ରାଷ୍ଟ୍ରପତି ଜନ୍‌ ମାଗୁଫୁଲିଙ୍କ ପରଲୋକ

ଦର୍‌-ଇସ୍‌-ସଲାମ,୧୮।୩: ତାଞ୍ଜାନିଆର ରାଷ୍ଟ୍ରପତି ଜନ୍‌ ମାଗୁଫୁଲିଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ ହୋଇଥିଲା। ଦୀର୍ଘ ୫ ବର୍ଷରୁ ଅଧିକ ସମୟ ଧରି ସେ ହୃଦ୍‌ରୋଗରେ ପୀଡ଼ିତ ଥିଲେ ବୋଲି ଉପରାଷ୍ଟ୍ରପତି ସାମିଆ ସୁଲୁହୁ ହାସନ ସୂଚନା ଦେଇଛନ୍ତି। ଦେହ ଖରାପ ଥିବାରୁ ପ୍ରାୟ ୩ ସପ୍ତାହ ଧରି ସେ କୌଣସି କାର୍ଯ୍ୟକ୍ରମରେ ଯୋଗଦେଉ ନ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ମାଗୁଫୁଲିଙ୍କ ମୃତ୍ୟୁ ଘଟିଥିବା ଉପରାଷ୍ଟ୍ରପତି କହିଛନ୍ତି। ମାଗୁଫୁଲି ବୁଲ୍‌ଡୋଜର ଭାବେ ବେଶ୍‌ ପରିଚିତି ହାସଲ କରିଥିଲେ। ତାଙ୍କ ମୃତ୍ୟୁରେ ଦେଶରେ ଶୋକର ଛାୟା ଖେଳି ଯାଇଛି। ଦେଶରେ ୧୪ ଦିନିଆ ଶୋକ ପାଳନ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତି ଭବନର ୨୦ କର୍ମଚାରୀ କରୋନା ପଜିଟିଭ୍‌: ଟେଷ୍ଟ୍‌ କିଟ୍‌ର ଅଭାବ ଯୋଗୁ ଆଫଗାନିସ୍ତାନରେ ବଢୁଛି ସଂକ୍ରମିତଙ୍କ ସଂଖ୍ୟା

କାବୁଲ,୧୧।୪: କରୋନା ସଂକ୍ରମଣ ନେଇ ଆଫଗାନିସ୍ତାନରେ ଆତଙ୍କ ଦେଖାଦେଇଛି। ଏଠାରେ କରୋନା ସଂକ୍ରମଣ ଯୋଗୁ ମୃତ୍ୟୁ ସଂଖ୍ୟା ବଢ଼ିଚାଲିଛି। ରାଷ୍ଟ୍ରପତିଭବନର ୨୦ ଜଣ କର୍ମଚାରୀଙ୍କ ରିପୋର୍ଟ...

କରୋନା ଆତଙ୍କ: ଭାରତୀୟଙ୍କ ସ୍କ୍ରିନିଂ ପାଇଁ ମ୍ୟାନମାର୍‌ ସୀମାରେ ଲାଗିଲା ଇନଫ୍ରାରେଡ୍‌ ଥର୍ମୋମିଟର

ଇମ୍ଫାଲ୍‌/ନାପିତ୍ୱ,୨୮।୧: ଏବେ କରୋନା ଭୁତାଣୁ ସଂକ୍ରମଣ ନେଇ ପୃଥିବୀର ବିଭିନ୍ନ ରାଷ୍ଟ୍ରରେ ଆତଙ୍କ ଦେଖାଦେଇଛି। ଏହାକୁ ନେଇ ଭିନ୍ନ ଭିନ୍ନ ରାଷ୍ଟ୍ର ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼...

ତାଇଓ୍ବାନ ଉପରେ ସାଇବର ଆକ୍ରମଣ କରିବାକୁ ଚାଇନାର ଷଡ଼ଯନ୍ତ୍ର…

ବେଜିଂ,୨।୧୧ : ଆମେରିକାର ଜଣେ ବରିଷ୍ଠ ଅଧିକାରୀ ତାଇୱାନକୁ ସତର୍କ ରହିବାକୁ ଚେତାବନୀ ଦେଇଛନ୍ତି। ସେକହିଛନ୍ତି ଯେ ଚାଇନା ସେନା ତାଇୱାନ ଉପରେ ଯେ କୌଣସି...

ନେହେରୁ, ମାଉଣ୍ଟବେଟେନ୍‌ଙ୍କ ଡାଏରୀ ପ୍ରକାଶନ ଉପରେ ରୋକ

ଲଣ୍ଡନ, ୧।୫: ଭାରତର ଶେଷ ଭାଇସ୍‌ରଏ ଲର୍ଡ ମାଉଣ୍ଟବ୍ୟାଟେନ, ସ୍ତ୍ରୀ ଏଡ୍‌ଓ୍ବିନା ଏବଂ ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ବ୍ୟକ୍ତିଗତ ଡାଏରୀ ଓ ଚିଠିକୁ ସର୍ବସାଧାରଣରେ...

ସାରା ବିଶ୍ୱରେ ଭାଇରାଲ ହେଉଛି, ତୁର୍କୀରୁ ଆସିଥିବା ଭାରତୀୟ ମହିଳା ଅଧିକାରୀଙ୍କ ଫଟୋ

ଅଙ୍କାରା,୧୦ ।୨: ତୁର୍କୀ ଓ ସିରିଆରେ ଭୁକମ୍ପ ପ୍ରଭାବିତଙ୍କ ଉଦ୍ଧାର କାର୍ଯ୍ୟରେ ବ୍ୟସ୍ତଥିବା ଜଣେ ଭାରତୀୟ ମହିଳା ସେନାଙ୍କର ଏକ ଫଟୋ ଏବେ ସାରା ବିଶ୍ୱରେ...

୭୨ ଘଣ୍ଟା ପରେ କୋଠାତଳୁ ଜୀବିତ ଉଦ୍ଧାର ହେଲେ ମହିଳା

ଆଙ୍କାରା,୧୦ା୨: :ତୁର୍କୀ ଓ ସିରିଆରେ ପ୍ରଳୟଙ୍କରୀ ଭୂକମ୍ପଜନିତ ମୃତ୍ୟୁସଂଖ୍ୟା  ୨୧,୦୦୦ ଟପିଛି। ପ୍ରବଳ ଥଣ୍ଡା ଯୋଗୁ ହଜାର ହଜାର ବିଲ୍ଡିଂର ଭଗ୍ନାବଶେଷ ତଳୁ ଉଦ୍ଧାର କାର୍ଯ୍ୟ...

୧୫୦ ଛାତ୍ରୀଛାତ୍ରଙ୍କୁ ଅପହରଣ

ଆବୁଜା, ୧ା୬: କେତେଜଣ ବନ୍ଧୁକଧାରୀ ରବିବାର ନାଇଜେରିଆର ନାଇଜର୍‌ ପ୍ରଦେଶରେ ଥିବା ଏକ ଇସ୍‌ଲାମିକ୍‌ ସ୍କୁଲରୁ ପ୍ରାୟ ୧୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ଅପହରଣ କରିନେଇଛନ୍ତି। ଏ...

୩୫ ଲକ୍ଷ ପିଲାଙ୍କ ଶିକ୍ଷା ପ୍ରଭାବିତ

ଇସଲାମାବାଦ,୧୧ା୯: ପାକିସ୍ତାନରେ ହୋଇଥିବା ପ୍ରଳୟଙ୍କରୀ ବନ୍ୟା ଯୋଗୁ ସବୁକିଛି ଉଜୁଡ଼ି ଯାଇଛି। ବନ୍ୟା ପ୍ରଭାବିତ ପାକିସ୍ତାନକୁ ବିଶ୍ୱର କିଛି ଦେଶ ସହାୟତାର ହାତ ବଢ଼ାଇଛନ୍ତି। ଏହି...

Advertisement
Archives

Model This Week