ଆସନ୍ତା ୨୭ରୁ ବିଧାନସଭା ଶୀତ ଅଧିବେଶନ: ପ୍ରଥମ ଦିନରେ ସମ୍ବୋଧନ କରିବେ ରାଷ୍ଟ୍ରପତି

ଭୁବନେଶ୍ୱର,୧୦।୧୧: ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ଆସନ୍ତା ନଭେମ୍ବର ୨୭ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହି ଗୁରୁତ୍ୱପୂର୍ଣ୍ଣ ଅଧିବେଶନର ପ୍ରଥମ ଦିନରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୃହକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି।

ବିଧାନସଭାର ଏହି ଶୀତ ଅଧିବେଶନ ନଭେମ୍ବର ୨୭ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ମୋଟ୍ ୨୯ଟି କାର୍ଯ୍ୟ ଦିବସ ରହିବ।

ନଭେମ୍ବର ୨୮ ତାରିଖରେ ମୁଖ୍ୟମନ୍ତ୍ରୀ ତଥା ଅର୍ଥ ବିଭାଗର ମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ପ୍ରଥମ ଅତିରିକ୍ତ ଖର୍ଚ୍ଚ ବିବରଣୀ ଉପସ୍ଥାପନ କରିବେ। ଏହି ଅତିରିକ୍ତ ବ୍ୟୟ ସମ୍ବନ୍ଧୀୟ ‘ଆପ୍ରୋପ୍ରିଏସନ୍ ବିଲ୍’ ଡିସେମ୍ବର ୮ ତାରିଖରେ ପାରିତ ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

New Rules 1 February 2026: ବଜେଟ ପୂର୍ବରୁ ସିଗାରେଟଠାରୁ LPG ପର୍ଯ୍ୟନ୍ତ ବଢିଲା ଏସବୁର ଦର

ନୂଆଦିଲ୍ଲୀ,୧।୨: ପ୍ରତି ମାସରେ, ପ୍ରତ୍ୟେକ ମାସର ପ୍ରଥମ ତାରିଖରେ କିଛି ପରିବର୍ତ୍ତନ ଘଟେ, ଯାହା ସିଧାସଳଖ ସାଧାରଣ ଲୋକଙ୍କ ପକେଟ ଉପରେ ପ୍ରଭାବ ପକାଇଥାଏ। ରବିବାର ଅର୍ଥାତ…

Union Budget 2026-27: ପ୍ରଥମଥର ରବିବାର ବଜେଟ ଭାଷଣ, ସୀତାରାମନ୍‌ଙ୍କ ୯ମ ବଜେଟ

ନୂଆଦିଲ୍ଲୀ,୧।୨: ରବିବାର ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ କେନ୍ଦ୍ରୀୟ ବଜେଟ ଉପସ୍ଥାପିତ ହେବ। ଇତିହାସରେ ପ୍ରଥମ ଥର ପାଇଁ, ଅର୍ଥମନ୍ତ୍ରୀଙ୍କ ବଜେଟ ଭାଷଣ ରବିବାର ପ୍ରଦାନ…

ଜଙ୍ଗଲରେ ଲୁଚିଥିଲେ ସିପୁ: ଏନକାଉଣ୍ଟର କଲା ପୋଲିସ

ଭୁବନେଶ୍ୱର,୧।୨: କେନ୍ଦୁଝର ବଡ଼ବିଲରେ ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଡକାୟତ ସିପୁ କୁମାରଙ୍କୁ ଏନକାଉଣ୍ଟର କଲା ବଡ଼ବିଲ ପୋଲିସ। ଓଡ଼ିଶା-ଝାଡ଼ଖଣ୍ଡ ସିମା ଟାଙ୍କୁରା ଜଙ୍ଗଳରେ ଏନକାଉଣ୍ଟର କରାଯାଇଥିବା ସୂଚନା ମିଳିଛି।…

Budget 2026: ରବିବାର ଛୁଟି ବାତିଲ! ବଜେଟ ସହିତ ଖୋଲିବ ଶେୟାର ବଜାର

ନୂଆଦିଲ୍ଲୀ,୧।୨: ରବିବାର ଦେଶର ସାଧାରଣ ବଜେଟ ଉପସ୍ଥାପନ ହେବାକୁ ଯାଉଛି। ଏହା ରବିବାର। ସାଧାରଣତଃ, ଶନିବାର ଏବଂ ରବିବାର ଷ୍ଟକ ବଜାର ବନ୍ଦ ରହିଥାଏ, କିନ୍ତୁ ଏହି…

Union Budget 2026: ଆଜି କେନ୍ଦ୍ର ବଜେଟ

ନୂଆଦିଲ୍ଲୀ,୧।୨(ପି.ଟି.): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ପାର୍ଲାମେଣ୍ଟରେ ୨୦୨୬-୨୭ ଆର୍ଥତ୍କ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବାକୁ ଯାଉଛନ୍ତି। ଏହା ତାଙ୍କର କ୍ରମାଗତ ୯ମ ବଜେଟ…

ଇଶାନଙ୍କ ବିସ୍ଫୋରକ ଶତକ: ୪-୧ରେ ଭାରତର ସିରିଜ ବିଜୟ

ଥିରୁଭାନନ୍ତପୁରମ,୩୧ା୧- ଇଶାନ କିଶନଙ୍କ ବିସ୍ଫୋରକ ଶତକ ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ସହ ଦ୍ରୁତ ୧୩୭ ରନର ଭାଗୀଦାରି ଏବଂ ଅର୍ଶଦୀପଙ୍କ ୫ ଉଇକେଟ ସଫଳତାକୁ ପାଥେୟ…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri