Posted inଜାତୀୟ

ରାଷ୍ଟ୍ରପତିଙ୍କ ହୋଇପାରେ ବାଇପାସ୍‌ ସର୍ଜରୀ

ନୂଆଦିଲ୍ଲୀ,୨୭।୩: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଶନିବାର ଏମ୍ସ ସ୍ଥାନାନ୍ତର କରାଯାଇଛି। ଏମ୍ସରେ ତାଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ଚିକିତ୍ସା କରୁଥିବା ବିଶେଷଜ୍ଞ ଡାକ୍ତର ଟିମ୍‌ ରାଷ୍ଟ୍ରପତିଙ୍କ ବାଇପାସ୍‌ ସର୍ଜରୀ ହୋଇପାରେ ବୋଲି ସରକାରଙ୍କୁ ସୂଚନା ଦେଇଛନ୍ତି। ଏପରିକି ମାର୍ଚ୍ଚ ୩୦ ତାରିଖ ସକାଳେ ବାଇପାସ ସର୍ଜରୀ କରାଯିବ ବୋଲି ଡାକ୍ତର ଟିମ୍‌ ଆଶା ବ୍ୟକ୍ତ କରିଛନ୍ତି। ରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ବେଳେ ଏମ୍ସର ବିଶେଷଜ୍ଞ ଡାକ୍ତର ଟିମ୍‌ ତାଙ୍କର ଚିକିତ୍ସା କରୁଥିବା ସରକାରଙ୍କ ପକ୍ଷରୁ ଏକ ବିବୃତ୍ତିରେ କୁହାଯାଇଛି। ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ଶୁକ୍ରବାର ରାଷ୍ଟ୍ରପତି ଆର୍ମି ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିସେମ୍ବର ୩୦ରେ ହେବ କୃଷକ ନେତା-ସରକାରଙ୍କ ମଧ୍ୟରେ କଥାବାର୍ତ୍ତା!

ନୂଆଦିଲ୍ଲୀ,୨୮ ।୧୨: କେନ୍ଦ୍ର ସରକାଙ୍କର କୃଷି ଆଇନକୁ ବିରୋଧ କରି କୃଷକଙ୍କ ଆନ୍ଦୋଳନ ଜାରି ରହିଥିବା ବେଳେ ଏବେ ଏହା ୩୩ ଦିନରେ ପହଞ୍ଚିଲାଣି ।...

ଉପନିର୍ବାଚନ ତାରିଖ ଘୋଷଣା, ୪ ରାଜ୍ୟର ୪ ବିଧାନସଭା-୧ ଲୋକ ସଭା ପାଇଁ ମତଦାନ ଏପ୍ରିଲ୍‌ ୧୨ରେ…

ନୂଆଦିଲ୍ଲୀ, ୧୨।୩ : ନିର୍ବାଚନ କମିଶନଙ୍କ ପକ୍ଷରୁ ୪ ରାଜ୍ୟର ୪ ବିଧାନସଭା ଏବଂ ୧ ଲୋକ ସଭା ଆସନ ପାଇଁ ଉପନିର୍ବାଚନ ତାରିଖ ଶନିବାର...

ସଚିବଙ୍କୁ ୧୬ ସୂତ୍ରୀ ଯୋଜନା ନିର୍ଦ୍ଦେଶ…

ନୂଆଦିଲ୍ଲୀ, ୭।୪ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୧୬ ସୂତ୍ରୀ ଯୋଜନା ନିର୍ଦ୍ଦେଶନାମା ବିଷୟରେ ସମସ୍ତ ସଚିବଙ୍କୁ କ୍ୟାବିନେଟ ସଚିବ ରାଜୀବ ଗୌବା ଏକ ଚିଠି...

ଏ ବର୍ଷ ହେବନି ୫ମ,୮ମ ଶ୍ରେଣୀ ବୋର୍ଡ ପରୀକ୍ଷା

ଚଣ୍ଡିଗଡ଼,୨୧।୨: ରାଜ୍ୟରେ ଏ ବର୍ଷ ଶିକ୍ଷାବର୍ଷରେ ପିଲାମାନେ ୫ମ ଓ ୮ମ ଶ୍ରେଣୀ ବୋର୍ଡ ପରୀକ୍ଷା ଦେବେ ନାହିଁ। ଏ ନେଇ ସୋମବାର ହରିଆଣା ମୁଖ୍ୟମନ୍ତ୍ରୀ...

ଏନ୍‌ଡିଏ ଦୁଇତୃତୀୟାଂଶ ସଂଖ୍ୟାଗରିଷ୍ଠତା ପାଇବ

ନୂଆଦିଲ୍ଲୀ,୮ା୬(ପି.ଟି.): କରୋନା ଯୋଗୁ ଦେଶ ଲକ୍‌ଡାଉନରେ ରହିଥିବାବେଳେ ବିହାରରେ ବିଧାନସଭା ନିର୍ବାଚନ ପାଇଁ ତିନି ପ୍ରମୁଖ ଦଳ ପକ୍ଷରୁ ରବିବାର ବିଗୁଲ ବାଜିଛି। ବରିଷ୍ଠ ଭାଜପା...

ବୀରଭୂମ ହିଂସାକୁ ନେଇ ରାଜନୀତି ସରଗରମ, ବ୍ରେକଫାଷ୍ଟରେ ପଶ୍ଚିମବଙ୍ଗ ଭାଜପା ଏମପିଙ୍କୁ ଭେଟିବେ ମୋଦି

ନୂଆଦିଲ୍ଲୀ,୨୯ ।୩: ପଶ୍ଚିମବଙ୍ଗ ବୀରଭୂମ ହିଂସା ଘଟଣା ବେଳକୁ ବେଳ ରାଜନୀତି ପାଣିପାଗକୁ କରୁଛି ସରଗରମ । ରାଜ୍ୟର ଶାସକ ତ୍ରୁଣମୂଳ କଂଗ୍ରେସ ଓ ଭାରତୀୟ...

ମାୟାବତୀଙ୍କୁ ଯିଏ ଛୁଇଁବ ତାଙ୍କର ମୃତ୍ୟୁ ନିଶ୍ଚିତ: ଭାଜପା ନେତା

ଲକ୍ଷ୍ନୌ,୨୯।୮: ବହୁଜନ ସମାଜ ପାର୍ଟି ମୁଖ୍ୟ ସୁଶ୍ରୀ ମାୟାବତୀଙ୍କୁ ନେଇ ଭାଜପା ନେତା ଏକ ବିବାଦୀୟ ବୟାନ ଦେଇଛନ୍ତି। ଉତ୍ତର ପ୍ରଦେଶର ଭାଜପା ନେତା ତଥା...

ଚାଷୀ ଆନ୍ଦୋଳନରେ ସାମିଲ ହେବେ ମମତା

କୋଲକାତା, ୧୦।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନ ବିରୋଧରେ ଚାଲିଥିବା ଆନ୍ଦୋଳନକୁ ସମର୍ଥନ କରିବେ। ଏନେଇ ସେ ରାକେଶ...

Advertisement
Archives

Model This Week