Posted inଜାତୀୟ

ରାମ ନବମୀର ଶୁଭକାମନା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୩୦।୩ : ଗୁରୁବାର ସାରା ଦେଶରେ ରାମ ନବମୀ ପାଳନ କରାଯାଉଛି। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି।

ରାଷ୍ଟ୍ରପତି ଟୁଇଟ କରି କହିଛନ୍ତି ରାମ ନବମୀ ଅବସରରେ ସମସ୍ତ ଦେଶବାସୀଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା। ବଳିଦାନ ଏବଂ ସେବାର ଅମୂଲ୍ୟ ବାର୍ତ୍ତା ପୁରୁଷୋତ୍ତମ ଶ୍ରୀ ରାମଙ୍କ ଚରିତ୍ରରୁ ପ୍ରାପ୍ତ ହୋଇଛି। ମୋର ଶ୍ରେଷ୍ଠ ଇଚ୍ଛା ଯେ ସମସ୍ତ ଦେଶବାସୀ ଭଗବାନ ରାମଙ୍କ ଉଚ୍ଚ ଆଦର୍ଶକୁ ଗ୍ରହଣ କରନ୍ତୁ ଏବଂ ଏକ ଗୌରବମୟ ଭାରତ ଗଠନ ପାଇଁ ନିଜକୁ ଉତ୍ସର୍ଗ କରନ୍ତୁ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇ କହିଛନ୍ତି ଯେ ପ୍ରଭୁ ରାମଙ୍କ ଜୀବନ ପ୍ରତ୍ୟେକ ଯୁଗରେ ମାନବିକତା ପାଇଁ ପ୍ରେରଣା ଉତ୍ସ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ: ପର୍ଦ୍ଦାଫାଶ କଲା ପୋଲିସ

ବଲାଙ୍ଗୀର, ୨୩।୯ (ବୀରେନ୍ଦ୍ର କୁମାର ଝାଙ୍କର): ଅଭିନବ ଉପାୟରେ ରାଜ୍ୟ ବାହାରକୁ ଚାଲାଣ ହେଉଥିଲା ଗଞ୍ଜେଇ। ଆଚାର କଣ୍ଟେନରରେ ଗଞ୍ଜେଇ ଭର୍ତ୍ତି କରାଯାଇ ଟ୍ରେନ ଯୋଗେ ରାଜ୍ୟ…

ରାସ୍ତାରେ ଯିବାବେଳେ ହଠାତ୍‌ ଦୋକାନ ଭିତରକୁ ପଶିଗଲା କାର୍‌, ୨ ଭାଇ ଗୁରୁତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଲୋଏର ବସ୍‌ଷ୍ଟାଣ୍ଡ ନିକଟରେ ବୁଧବାର ଏକ କାର୍‌ ଭରସାମ୍ୟ ହରାଇ ସିରିଜ୍‌ ଦୁର୍ଘଟଣା ଘଟାଇବା ସହ…

ନୂଆ ପ୍ରଦେଶ ପ୍ରଭାରୀ ଘୋଷଣା କଲା ଭାଜପା: ସ୍ମୃତି, ବୈଜୟନ୍ତଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜାଣନ୍ତୁ ଓଡ଼ିଶା ଦାୟିତ୍ୱରେ କିଏ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଜନତା ପାର୍ଟି (ଭାଜପା) ସଂଗଠନରେ ବଡ଼ ଧରଣର ପରିବର୍ତ୍ତନ କରି ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ନୂଆ ପ୍ରଦେଶ ପ୍ରଭାରୀ ଓ…

ସ୍ବତନ୍ତ୍ର ତକିଆ କିଣିଲେ ବୁମ୍‌ରା: ସବୁ ଗୁମର ଖୋଲିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୩।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଜସପ୍ରୀତ ବୁମରା ଟିମ ଇଣ୍ଡିଆ ସହ ଜାପାନରେ ଅଛନ୍ତି। ସେଠାରେ ସେ ନିଜ ପାଇଁ ବାଛିଥିବା ତକିଆ ଯୋଗୁ ସେ…

ରେଳଧାରଣାରେ ଯିବାବେଳେ ୪ ଜଣଙ୍କୁ ଚାପିଦେଲା ରାଜାରାଣୀ ଏକ୍ସପ୍ରେସ

ଗଜପତି,୨୩।୯(ଗିରିଧାରୀ ପରିଛା): ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଧକ୍କାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଟେକେଲି ଗ୍ରାମ ନିକଟସ୍ଥ…

ସମୁଦ୍ର ଅଶାନ୍ତ: ପାରାଦୀପ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି

ପାରାଦୀପ,୨୩।୯(ଶରତ ରାଉତ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାର ସମୁଦ୍ର ଅତ୍ୟନ୍ତ ଅଶାନ୍ତ ହୋଇପଡ଼ିଛି। ସମୁଦ୍ରରେ ଉଚ୍ଚ ଢେଉ ସହ ବିପଦଜନକ ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସମୁଦ୍ର…

ଗୋରୁ ଗୁହାଳରୁ ୧୫ ଫୁଟର ବଉଳା କୁମ୍ଭୀର ଉଦ୍ଧାର: ଖେଳିଗଲା ଆତଙ୍କ,ଦେଖନ୍ତୁ VIDEO

ମହାକାଳପଡ଼ା,୨୩।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ନଦୀ-ନାଳରେ ଏବେ ମାଳ ମାଳ କୁମ୍ଭୀର ଭାସୁଥିବା ଦେଖିବାକୁ ମିଳୁଛି। ନଦୀରେ ପ୍ରାକୃତିକ ଖାଦ୍ୟ ମାଛ ଓ…

ରାଜନୀତିରେ ବଡ଼ ହଲଚଲ: ହଠାତ୍‌ ଇସ୍ତଫା ଦେଲେ କଂଗ୍ରେସ ବିଧାୟକ

ବେଙ୍ଗାଲୁରୁ,୨୩।୯: କଂଗ୍ରେସ ବିଧାୟକ ୟଶବନ୍ତରାୟଗୌଡା ପାଟିଲ ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। ‘ଇଣ୍ଡି ତାଲୁକ’କୁ ମରୁଡ଼ିଗ୍ରସ୍ତ ଘୋଷଣା ନକରାଯିବାର ପ୍ରତିବାଦରେ ସେ ଏହି ପଦକ୍ଷେପ ନେଇଥିବା ଜଣାପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?