ଜୟଶଙ୍କରଙ୍କୁ ଏକ ବିଶେଷ ଉପହାର ଦେଲେ ଗୁଆନା ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୩।୪: ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଏବେ ଦକ୍ଷିଣ ଆମେରିକୀୟ ଦେଶ ଗସ୍ତରେ ଅଛନ୍ତି। ଶନିବାର ଗୁଆନାରେ ତାଙ୍କର ସମକକ୍ଷ ହୟୁ ଡଟଙ୍କ ସହ ୫ମ ଭାରତ-ଗୁଆନା ମିଳିତ କମିଟି ବୈଠକରେ ସହଯୋଗ କରିଥିଲେ। ଏହି ସମୟରେ ସେ ରାଷ୍ଟ୍ରପତି ଇରଫାନ ଅଲି ଓ ଉପରାଷ୍ଟ୍ରପତି ଭରତ ଜଗଦେବଙ୍କ ସହ ସାକ୍ଷାତ୍‌ କରିଛନ୍ତି। ଏହି ବୈଠକରେ କୃଷି, ପ୍ରତିରକ୍ଷା ସହଯୋଗ ଏବଂ ଭିତ୍ତିଭୂମି ବିକାଶ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା।
ରାଷ୍ଟ୍ରପତି ଅଲି ଏହି ସାକ୍ଷାତକାର ସମୟରେ ଜୟଶଙ୍କରଙ୍କୁ ଏକ ବିଶେଷ ଉପହାର ଦେଇଛନ୍ତି। ଉପହାର ସ୍ବରୁପ ସେ ଏକ କ୍ରିକେଟ ବ୍ୟାଟ ଓ ତାଙ୍କ ନାମ ଲେଖାଥିବା ଏକ ଜର୍ସି ଉପହାର ଦେଇଛନ୍ତି। ଏହାର ଏକ ଫଟୋ ଜୟଶଙ୍କର ଟୁଇଟରରେ ଶେୟାର କରିଛନ୍ତି। ଏହି ସମୟରେ କ୍ରିକେଟକୁ ନେଇବି ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri