ମୋଦିଙ୍କୁ ପ୍ରଶଂସା କଲେ ଶ୍ରୀଲଙ୍କା ରାଷ୍ଟ୍ରପତି

କଲମ୍ବୋ,୩ା୮: ଶ୍ରୀଲଙ୍କାର ନବନିର୍ବାଚିତ ରାଷ୍ଟ୍ରପତି ରାନିଲ ଓ୍ବିକ୍ରମସିଂଘେ ବୁଧବାର ଭାରତକୁ ଧନ୍ୟବାଦ ଦେଇଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ଏକ ସଙ୍କଟଗ୍ରସ୍ତ ଦ୍ୱୀପ ଅର୍ଥାତ ଶ୍ରୀଲଙ୍କାକୁ ଜୀବନ ନିଃଶ୍ୱାସ ପ୍ରଦାନ କରିଛି। ସଂସଦର ତୃତୀୟ ଅଧିବେଶନରେ ସରକାରଙ୍କ ନୀତିଗତ ବିବୃତ୍ତି ଉପସ୍ଥାପନ କରିବାବେଳେ ଓ୍ବିକ୍ରମସିଂଘେ ଏହି ମନ୍ତବ୍ୟ ଦେଇଛନ୍ତି। ଯେଉଁଥିରେ ସେ ଏକ ଦଳୀୟ ସରକାର ଗଠନ ପାଇଁ ରାଜନୈତିକ ଦଳଗୁଡ଼ିକୁ ଆମନ୍ତ୍ରଣ କରିଥିଲେ।

ଓ୍ବିକ୍ରମସିଂଘେ କହିଛନ୍ତି, ଅର୍ଥନୈତିକ ପୁନରୁଦ୍ଧାର ପାଇଁ ଆମର ପ୍ରୟାସରେ ଆମ ନିକଟତମ ପଡ଼ୋଶୀ ଦେଶ ଭାରତ ଦେଇଥିବା ସହାୟତା ବିଷୟରେ ମୁଁ ଏକ ବିଶେଷ ଉଲ୍ଲେଖ କରିବାକୁ ଚାହୁଁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ସରକାର ଆମକୁ ଜୀବନର ନିଃଶ୍ୱାସ ଦେଇଛନ୍ତି। ମୁଁ ଏବଂ ମୋ ଲୋକମାନଙ୍କ ପକ୍ଷରୁ ଭାରତର ପ୍ରଧାନମନ୍ତ୍ରୀ ମୋଦି, ସରକାର ଏବଂ ଭାରତବାସୀଙ୍କୁ କୃତଜ୍ଞତା ଜଣାଉଛୁ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ଉଜାଡ଼ିଲା ଚାଷୀଙ୍କ ସ୍ବପ୍ନ: ଜମି ବାଲିଚର, ଧାନଫସଲ ପଚି ନଷ୍ଟ

ଭବାନୀପାଟଣା,୨୯ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ଓ କଲମପୁର ବ୍ଲକର ହାତୀ ନଦୀକୁଳିଆ ଚାଷୀଙ୍କ ସ୍ବପ୍ନ ବନ୍ୟା ଉଜାଡ଼ିଦେଇଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳର ଚାଷୀମାନେ ଚିନ୍ତାରେ…

ସ୍କୁଲ ଛାତରୁ ପାଣି ଗଳୁଛି, ରାସ୍ତା ନାହିଁ: ଖବରଦାତାଙ୍କୁ ବାହାରକରି ଗେଟ୍‌ରେ ତାଲା ପକାଇଦେଲେ ପ୍ରଧାନ ଶିକ୍ଷୟିତ୍ରୀ

ଆନନ୍ଦପୁର,୨୯ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶାଳବଣି ପଞ୍ଚାୟତ ବାଲିପଶିସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥାରେ ଚାଲିଛି। ପରିବେଶ ସଫା କରାଯାଉ ନ ଥିବା…

ମୃତଦେହ ରଖିବାକୁ ସ୍ଥାନାଭାବ

କାଠମାଣ୍ଡୁ,୨୯ା୮: ନେପାଳ ବନ୍ୟାରେ ୫୪୭ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ସହ ଅନେକ ନିଖୋଜ ଥିବାବେଳେ ଭୋଟେକୋଶୀ ଏବଂ ତ୍ରିଶୂଳୀ ନଦୀ ପ୍ରଣାଳୀରୁ ବାହାର କରାଯାଇଥିବା ମୃତଦେହଗୁଡ଼ିକୁ ରଖିବା…

ମାଲିକ ଆଖି ମିଟିକାଇଲେ ଅନୁକରଣ କରନ୍ତି କୁକୁର: ସାମ୍ନାକୁ ଆସିଲା ଚମକପ୍ରଦ ଘଟଣା

ସିଡ୍‌ନୀ/ଲଣ୍ଡନ,୨୯ା୮: କୁକୁର ଏବଂ ମଣିଷଙ୍କ ସମ୍ପର୍କକୁ ନେଇ ଏକ ଚମକପ୍ରଦ ଗବେଷଣା ସାମ୍ନାକୁ ଆସିଛି। ମାଲିକ ଆଖିପତା ପକାଇବା ବା ଆଖି ମିଟିକାଇବା (ବ୍ଲିକିଂ) ଦେଖିଲେ କୁକୁରମାନେ…

ଗ୍ରାହକଙ୍କ ଉପରେ ମହଙ୍ଗା ମାଡ଼: ଆଜି ପୁଣି ବଢ଼ିଲା CNG ଦାମ୍‌, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୯।୮: ଇରାନ ଓ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ଏବେ ସାଧାରଣ ଲୋକଙ୍କ ଉପରେ ପଡ଼ୁଛି। ଦେଶରେ ଲଗାତାର ବଢ଼ୁଥିବା ଦର ମଧ୍ୟରେ IGL ପୁଣିଥରେ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୫୭୯, ଏବେବି ୩୨୦ ଭାରତୀୟ ନିଖୋଜ

କାଠମାଣ୍ଡୁ,୨୯ା୮: କେନ୍ଦ୍ରୀୟ ନେପାଳରେ ବୁଧବାର ଗ୍ଲେସିୟର ଧସି ହଠାତ୍‌ ଭୀଷଣ ବନ୍ୟା ମାଡ଼ିଆସିବାରୁ ରାସୁଓ୍ବା ଓ ଅନ୍ୟ ଅଞ୍ଚଳଗୁଡ଼ିକରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ୫୭୯ ଜଣଙ୍କ ମୃତଦେହ…

ମହାକାଶରେ ଫେଣା ତିଆରିକଲେ ୩,୩୦୧ ମହୁମାଛି

ୱାଶିଂଟନ, ୨୯ା୮: ବିଜ୍ଞାନ ଜଗତରେ ଅନେକ ଅଦ୍ଭୁତ ପରୀକ୍ଷଣ କରାଯାଇଛି, କିନ୍ତୁ ମହାକାଶକୁ ମହୁମାଛି ପଠାଇବା ସବୁଠାରୁ ନିଆରା ଥିଲା। ଆମେରିକାର ଜାତୀୟ ମହାକାଶ ସଂସ୍ଥା ‘ନାସା’…

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri