ମୋଦିଙ୍କୁ ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି

କଲମ୍ବୋ,୨୩।୯: ଶ୍ରୀଲଙ୍କାରେ ରାଷ୍ଟ୍ରପତି ନିର୍ବାଚନରେ ଜିତିଥିବା ଅନୁରା କୁମାରା ଦିସାନାୟକେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ ଭାରତ ସହ କାମ କରିବାକୁ ନିଜର ପ୍ରତିବଦ୍ଧତାକୁ ଦୋହରାଇଛନ୍ତି। ଦସାନାୟକେ କହିଛନ୍ତି ଯେ ଆମେ ଆଞ୍ଚଳିକ ସହଯୋଗ ବୃଦ୍ଧି ଉପରେ କାର୍ଯ୍ୟ କରିବୁ।
ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁରାଙ୍କୁ ନିର୍ବାଚନରେ ଜିତିବା ପାଇଁ ଅଭିନନ୍ଦନ ଜଣାଇଛନ୍ତି। ରାଷ୍ଟ୍ରପତି ନିର୍ବାଚନରେ ତାଙ୍କ ବିଜୟ ପାଇଁ ତାଙ୍କୁ ଅଭିନନ୍ଦନ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ଭାରତର ପଡୋଶୀ ପ୍ରଥମ ନୀତି ଏବଂ ଦୂରଦୃଷ୍ଟି SAGAR ରେ ଶ୍ରୀଲଙ୍କାର ଏକ ବିଶେଷ ସ୍ଥାନ ଅଛି । ଆମ ଲୋକ ତଥା ସମଗ୍ର ଅଞ୍ଚଳର ହିତ ପାଇଁ ଆମର ବହୁମୁଖୀ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ମୁଁ ଆପଣଙ୍କ ସହ ଘନିଷ୍ଠ ଭାବରେ କାର୍ଯ୍ୟ କରିବାକୁ ଅପେକ୍ଷା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଯାଇ ଭାରତକୁ କାହିଁକି ପ୍ରଶଂସା କଲେ ଜାକିର ନାୟକ

ଇସଲାମାବାଦ,୮।୧୦: ଭାରତ ବିରୋଧରେ ବିଷ ଓଗାଳୁ ଥିବା ଜାକିର ନାୟକ ବର୍ତ୍ତମାନ ପାକିସ୍ତାନ ଗସ୍ତରେ ଅଛନ୍ତି। ସେ ୨୮ଅକ୍ଟୋବର ପର୍ଯ୍ୟନ୍ତ ପାକିସ୍ତାନରେ ରହିବାକୁ ଯାଉଛନ୍ତି। ତେବେ...

୩ ଦଶନ୍ଧିରେ ନଦୀଗୁଡ଼ିକ ପାଇଁ ୨୦୨୩ ସବୁଠୁ ଶୁଷ୍କ ବର୍ଷ

ଜେନେଭା, ୮।୧୦: ନିକଟରେ ବିଶ୍ୱବ୍ୟାପୀ ଦେଖାଦେଇଥିବା ଜଳ ସଙ୍କଟର ଏକ ଚିନ୍ତାଜନକ ବିଷୟକୁ ବିଶ୍ୱ ପାଣିପାଗ ସଙ୍ଗଠନ(ଡବ୍ଲ୍ୟୁଏମ୍‌ଓ) ପକ୍ଷରୁ ସୋମବାର ଜାରି ହୋଇଥିବା ‘ଷ୍ଟେଟ ଅଫ୍‌ ଗ୍ଲୋବାଲ...

ବର୍ଷକରେ ଧ୍ୱଂସସ୍ତୂପ ପାଲଟିଛି ଗାଜା

ତେଲ୍‌ ଆଭିଭ୍‌/ଗାଜା ଷ୍ଟ୍ରିପ୍‌,୮ା୧୦: ଇସ୍ରାଏଲ୍‌-ହମାସ୍‌ ଯୁଦ୍ଧକୁ ସୋମବାର ବର୍ଷେ ପୂରିଛି। ଇସ୍ରାଏଲ୍‌ର ଆକ୍ରମଣରେ ଗାଜା ବର୍ଷକ ମଧ୍ୟରେ ଏକପ୍ରକାର ଧ୍ୱଂସସ୍ତୂପରେ ପରିଣତ ହୋଇଥିବା ସାଟେଲାଇଟ୍‌ ଫଟୋରୁ ଦେଖିବାକୁ...

ଇସ୍ରାଏଲ ଉପରେ ୧୩୫ ଘାତକ ମିସାଇଲ ମାଡ କଲା ହେଜବୁଲ୍ଲା

ନୂଆଦିଲ୍ଲୀ,୭।୧୦: ସୋମବାର ଇସ୍ରାଏଲ ଉପରେ ଘାତକ ଆକ୍ରମଣ କରିଛି ହେଜବୁଲ୍ଲା। ଗତ ଏକ ସପ୍ତାହ ମଧ୍ୟରେ ଇସ୍ରାଏଲ ଉପରେ ଦ୍ୱିତୀୟ ବୃହତ୍ତ ଆକ୍ରମଣ। ଏଥର ଲେବାନାନର...

ଚିକିତ୍ସାରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିବ ପୁରସ୍କାର

ଷ୍ଟକଲାଣ୍ଡ,୭।୧୦: ୨୦୨୪ ବର୍ଷ ପାଇଁ ନୋବେଲ ପୁରସ୍କାର ଘୋଷଣା ସୋମବାର ଠାରୁ ଆରମ୍ଭ ହୋଇଛି। ଏହା ଅଧୀନରେ ଆଜି ଫିଜିଓଲୋଜି କିମ୍ବା ମେଡିସିନ କ୍ଷେତ୍ର ପାଇଁ...

ଇସ୍ରାଏଲ ଉପରେ ରକେଟ ମାଡ କଲା ହେଜବୋଲ୍ଲା

ଇସ୍ରାଏଲ,୭।୧୦: ହେଜବୋଲ୍ଲା ଇସ୍ରାଏଲର ତୃତୀୟ ବୃହତ୍ତମ ସହର ହାଇଫା ଉପରେ ରକେଟ ଆକ୍ରମଣ କରିଛି। ଏଥିରେ ୧୦ ଜଣ ଆହତ ହୋଇଥିବା ସୂଚନା ମିଳିଛି। ହେଜବୋଲ୍ଲାଙ୍କ...

ରାଗିଯାଇ ପାକିସ୍ତାନକୁ ଏମିତି ପରାମର୍ଶ ଦେଲା ଚାଇନା

କରାଚି,୭।୧୦: ରବିବାର ପାକିସ୍ତାନର କରାଚି ବିମାନବନ୍ଦର ବାହାରେ ଏକ ବଡ଼ ବିସ୍ଫୋରଣ ଘଟିଥିଲା ଯେଉଁଥିରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅତିକମରେ ୮ଜଣ ଆହତ...

ଇସ୍ରାଏଲ୍‌ରେ ୟୁଏସ୍‌ କେନ୍ଦ୍ରୀୟ କମାଣ୍ଡ ମୁଖ୍ୟ

ଜେରୁଜେଲମ୍‌,୭ା୧୦: ଇରାନର ରକେଟ ଆକ୍ରମଣର ଠିକଣା ଜବାବ ଦେବା ଲାଗି ଇସ୍ରାଏଲୀ ଡିଫେନ୍ସ ଫୋର୍ସ (ଆଇଡିଏଫ୍‌) ଜୋର୍‌ଦାର ପ୍ରସ୍ତୁତି ଚଳାଇଥିବାବେଳେ ଆମେରିକାର କେନ୍ଦ୍ରୀୟ କମାଣ୍ଡ (ସେଣ୍ଟକମ୍‌) ମୁଖ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri