Posted inଜାତୀୟ

ନୂଆ ସିଏଜି ହେଲେ କେ. ସଞ୍ଜୟ ମୂର୍ତ୍ତି: ସରିଲା ଗିରୀଶ ଚନ୍ଦ୍ର ମୁର୍ମୁଙ୍କ କାର୍ଯ୍ୟକାଳ

ନୂଆଦିଲ୍ଲୀ,୧୮।୧୧: ୧୯୮୯ ବ୍ୟାଚର ଆନ୍ଧ୍ର ପ୍ରଦେଶ କ୍ୟାଡର ଆଇଏଏସ୍‌ ସଞ୍ଜୟ ମୂର୍ତ୍ତିଙ୍କୁ ପରବର୍ତ୍ତୀ ଭାରତର କମ୍ପଟ୍ରୋଲର ଏଣ୍ଡ ଅଡିଟର ଜେନେରାଲ (ସିଏଜି) ନିଯୁକ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପତି ମୁର୍ମୁ। ଗିରୀଶ ଚନ୍ଦ୍ର ମୁର୍ମୁଙ୍କ ସ୍ଥାନ ନେବେ କେ. ସଞ୍ଜୟ ମୂର୍ତ୍ତି। ଗିରିଶ ଚନ୍ଦ୍ର ମୁର୍ମୁ ଅଗଷ୍ଟ ୨୦୨୦ ରୁ ଏହି ପଦବୀରେ ଅଛନ୍ତି। ବର୍ତ୍ତମାନ ମୁର୍ତ୍ତୀ ଶିକ୍ଷା ମନ୍ତ୍ରଣାଳୟରେ ଉଚ୍ଚଶିକ୍ଷା ବିଭାଗର ସଚିବ ଭାବରେ କାର୍ଯ୍ୟ କରୁଛନ୍ତି।

ସିଏଜି ଭାବରେ ନିଯୁକ୍ତ ହେବା ପୂର୍ବରୁ ମୁର୍ମୁ, ଜାମ୍ମୁ କାଶ୍ମୀରର ନୂତନ ଭାବେ ଗଠିତ କେନ୍ଦ୍ର ଶାଶିତ ଅଂଚଳର ପ୍ରଥମ ଲେଫ୍ଟନାଣ୍ଟ-ଗଭର୍ଣ୍ଣର ଥିଲେ। ପ୍ରଶାସନ ଏବଂ ଶାସନ କ୍ଷେତ୍ରରେ ମୁର୍ତ୍ତୀଙ୍କ ବିପୁଳ ଅଭିଜ୍ଞତା ତାଙ୍କୁ ଭାରତ ସରକାରଙ୍କ ଆକାଉଣ୍ଟ ଅଡିଟ୍ କରିବା ଏବଂ ସାଧାରଣ ଆର୍ଥିକ କ୍ଷେତ୍ରରେ ସ୍ୱଚ୍ଛତାକୁ ପ୍ରୋତ୍ସାହିତ କରିବା ଦାୟିତ୍ୱ ମିଳିଛି।

ଶିକ୍ଷାଗତ ନୀତି ପରିଚାଳନାରେ ତାଙ୍କର ପୃଷ୍ଠଭୂମି ଏବଂ ତାଙ୍କର ବ୍ୟାପକ ଅମଲାତାନ୍ତ୍ରିକ କ୍ୟାରିଅର୍ ସହିତ, ସିଏଜି ଭାବରେ ମୁର୍ତ୍ତୀଙ୍କ ନେତୃତ୍ୱ ଆର୍ଥିକ ଉତ୍ତରଦାୟିତ୍ୱ ସୁନିଶ୍ଚିତ କରିବା ଏବଂ ଜନସାଧାରଣଙ୍କ ପାଣ୍ଠି ସୁରକ୍ଷିତ କରିବାରେ ସିଏଜି କାର୍ଯ୍ୟାଳୟର ଭୂମିକାକୁ ବଢାଇବା ଉପରେ ନୂଆ ପଦକ୍ଷେପ ନେବେ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

VIDEO:ଷ୍ଟ୍ରେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri