Posted inଜାତୀୟ

ଶ୍ରୀରାମ ଜନ୍ମଭୂମି ତୀର୍ଥ ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ

ଅଯୋଧ୍ୟା,୩ ।୧୦: ଶ୍ରୀରାମ ଜନ୍ମଭୂମି ତୀର୍ଥ ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ୱାସ୍ଥ୍ୟବସ୍ଥା ରବିବାର ସକାଳେ ହଠାତ୍ ବିଗିଡି ଯାଇଛି । ଜିଲା ହସ୍ପିଟାଲର ଡାକ୍ତରି ଟିମ୍ ତାଙ୍କର ମେଡିକାଲ ଚେକଅପ୍ କରିଛନ୍ତି । ସୋମବାର ସକାଳେ ଲକ୍ଷ୍ନୌର ମେଦାନ୍ତ ହସ୍ପିଟାଲର ଏକ ଡାକ୍ତରଙ୍କ ଟିମ୍ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ମେଡିକାଲ ଚେକଅପ୍ କରିବେ ବୋଲି ଜଣାପଡିଛି । ତେବେ ଆବଶ୍ୟକ ପଡିଲେ ଡାକ୍ତରଙ୍କ ପରାମର୍ଶ କ୍ରମେ ତାଙ୍କୁ ମେଦାନ୍ତ ହସ୍ପିଟାଲ ସ୍ଥାନାନ୍ତର କରାଯାଇପାରେ । ତାଙ୍କର ଅତ୍ୟଧିକ କାଶ ଓ ପରିସ୍ରା ଯୋଗୁ ସେ ଅସୁସ୍ଥ ହୋଇପଡିଥିବା କୁହାଯାଉଛି । ତାଙ୍କର ଅକ୍ସିଜେନ୍ ଲେବଲ୍ ବି କମ୍ ବେଶି ହେଉଥିବା କୁହାଯାଉଛି । ମେଦାନ୍ତ ହସ୍ପିଟାଲର ଡାକ୍ତର ରାକେଶ କାପୁର ତାଙ୍କ ଟିମ୍ ସହ ଅଯୋଧ୍ୟା ପହଞ୍ଚିବେ ବୋଲି କୁହାଯାଉଛି । ସେଠାରେ ଜିଲା ହସ୍ପିଟାଲରେ ଥିବା ମହନ୍ତ ନୃତ୍ୟ ଗୋପାଳଙ୍କର ସେ ସ୍ୱାସ୍ଥ୍ୟ ପରୀକ୍ଷା କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଚିନି ଦାମ ବୃଦ୍ଧି ପାଇଁ ଇଥାନଲ ଦାୟୀ ନୁହେଁ; ତେବେ, କିଏ କଲା ମୂଲ୍ୟ ବୃଦ୍ଧି? ନାମ ପ୍ରକାଶ କଲେ ସରକାର

ନୂଆଦିଲ୍ଲୀ,୨୨।୮: ସାରା ଦେଶରେ ଚିନି ମୂଲ୍ୟରେ ଦ୍ରୁତ ବୃଦ୍ଧି ମଧ୍ୟରେ, ସରକାର ଶୁକ୍ରବାର ଏହି ଦାବିକୁ ଖାରଜ କରି ଦେଇଛନ୍ତି ଯେ ଇଥାନଲ ପାଇଁ ଚିନିର ମୂଲ୍ୟ…

୨୨ ଅଗଷ୍ଟରୁ ସକ୍ରିୟ ହେବ ବୁଧ-କେତୁଙ୍କ ‘ଜଡତ୍ୱ ଯୋଗ’: ଏହି ୪ ରାଶି ଉପରେ ପଡ଼ିବ ନକାରାତ୍ମକ ପ୍ରଭାବ!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ବା ‘ଗୋଚର’କୁ ବେଶ ଗୁରୁତ୍ୱ ଦିଆଯାଏ। ଗ୍ରହମାନଙ୍କ ସ୍ଥିତିରେ ପରିବର୍ତ୍ତନ ହେଲେ ଏହାର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ ବୋଲି…

ଦେବୋତ୍ତର ଜମିରେ ହେବ ଧାନବିକ୍ରି ପଞ୍ଜୀକରଣ: ସେବାୟତଙ୍କ ଧାରଣା ପରେ ଦାବି ମାନିଲେ

ବରଗଡ଼,୨୨।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୧୦ଦିନ ବାକି ରହିଛି। ତେବେ…

ସ୍ତ୍ରୀ ଫେରିଆସିବ ବୋଲି ନରବଳି ଦେଇଥିଲେ ଶତ୍ରୁଘ୍ନ: ସନ୍ତୋଷଙ୍କ ଗଣ୍ଡିମୁଣ୍ଡ ଅଲଗା କରିବା ପରେ ଘଟିଲା…

ବଲାଙ୍ଗୀର,୨୨ା୮(ବୀରେନ୍ଦ୍ର କୁମାର ଝାଙ୍କର):ଘର ଛାଡି ଚାଲିଯାଇଥିବା ସ୍ତ୍ରୀ ଘରକୁ ଫେରିଆସିବ ବୋଲି ଅଭିଯୁକ୍ତ ଦେଇଛନ୍ତି ନରବଳି। ଏକଥା ବିଶ୍ୱାସ ହେଉ ନ ଥିଲେ ମଧ୍ୟ ପୋଲିସ ସମ୍ମୁଖରେ…

ଶୌଚାଳୟ ନାହିଁ, ନାଳ ପାଣି ପିଉଛନ୍ତି ଛାତ୍ରୀଛାତ୍ର: ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ବିଦ୍ୟାଳୟ

ନୂଆପଡ଼ା,୨୨ା୮(ମକାରୁ ବେମାଲ):ସରକାର ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ବିଦ୍ୟାଳୟ ପରିସରରେ ସମସ୍ତ ବ୍ୟବସ୍ଥା କରୁଛନ୍ତି। ହେଲେ ନୂଆପଡ଼ା ଜିଲା ବୋଡେନ ବ୍ଲକର ଉପାନ୍ତ ଅଞ୍ଚଳରେ ଏହାର ବ୍ୟତିକ୍ରମ ଦେଖା…

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ସିଜେପି ମୁଖପାତ୍ର

ନୂଆଦିଲ୍ଲୀ, ୨୨।୮: ନିଜର ବାସଭୂମି ଠିକଣା ଏବଂ ବ୍ୟକ୍ତିଗତ ଗୋପନୀୟତାକୁ ଜନସାଧାରଣଙ୍କ ସାମ୍ନାରେ ପ୍ରକାଶ କରାଯିବା ପ୍ରସଙ୍ଗରେ ଡାହାଣପନ୍ଥୀ ମନ୍ତବ୍ୟକାରୀ ଅଭିଜିତ ଆୟର ମିତ୍ର ଏବଂ ଅନେକ…

ସ୍ବାସ୍ଥ୍ୟ ସମସ୍ୟା ଥିଲେ ଗର୍ଭପାତ ଆଶଙ୍କା ୨୦% ଅଧିକ

ନୂଆଦିଲ୍ଲୀ, ୨୨।୮: ଏକାଧିକ ଦୀର୍ଘକାଳୀନ ଶାରୀରିକ ବା ମାନସିକ ସ୍ବାସ୍ଥ୍ୟ ସମସ୍ୟା ନେଇ ଗର୍ଭଧାରଣ ଆରମ୍ଭ କରିବା ଦ୍ୱାରା ଗର୍ଭପାତ ହୋବର ଆଶଙ୍କା ୨୦ପ୍ରତିଶତ ଏବଂ ପ୍ରବଳ…

କଡ଼ା ଜବାବ ଦେବୁ: ଇରାନ

ତେହେରାନ, ୨୨।୮: ଇରାନର ନେତୃତ୍ୱକୁ କ୍ଷତବିକ୍ଷତ କରିବା ପାଇଁ ଆମେରିକା ଇତିହାସର ସବୁଠାରୁ କଠୋର ଆର୍ଥିକ କଟକଣା ଲଗାଇବାକୁ ଘୋଷଣା କରିବା ପରେ, ଇରାନ ଏହାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri