ଜନ୍ମାଷ୍ଟମୀର ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୩୦।୮: ପବିତ୍ର ଜନ୍ମାଷ୍ଟମୀର ଶୁଭ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସୋମବାର ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଜନ୍ମାଷ୍ଟମୀର ଶୁଭ ଅବସରରେ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ କାମନା ଜଣାଉଛି। ଏହି ଉତ୍ସବ ଭଗବାନ ଶ୍ରୀକୃଷ୍ଣଙ୍କ ଜୀବନ ଚରିତ୍ର ବିଷୟରେ ଜାଣିବା ଏବଂ ତାଙ୍କ ବାର୍ତ୍ତା ପାଇଁ ନିଜକୁ ଉତ୍ସର୍ଗ କରିବାର ଏକ ସୁଯୋଗ ପ୍ରଦାନ କରିଥାଏ। ଏହି ପର୍ବ ସମସ୍ତଙ୍କ ଜୀବନରେ ସୁଖ, ସୁସ୍ବାସ୍ଥ୍ୟ ଏବଂ ସମୃଦ୍ଧତା ଆଣୁ ବୋଲି ରାଷ୍ଟ୍ରପତି କହିଛନ୍ତି। ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ୍‌ କରି ଲେଖିଛନ୍ତି, ଜନ୍ମାଷ୍ଟମୀ ଶୁଭ ଅବସରରେ ସମସ୍ତ ଦେଶବାସୀଙ୍କୁ ଅନେକ ଅନେକ ଶୁଭେଚ୍ଛା। ଏହା ସହିତ ପ୍ରଧାନମନ୍ତ୍ରୀ ଜୟ ଶ୍ରୀକୃଷ୍ଣ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରିଆ ଜଣେ ବିଷକନ୍ୟା: ସ୍ବାମୀ

ନୂଆଦିଲ୍ଲୀ, ୩୧।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲା ନେଇ ସିବିଆଇ ତଦନ୍ତ ଜାରି ରହିଛି। ଏପରିସ୍ଥଳେ ଭାଜପା ନେତା ସୁବ୍ରମଣ୍ୟମ୍‌ ସ୍ବାମୀ...

ଜେଲ୍‌ରୁ ଫୋନ୍‌ କରିବା ଘଟଣାରେ ଫସିଲେ ଲାଲୁ: ତାଙ୍କ ନାଁରେ ପାଟନାରେ ଏତଲା

ପାଟନା,୨୬।୧୧: ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବଙ୍କ ଅଡ଼ୁଆ ଏବେ ବଢ଼ିବାରେ ଲାଗିଛି। ଜେଲ୍‌ରୁ ଭାଜପା ବିଧାୟକ ଲଲନ ପାସୱାନଙ୍କୁ ଫୋନ...

କଂଗ୍ରେସ ଜାରି ରଖିଛି ବିଭାଜନ ରାଜନୀତି: ପ୍ରଧାନମନ୍ତ୍ରୀ…

ବେଙ୍ଗାଲୁରୁ,୩।୫ : କର୍ନାଟକର ମୁଦବିଦରିରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ କଂଗ୍ରେସକୁ କଡ଼ା ସମାଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ...

ମନୀଷଙ୍କ ପୁସ୍ତକ ବମ୍‌

ନୂଆଦିଲ୍ଲୀ,୨୩।୧୧: ୨୦୦୮ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ପରେ ପାକିସ୍ତାନ ଉପରେ କାର୍ଯ୍ୟାନୁଷ୍ଠାନ ନ କରିବାରୁ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମନୀଷ...

ବିଦା ହେବେ କୋଶିୟାରୀ: କଲରାଜ ହେବେ ମହାରାଷ୍ଟ୍ର ରାଜ୍ୟପାଳ

ନୂଆଦିଲ୍ଲୀ,୨୭ା୧୧: ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂ କୋଶିୟାରୀଙ୍କୁ ବିଦା କରାଯିବ। ତାଙ୍କ ସ୍ଥାନରେ ରାଜସ୍ଥାନ ରାଜ୍ୟପାଳଙ୍କୁ ଦାୟିତ୍ୱ ଦିଆଯିବ ବୋଲି ଜଣାପଡ଼ିଛି। ମହାରାଷ୍ଟ୍ରରେ କ୍ଷମତାଯୁଦ୍ଧ ପରିପ୍ରେକ୍ଷୀରେ...

‘ମୋତେ ବିଶ୍ୱାସ କରିଥିବାରୁ ହୃଦୟରୁ ଧନ୍ୟବାଦ’

ଚଣ୍ଡିଗଡ,୬।୨: ପଞ୍ଜାବ ବିଧାନସଭା ପୂର୍ବରୁ ରାଜ୍ୟରେ କଂଗ୍ରେସ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ରବିବାର ଘୋଷଣା କରିଛି। ପଞ୍ଜାବର ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଚରଣଜିତ୍‌ ସିଂ ଚନ୍ନି ରାଜ୍ୟରେ କଂଗ୍ରେସର...

ଦୁର୍ନୀତିଗ୍ରସ୍ତ, ଅପାରଗ ସରକାରୀ କର୍ମଚାରୀଙ୍କୁ ସାବାଡ୍‌ କରିବେ ମୋଦି ସରକାର

ନୂଆଦିଲ୍ଲୀ,୩୦।୮: ଦୁର୍ନୀତିଗ୍ରସ୍ତ ତଥା ଅପାରଗ ସରକାରୀ କର୍ମଚାରୀଙ୍କୁ ସାବାଡ୍‌ କରିବାକୁ ମୋଦି ସରକାର ବର୍ତ୍ତମାନ ପ୍ରସ୍ତୁତ ହେଉଛନ୍ତି। ଏହି ପରିପ୍ରେକ୍ଷୀରେ ଏଭଳି ସରକାରୀ କର୍ମଚାରୀଙ୍କୁ ଚିହ୍ନଟ...

ଜାମିନ ନ ଦେବାରୁ ମହିଳା ଜଜ୍‌ଙ୍କୁ ଧମକ

ଥିରୁଭାନନ୍ଥପୁରମ୍‌: ଜଣେ ମାଜିଷ୍ଟ୍ରେଟ୍‌ ଏକ ମାମଲାରେ ଅଭିଯୁକ୍ତଙ୍କୁ ଜାମିନ ଦେବାକୁ ମନା କରିବାରୁ ଓକିଲ ତାଙ୍କୁ ମାଡ଼ ମାରିବାର ଧମକ ଦେଇଥିବା ଅଭିଯୋଗ ହୋଇଛି। ଏହି...

Advertisement
Archives

Model This Week