ନୂଆ ଜୁଡିସିଆଲ କମ୍ପ୍ଲେକ୍ସର ଉଦ୍‌ଘାଟନ କଲେ ରାଷ୍ଟ୍ରପତି

ଭୁବନେଶ୍ୱର,୫।୧୨: ଭୁବନେଶ୍ୱରର ନବ ନିର୍ମିତ ଜୁଡିସିଆଲ କମ୍ପ୍ଲେକ୍ସର ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥିଭାବେ ଯୋଗଦେଇ ଦେଇ ନୂଆ ଜୁଡିସିଆଲ କମ୍ପ୍ଲେକ୍ସର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ରାଜ୍ୟପାଳ ରଘୁବର ଦାସ, ହାଇକୋର୍ଟ ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ ଉପସ୍ଥିତ ରହିଥିଲେ।

୧୭୦ କୋଟି ଟଙ୍କାରେ ନିର୍ମିତ ଏହି ଅତ୍ୟାଧୁନିକ କୋର୍ଟ ବିଲ୍ଡିଂରେ ୫୫ଟି କୋର୍ଟରୁମ୍‌ ସହିତ ବିଚାରପତିମାନଙ୍କ ପାଇଁ ୫୫ଟି ଚାମ୍ବର ରହିଛି। କୋଠାଟି ସେଣ୍ଟ୍ରାଲ ଏୟାର କଣ୍ଡିଶନର୍‌ ଲାଗିଛି। ୧ ହଜାର ଗାଡ଼ି ପାର୍କିଂ ପାଇଁ ସ୍ଥାନ ରହିଛି। ଏପରିକି ଲାଇବ୍ରେରୀ, ବ୍ୟାଙ୍କ ଓ ପୋଷ୍ଟ ମଧ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିଏମ୍‌ସିର ୧୫ ବର୍ଷ ଶାସନର ଘଟିଲା ପତନ: ପଶ୍ଚିମବଙ୍ଗରେ ପ୍ରଥମଥର ପାଇଁ ସରକାର ଗଢ଼ିବ ଭାଜପା

କୋଲକାତା,୪ା୫(ପି.ଟି.):ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ରାଜ୍ୟ ରାଜନୀତିରେ ବଡ଼ ପରିବର୍ତ୍ତନ ଆଣିଛି। ଏଠାରେ ଭାଜପା ବିପୁଳ ବିଜୟ ହାସଲ ସହ ପ୍ରଥମ ଥର ପାଇଁ ରାଜ୍ୟରେ ସରକାର ଗଢ଼ିବାକୁ…

ଆସାମରେ ହ୍ୟାଟ୍ରିକ୍‌ କଲା ଭାଜପା: କଂଗ୍ରେସ ଆଶା ଧୂଳିସାତ୍‌

ଗୁଆହାଟୀ,୪ା୫:ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ଆସାମର ୧୨୬ ଆସନ ବିଶିଷ୍ଟ ବିଧାନସଭାରେ ଭାଜପା ନେତୃତ୍ୱରେ ଏନ୍‌ଡିଏ କ୍ରମାଗତ ତୃତୀୟ ଥର ପାଇଁ ବିଜୟୀ ହୋଇ ହ୍ୟାଟ୍ରିକ୍‌ କରିବାକୁ ଯାଉଛି। ମୁଖ୍ୟମନ୍ତ୍ରୀ…

ରସଗୋଲା କାହାର, ଓଡ଼ିଶାର ନା ପଶ୍ଚିମବଙ୍ଗର: ଭାଜପାର ମହାବିଜୟ ପରେ ଖୋଲାଖୋଲି ଧର୍ମେନ୍ଦ୍ର ପ୍ରଧାନ ଦେଲେ ଏମିତି ଜବାବ

କୋଲକାତା,୪।୫: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏଥର ନିର୍ବାଚନ ଫଳାଫଳରେ ଏକ ବଡ଼ ପରିବର୍ତ୍ତନ ଦେଖାଦେଇଛି ଏବଂ ୧୫ ବର୍ଷ ଧରି ଶାସନ କରୁଥିବା…

କ୍ଷମତା ତ ଦୂରର କଥା, ନିଜ ଆସନ ମଧ୍ୟ ବଞ୍ଚାଇ ପାରିଲେନି ଦିଦି, ବିଜୟୀ ହେବା ପରେ ଶୁଭେନ୍ଦୁ ଅଧିକାରୀ କହିଲେ- ମମତାଙ୍କୁ ପରାସ୍ତ କରିବା…

କୋଲକାତା,୪।୫: ଭାରତୀୟ ଜନତା ପାର୍ଟି (ଭାଜପା) ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଏକ ଐତିହାସିକ ବିଜୟ ହାସଲ କରିଛି। ୨୯୪ ସଦସ୍ୟ ବିଶିଷ୍ଟ ବଙ୍ଗଳା ବିଧାନସଭାରୁ ଭାଜପା ୨୦୮ଟି…

ଧୋତି-କୁର୍ତ୍ତା ପିନ୍ଧି ଧମାକାଦାର ଏଣ୍ଟ୍ରି କଲେ ପ୍ରଧାନମନ୍ତ୍ରୀ: ଜାଣନ୍ତୁ କ’ଣ ରହିଛି ସ୍ବତନ୍ତ୍ରତା

ନୂଆଦିଲ୍ଲୀ,୪।୫: ପଶ୍ଚିମବଙ୍ଗ, ଆସାମ ଏବଂ ପୁଡୁଚେରୀରେ ଭାଜପାର ଐତିହାସିକ ବିଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ଥିବା ଦଳୀୟ ମୁଖ୍ୟାଳୟରେ ସମାବେଶକୁ ସମ୍ବୋଧିତ କରିବାକୁ ପହଞ୍ଚିଥିଲେ।…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ବିଜୟନ୍‌: ସ୍ବାଧୀନତା ପରେ ପ୍ରଥମଥର ପାଇଁ…

ଥିରୁଭାନନ୍ତପୁରମ୍‌,୪।୫: କେରଳମ୍‌ ବିଧାନସଭା ନିର୍ବାଚନର ଫଳାଫଳ ଆସିଛି, ଯଦିଓ ବର୍ତ୍ତମାନ ଅନେକ ନିର୍ବାଚନମଣ୍ଡଳୀରେ ଭୋଟ ଗଣତି ଚାଲିଛି। ଧାରା ଅନୁସାରେ, ବାମପନ୍ଥୀମାନେ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ…

ନିଜ ଗଡ଼ରେ ହାରିଗଲେ ମମତା, ଏତିକି ଭୋଟରେ ପରାସ୍ତ କଲେ ଶୁଭେନ୍ଦୁ ଅଧିକାରୀ

କୋଲକାତା,୪।୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ଭାରତୀୟ ରାଜନୀତିରେ ଏକ ବିରାଟ ପରିବର୍ତ୍ତନ ଆଣିଛି ଯାହା ବହୁତ କମ ଲୋକ କଳ୍ପନା କରିପାରିଥିଲେ। ମୁଖ୍ୟମନ୍ତ୍ରୀ ମମତା…

ବହୁ ସଂଖ୍ୟାରେ କର୍ମୀମାନେ ଏକଜୁଟ ହୋଇ ମନାଇଲେ ବିଜୟ ଉତ୍ସବ: ପରସ୍ପରକୁ ମିଠା ଖୁଆଇ…

ହାଟଡିହୀ,୪l୫(ଶୁଭକାନ୍ତ ନାୟକ): ପଶ୍ଚିମବଙ୍ଗରେ ଭାଜପାର ବାଜିମାତକୁ ନେଇ କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀଠାରେ ସୋମବାର ସନ୍ଧ୍ୟାରେ ଭାଜପା ବିଜୟ ଉତ୍ସବ ପାଳନ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri