ଫ୍ରାନ୍ସ ରାଷ୍ଟ୍ରପତିଙ୍କୁ ଭେଟିଲେ ଜେଲେନସ୍କି, ଯୁଦ୍ଧବିମାନ ଯୋଗାଇବାକୁ କଲେ ଅନୁରୋଧ

ୟୁକ୍ରେନ,୯।୨: ରୁଷିଆ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧରେ ୟୁକ୍ରେନକୁ ବହୁ କ୍ଷତି ସହିବାକୁ ପଡିଛି। ଇତିମଧ୍ୟରେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଆମେରିକା, ବ୍ରିଟେନ ଗସ୍ତ କରିଥିବା ବେଳେ ବୁଧବାର ପ୍ୟାରିସରେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ଏବଂ ଜର୍ମନ ଚାନସେଲରଙ୍କୁ ଭେଟିଥିବା ଜଣାପଡିଛି। ଏହି ଅବସରରେ ଜେଲେନସ୍କି ରୁଷିଆକୁ କଡ଼ା ଜବାବ ଦେବା ପାଇଁ ଯୁଦ୍ଧବିମାନ ସହ ଅସ୍ତ୍ରଶସ୍ତ୍ର ଯୋଗାଇଦେବାକୁ ସେ ମାକ୍ରୋନଙ୍କୁ ଅନୁରୋଧ କରିଛନ୍ତି। ଫ୍ରାନ୍ସ ରାଷ୍ଟ୍ରପତି ମାକ୍ରେନ କହିଛନ୍ତି ଶାନ୍ତି ଏବଂ ଲୋକଙ୍କ ଅଧିକାର ପାଇବା ପାଇଁ ଫ୍ରାନ୍ସ ୟୁକ୍ରେନ ସହିତ ରହିଛି। ୟୁକ୍ରେନକୁ ସାହାଯ୍ୟ କରିବା ପାଇଁ ଉଦ୍ୟମ ଜାରି ରହିବ।

 


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ବିଶ୍ୱକପ ଖେଳିବେ ନା ନାହିଁ ରୋହିତ-ବିରାଟ? ଶେଷରେ ବଡ଼ ବୟାନ ଦେଲା BCCI, ପ୍ରଶଂସକ ଶୁଣିଲେ…

ନୂଆଦିଲ୍ଲୀ,୧୩।୧୦: ରୋହିତ ଶର୍ମା ଏବଂ ବିରାଟ କୋହଲି ଭାରତୀୟ ଦିନିକିଆ ଦଳର ଗୁରୁତ୍ୱପୂର୍ଣ୍ଣ ଖେଳାଳି। କିଛି ମାସ ପୂର୍ବରୁ ଉଭୟ ୨୦୨୭ ଦିନିକିଆ ବିଶ୍ୱକପ ଖେଳିବେ କି…

୪୦ ଦିନରେ କମିଗଲା ୧୫ କେଜି ଓଜନ: ଦୁଃଖ ବଖାଣିଲେ ‘ଦୃଶ୍ୟମ ୩’ ଅଭିନେତ୍ରୀ

ମୁମ୍ବାଇ: ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ଦୃଶ୍ୟମ ୩’ରେ ନଜର ଆସିଥିବା ଅଭିନେତ୍ରୀ ଇଶିତା ଦତ୍ତା ନିଜର ଦ୍ୱିତୀୟ ଗର୍ଭଧାରଣ ସମୟର କଷ୍ଟଦାୟକ ଅନୁଭୂତି…

ଜଗୁଆଳିଙ୍କ ମୃତଦେହ ଜବତ ଘଟଣା, ଥାନାରେ ଅଭିଯୁକ୍ତଙ୍କ ଆତ୍ମସମର୍ପଣ

ଟେନସା,୧୩।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ ସର୍ଗିଗଡ଼ ଗ୍ରାମ ନିକଟରେ ସୋମବାର ରାତିରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ଜଗୁଆଳିଙ୍କୁ ମାରି ଫିଙ୍ଗି…

କ୍ରିକେଟ ଜଗତରେ ଶୋକର ଛାୟା, ମାତ୍ର ୩୬ ବର୍ଷ ବୟସରେ ଚୀର ନିଦ୍ରାରେ ଶୋଇଗଲେ ଏହି ଆନ୍ତର୍ଜାତୀୟ ଅମ୍ପାୟାର

ନୂଆଦିଲ୍ଲୀ,୧୩।୧୦: ଜିମ୍ବାୱେ ମହିଳା କ୍ରିକେଟ ଦଳର ପୂର୍ବତନ ଦ୍ରୁତ ବୋଲର୍‌ ତଥା ଅମ୍ପାୟାର୍‌ ସାରା ଡାମ୍ବାନେଭାନାଙ୍କ ୩୬ ବର୍ଷ ବୟସରେ ପରଲୋକ ଘଟିଛି। ଦୀର୍ଘ ମାସ ଧରି…

ମୋ ଭାଇ ଡାକୁଛି, ମୁଁ ପଳେଇବି…୬ ମାସ ଭିତରେ ଡକାଡକି ହୋଇ ଚାଲିଗଲେ ୩ ଭାଇ, ଜାଣନ୍ତୁ ଚାଞ୍ଚଲ୍ୟକର ଘଟଣା

କାନପୁର,୧୩।୧୦: ଉତ୍ତରପ୍ରଦେଶର କାନପୁର ଜିଲାର ୱାଜିଦପୁର ଅଞ୍ଚଳରେ ଗୋଟିଏ ପରିବାରର ତିନି ଜଣ ଭାଇଙ୍କ ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମାତ୍ର ୬ ମାସ ମଧ୍ୟରେ…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?