ପୁରୀରେ ରାଷ୍ଟ୍ରପତି: କାଲି ଶ୍ବେତଗଙ୍ଗାରେ କରିବେ ପିଣ୍ଡଦାନ

ପୁରୀ,୩।୨: ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତାଳବଣିଆ ହେଲିପ୍ୟାଡ୍‌ରେ ତାଙ୍କ ବିମାନ ପହଞ୍ଚିବା ପରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ତାଙ୍କୁ ସ୍ବାଗତ କରିଛନ୍ତି। ରାଷ୍ଟ୍ରପତି ପୁରୀରେ ରାତ୍ରିଯାପନ କରିବେ। ବୁଧବାର ଶ୍ବେତଗଙ୍ଗାରେ ପିଣ୍ଡଦାନ କରିବେ। ପିଣ୍ଡଦାନ ପରେ ମହାପ୍ରଭୁଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି।

ମୁଣ୍ଡରେ ଓଢଣା ଦେଇ ମା’ ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି

 

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ରାଷ୍ଟ୍ରପତି ମଙ୍ଗଳବାର ଯାଜପୁର ଅଭିମୁଖେ ଗସ୍ତ କରିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଯାଜପୁର ପ୍ରଶାସନିକ ପଡ଼ିଆଠାରେ ଅବତରଣ କରି ସେଠାରୁ ସିଧା ମା’ ବିରଜାଙ୍କ ଦର୍ଶନ କରିଛନ୍ତି। ମୁଣ୍ଡରେ ଓଢଣା ଦେଇ ସମ୍ପୂର୍ଣ୍ଣ ପାରମ୍ପରିକ ଓଡ଼ିଆ ଢଙ୍ଗରେ ସେ ମା’ଙ୍କ ଆଶୀର୍ବାଦ ଭିକ୍ଷା କରିଥିଲେ। ଏହାପରେ ନାଭିଗୟାଠାରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ କରିଥିଲେ। ମା’ ବିରଜାଙ୍କୁ ଦର୍ଶନ ପରେ ମନ୍ଦିର ପରିକ୍ରମା କରୁଥିବାର ଦେଖାଯାଇଥିଲା। ଯାଜପୁର ଗସ୍ତ ସମୟରେ ରାଷ୍ଟ୍ରପତିଙ୍କୁ ଶାନ୍ତିର ପ୍ରତୀକ ବୁଦ୍ଧ ମୂର୍ତ୍ତି ଉପହାର ଭେଟି ଦିଆଯାଇଥିଲା। ତାଙ୍କୁ ଦେଖିବା ପାଇଁ ଲୋକଙ୍କ ଭିଡ଼ ଜମିଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

କମେଣ୍ଟ୍ରିରୁ ଅବସର ନେଲେ ଶିବରାମ, ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ…

ନୂଆଦିଲ୍ଲୀ,୨୧ା୩: ଭାରତର ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ କମେଣ୍ଟ୍ରିରୁ ଅବସର ଘୋଷଣା କରିଛନ୍ତି। ହେଲେ ସେ ଅବସର ଘୋଷଣା ଲାଗି କରିଥିବା ସୋସିଆଲ ମିଡିଆ ପୋଷ୍ଟକୁ…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

ଅଷ୍ଟ୍ରେଲିଆକୁ ପରାସ୍ତ କରି ଜାପାନ ଚାମ୍ପିୟନ

ସିଡ୍‌ନୀ,୨୧ା୩: ଚଳିତ ମହିଳା ଏସିଆନ କପ୍‌ ଫୁଟବଲ ଟୁର୍ନାମେଣ୍ଟରେ ଜାପାନ ଚାମ୍ପିୟନ ହୋଇଛି। ଶନିବାର ଷ୍ଟାଡିୟମ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଫାଇନାଲରେ ମାଇକା ହାମାନୋଙ୍କ ଗୋଲ ବଳରେ ଜାପାନ…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri