କେନ୍ଦୁଝରରେ ପହଞ୍ଚିଲେ ରାଷ୍ଟ୍ରପତି

କେନ୍ଦୁଝର,୨୯।୨: (ନରେଶ ଚନ୍ଦ୍ର ପଟ୍ଟନାୟକ) ଆଜି ଦିନିକିଆ ଗସ୍ତରେ କେନ୍ଦୁଝର ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ରାଇସୁଆଁ ଏୟାର ଷ୍ଟ୍ରିପରେ ପହଞ୍ଚି ବାଂଶପାଳ ବ୍ଲକ ଅନ୍ତର୍ଗତ ଗୋନାଶିକାକୁ ରାସ୍ତା ପଥରେ ଯାଇଛନ୍ତି। ସେଠାରେ ଜୁଆଙ୍ଗ ଜନଜାତି ପ୍ରତିନିଧିଙ୍କ ସହିତ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି। କେନ୍ଦୁଝର ସର୍କିଟ ହାଉସରେ ମଧ୍ୟାହ୍ନ ଭୋଜନ ପରେ ଧରଣୀଧର ବିଶବିଦ୍ୟାଳୟରେ ଆଦିବାସୀ ସାହିତ୍ୟ, ସଂସ୍କୃତି, କଳା ଉପରେ ଅନୁଷ୍ଠିତ ହେବାକୁ ଥିବା ଜାତୀୟ ସେମିନାରକୁ ଉଦ୍‌ଘାଟନ କରିବେ।
ଏହି ଅବସରରେ କେନ୍ଦୁଝର ସହର ତଥା ଗୋନାଶିକା ଯିବା ରାସ୍ତାରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ବିଭିନ୍ନ ସ୍ଥାନରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାସଙ୍କ ଉପରେ ପୁଣି ଆସ୍ଥାପ୍ରକଟ କଲା କଂଗ୍ରେସ: କର୍ମୀଙ୍କ ମଧ୍ୟରେ ଖୁସିର ମାହୋଲ

ମୋରଡା,୧୫।୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲାର ଏକ ମାତ୍ର ଅଣସଂରକ୍ଷିତ ମୋରଡା ନିର୍ବାଚନମଣ୍ଡଳୀ ଆଗାମୀ ସାଧାରଣ ନିର୍ବାଚନକୁ ନେଇ ଚଳଚଞ୍ଚଳ ହୋଇଉଠିଛି l ପୂର୍ବରୁ ବିଜୁ ଜନତା...

ଭାଜପାରେ ସାମିଲ ହେଲେ ବରଗଡ଼ର ପୂର୍ବତନ ଏମ୍‌ପି ପ୍ରଭାସ ସିଂ

ଭୁବନେଶ୍ୱର,୧୫।୪: ଭାଜପାରେ ସାମିଲ ହେଲେ ବରଗଡ଼ର ପୂର୍ବତନ ଏମ୍‌ପି ପ୍ରଭାସ ସିଂ। ଦିଲ୍ଲୀ ଭାଜପା ମୁଖ୍ୟାଳୟରେ ସେ ଆନୁଷ୍ଠାନିକ ଭାବେ ଭାଜପାରେ ଯୋଗ ଦେଇଛନ୍ତି। ପୂର୍ବତନ...

ବିଜେଡିକୁ ଶକ୍ତ ଝଟ୍‌କା: ଦଳ ଛାଡିଲେ ରାଜ୍ୟ ସମ୍ପାଦକ

ଭୁବନେଶ୍ୱର,୧୫।୪: ଆଗାମୀ ନିର୍ବାଚନକୁ ରାଜନୀତି ସରଗରମ ହେବା ସହିତ ନେତାଙ୍କ ଦଳ ବଦଳ ଜାରି ରହିଛି। କିଏ ଦଳ ଛାଡୁଛି ତ କିଏ ନୂଆ ଦଳରେ...

ଭୁବନେଶ୍ୱର ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର,୧୫।୪: ଡହଡହ ଖରାରେ ସିଝୁଛି ରାଜଧାନୀ ଭୁବନେଶ୍ୱର। ଦିନ ସାଢ଼େ ୨ଟାରେ ୪୧.୨ ଡିଗ୍ରୀ ସହ ଭୁବନେଶ୍ୱର ସବୁଠୁ ଉତ୍ତପ୍ତ ପାଲଟିଛି। ଚାନ୍ଦବାଲି ୪୧.୧, ଝାରସୁଗୁଡ଼ା...

ଚଳିତ ବର୍ଷ ବଳକା ହେବ ମୌସୁମୀ ବର୍ଷା: ଭାରତୀୟ ପାଣିପାଗ ବିଭାଗ

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷ ସ୍ୱାଭାବିକ ଠାରୁ ଅଧିକ ବର୍ଷା ନେଇ ଆସୁଛି ଦକ୍ଷିଣ ପଶ୍ଚିମ ମୌସୁମୀ। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୋମବାର ସୂଚନା...

କଂଗ୍ରେସରୁ ଟିକେଟ୍‌ ପାଇବା ପରେ ଏମିତି କହିଲେ ଜାନକୀବଲ୍ଲଭ ପଟ୍ଟନାୟକଙ୍କ ପୁଅ

ଭୁବନେଶ୍ୱର,୧୫।୪: ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀବଲ୍ଲଭ ପଟ୍ଟନାୟକଙ୍କ ପୁଅ ପୃଥ୍ବୀବଲ୍ଲଭଙ୍କୁ କଂଗ୍ରେସ ପକ୍ଷରୁ ବେଗୁନିଆରୁ ବିଧାୟକ ପ୍ରାର୍ଥୀ ଘୋଷଣା କରାଯାଇଛି। ଟିକେଟ୍‌ ପାଇବା ପରେ ନିଜ ପ୍ରତିକ୍ରିୟା...

ଭାଜପାରେ ସାମିଲ ହେଲେ କାରଖାନା ଭାଉଜ

ଭୁବନେଶ୍ୱର,୧୫।୪: ରାଜଧାନୀ ଭୁବନେଶ୍ୱରରେ କାର୍‌ରେ ଖାଦ୍ୟ ବିକି ଚର୍ଚ୍ଚାକୁ ଆସିଥିବା ଦୁଇ ଯା’ ନେହା ଏବଂ ରଶ୍ମିତା ପାଣିଗ୍ରାହୀ ସୋମବାର ଭାଜପାରେ ଯୋଗ ଦେଇଛନ୍ତି। ଭାଜପାର...

ସ୍ବାମୀଙ୍କ ସହ ଭାଜପାରେ ଯୋଗଦେଲେ ଜ୍ୟୋତି ପାଣିଗ୍ରାହୀ

ଭୁବନେଶ୍ୱର,୧୫।୪:ନିକଟରେ ବିଜେଡି ଛାଡିଥିବା ପୂର୍ବତନ ମହିଳା କମିଶନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ ସୋମବାର ଭାଜପାରେ ଯୋଗ ଦେଇଛନ୍ତି। ତାଙ୍କ ସ୍ବାମୀ ସରୋଜ ପାଣିଗ୍ରାହୀ ମଧ୍ୟରେ ପଦ୍ମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri