ନୂଆ ଜୁଡିସିଆଲ କମ୍ପ୍ଲେକ୍ସର ଉଦ୍‌ଘାଟନ କଲେ ରାଷ୍ଟ୍ରପତି

ଭୁବନେଶ୍ୱର,୫।୧୨: ଭୁବନେଶ୍ୱରର ନବ ନିର୍ମିତ ଜୁଡିସିଆଲ କମ୍ପ୍ଲେକ୍ସର ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥିଭାବେ ଯୋଗଦେଇ ଦେଇ ନୂଆ ଜୁଡିସିଆଲ କମ୍ପ୍ଲେକ୍ସର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ରାଜ୍ୟପାଳ ରଘୁବର ଦାସ, ହାଇକୋର୍ଟ ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ ଉପସ୍ଥିତ ରହିଥିଲେ।

୧୭୦ କୋଟି ଟଙ୍କାରେ ନିର୍ମିତ ଏହି ଅତ୍ୟାଧୁନିକ କୋର୍ଟ ବିଲ୍ଡିଂରେ ୫୫ଟି କୋର୍ଟରୁମ୍‌ ସହିତ ବିଚାରପତିମାନଙ୍କ ପାଇଁ ୫୫ଟି ଚାମ୍ବର ରହିଛି। କୋଠାଟି ସେଣ୍ଟ୍ରାଲ ଏୟାର କଣ୍ଡିଶନର୍‌ ଲାଗିଛି। ୧ ହଜାର ଗାଡ଼ି ପାର୍କିଂ ପାଇଁ ସ୍ଥାନ ରହିଛି। ଏପରିକି ଲାଇବ୍ରେରୀ, ବ୍ୟାଙ୍କ ଓ ପୋଷ୍ଟ ମଧ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

ରାୟପୁର-ଭାଇଜାଗ୍‌ କରିଡର: ଓଡ଼ିଶା ସମେତ ୩ ରାଜ୍ୟରେ ଆଣିବ ବିକାଶର ଧାରା

ଭୁବନେଶ୍ୱର,୭ା୧୨: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଦ୍ୱାରା ନିର୍ମାଣାଧୀନ ୬-ଲେନ୍ ବିଶିଷ୍ଟ ରାୟପୁର–ବିଶାଖାପାଟଣା ଅର୍ଥନୈତିକ କରିଡର ଆଗାମୀ ଦିନରେ ଓଡ଼ିଶା ସମେତ ତିନୋଟି...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

ବାରବାଟୀ T20: ମ୍ୟାଚ୍ ଦେଖବାକୁ ଆସୁଥିଲେ ଏସବୁ ସ୍ଥାନରେ କରନ୍ତୁ ପାର୍କିଂ

କଟକ,୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା କ୍ରିକେଟ ଟିମ୍ ବାରବାଟୀରେ ଆୟୋଜିତ ହେବାକୁ ଥିବା T20 ମ୍ୟାଚ୍ ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଉଭୟ ଦଳକୁ କଡ଼ା...

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...

ବାରବାଟୀରେ ହେବ ଜୋର୍‌ଦାର ଲଢ଼େଇ: ଭୁବନେଶ୍ୱରରେ ଭାରତ-ଦକ୍ଷିଣ ଆଫ୍ରିକା ଟିମ୍‌

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ପହଞ୍ଚିଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଟିମ୍‌ର ଖେଳାଳିମାନେ। ଆସନ୍ତା ୯ ତାରିଖ ଅର୍ଥାତ୍‌ ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଉଭୟ ଦେଶର ଖେଳାଳିଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri