ଦ୍ୱିତୀୟ କାର୍ଯ୍ୟକାଳ ପାଇଁ ନିର୍ବାଚନ ଲଢିବାର ସଙ୍କେତ ଦେଲେ ବାଇଡେନ, ଶୀଘ୍ର ହୋଇପାରେ ଅଫିସିୟାଲ ଘୋଷଣା

ୱାଶିଂଟନ,୫ ।୨: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଡେମୋକ୍ରାଟିକ ପାର୍ଟିର ଏକ ବୈଠକରେ ଦ୍ୱିତୀୟ କାର୍ଯ୍ୟକାଳ ପାଇଁ ପ୍ରାର୍ଥୀ ହେବାର ସଙ୍କେତ ଦେଇଛନ୍ତି । ବୈଠକରେ ଡେମୋକ୍ରାଟିକ ପାର୍ଟିର ସଦସ୍ୟ ‘ଆଉ ଚାରି ବର୍ଷ’ ବୋଲି ସ୍ଲାଗାନ ଦେଇଥିଲେ । ହେଲେ ଏବେ ପର୍ଯ୍ୟନ୍ତ ଏହାର ଅଫିସିଆଲ ଆନାଉନସମେଣ୍ଟ କରାଯାଇନାହିଁ । ବାଇଡେନ ‘ରାଷ୍ଟ୍ରୀୟ ଡେମୋକ୍ରାଟିକ ସମିତି’କୁ କହିଛନ୍ତି କି ତାଙ୍କ ପ୍ରଶାସନ ଏକ ମଜଭୁତ ଅର୍ଥବ୍ୟବସ୍ଥା ପ୍ରସ୍ତୁତ କରିବାରେ ସହଯୋଗ କରିଛି ।
ବାଇଡେନ କହିଛନ୍ତି, ତାଙ୍କ ପ୍ରଶାସନ ଜନହିତକର କାର୍ଯ୍ୟ, ସ୍ୱାସ୍ଥ୍ୟସେବା ଓ ସବୁଜ ପ୍ରଯୁକ୍ତିବିଦ୍ୟାରେ ଦେଶର ପ୍ରମୁଖ ଫେଡେରାଲ ବିନିଯୋଗ କରିଛନ୍ତି । ସେ ରିପ୍ଲିକାନ ଉଗ୍ରବାଦକୁ ମଧ୍ୟ ସମାଲୋଚନା କରିଥିଲେ । ଏହି ସମୟରେ ସେ ଦଳୀୟ ନେତାଙ୍କୁ ପ୍ରଶ୍ନ କରିଥିଲେ କି ଆପଣମାନେ ମୋ ସହ ଅଛନ୍ତି ତ । ବାଇଡେନ ଆସନ୍ତା ସପ୍ତାହରେ ହେବାକୁ ଥିବା ‘ଷ୍ଟେଟ ଅଫ ୟୁନିୟନ’ ଅଭିଭାଷଣ ପୂର୍ବରୁ ରାଜନୈତିକ ଏକତା ଆହ୍ୱାନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri