦୁଇଟି ମୃତଦେହ ଉଦ୍ଧାର କରାଯାଇଛି। ସୂତ୍ରରୁ ପ୍ରକାଶ,...

୨୦୨୬ ସୁଦ୍ଧା ଓଡ଼ିଶାର ପ୍ରତ୍ୟେକ ଗାଁକୁ ପିଇବା ପାଣି ପହଞ୍ଚାଇବା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର, ୨୫।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର କହିଛନ୍ତି ଯେ ତାଙ୍କ ସରକାର ୨୦୨୬ ସୁଦ୍ଧା ରାଜ୍ୟର ପ୍ରତ୍ୟେକ ଗାଁକୁ ପିଇବା ପାଣି ଯୋଗାଇ...

ଆକ୍ରମଣ ପଛରେ କେନ୍ଦ୍ରର ହାତ କହି ବିଧାୟକ ଗିରଫ

ଗୁଆହାଟୀ,୨୫।୪:ପୁଲଓ୍ବାମା ଏବଂ ପହଲଗାମ୍‌ରେ ଆତଙ୍କବାଦୀ ଆକ୍ରମଣ ପଛରେ ସରକାରଙ୍କ ଷଡ଼ଯନ୍ତ୍ର ରହିଥିବା ମନ୍ତବ୍ୟ ଦେଇ ଆସାମର ଏଆଇୟୁଡିଏଫ୍‌ ବିଧାୟକ ଅମିନୁଲ ଇସ୍‌ଲାମ ଗିରଫ ହୋଇଛନ୍ତି। ଉଭୟ...

ଗାଁ ଝାଙ୍କର, ପୂଜାରୀଙ୍କୁ ଆଦିବାସୀ ସଂଘର ସମ୍ବର୍ଦ୍ଧନା

କର୍ଲାମୁଣ୍ଡା,୨୫ା୪(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଗାଁରେ ଆଦିବାସୀ ସଂଘ ପକ୍ଷରୁ ଜନସମ୍ପର୍କ ଯାତ୍ରା ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଂଘ ସଭାପତି...

ପାକିସ୍ତାନ ସହ ଖେଳିବ ନାହିଁ କି ଭାରତ: ପହଲଗାମ ଆକ୍ରମଣ ପରେ ICCକୁ ଚିଠି ଲେଖିଲା BCCI

ନୂଆଦିଲ୍ଲୀ,୨୫।୪: ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ, ଭାରତୀୟ କ୍ରିକେଟ ଦଳ ଆଉ ପାକିସ୍ତାନ ସହିତ କୌଣସି ଦ୍ୱିପାକ୍ଷିକ ସିରିଜ ଖେଳିବ ନାହିଁ। ଉଭୟ ଦଳ...

ପହଲଗାମ ଆକ୍ରମଣରେ ସମ୍ପୃକ୍ତ ଆତଙ୍କବାଦୀଙ୍କ ଘର ଉଡ଼ାଇ ଦେଲେ ସୁରକ୍ଷା ବାହିନୀ

ଶ୍ରୀନଗର,୨୫।୪: ପହଲଗାମ ଆକ୍ରମଣ ପରେ ଭାରତୀୟ ସେନା ସର୍ଚ୍ଚ ଅପରେଶନକୁ ଜୋରଦାର କରିଛି। ଏନଆଇଏ ମଧ୍ୟ ଜମ୍ମୁ ଏବଂ କାଶ୍ମୀର ପୋଲିସ ସହିତ ମିଶି ଆକ୍ରମଣର...

ଭାଜପାର ୨ ଗୋଷ୍ଠୀ ମଧ୍ୟରେ ମାରପିଟ: ପଞ୍ଚାୟତିରାଜ ଦିବସ ପାଳନ ବେଳେ ଗଣ୍ଡଗୋଳ

ବାସୁଦେବପୁର,୨୫।୪(ନାରାୟଣ ପ୍ରସାଦ ବାରିକ୍‌):ଭଦ୍ରକ ଜିଲା ବାସୁଦେବପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଗୁରୁବାର ପୂର୍ବାହ୍ନରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ସହ ରାଶନ କାର୍ଡ ବଣ୍ଟନ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri