Posted inଜାତୀୟ

ରକ୍ଷାବନ୍ଧନର ଶୁଭକାମନା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, ୧୧।୮ : ରକ୍ଷାବନ୍ଧନ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି। ରାଷ୍ଟ୍ରପତି ତାଙ୍କ ଅଭିନନ୍ଦନ ବାର୍ତ୍ତାରେ ଲେଖିଛନ୍ତି ଭାଇ ଓ ଭଉଣୀଙ୍କ ମଧ୍ୟରେ ଅବିସ୍ମରଣୀୟ ବନ୍ଧନ, ସ୍ନେହ ଏବଂ ବିଶ୍ୱାସର ପ୍ରତୀକ ରକ୍ଷାବନ୍ଧନର ଆନନ୍ଦ ଉତ୍ସବରେ ମୁଁ ସମସ୍ତ ଦେଶବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି।

ମୁଁ ଚାହେଁ ଯେ ଏହି ପର୍ବ ଆମ ସମାଜରେ ସୌହାର୍ଦ୍ଦ୍ୟ ବୃଦ୍ଧି କରୁ। ଏହି ପର୍ବ ସମାଜରେ ମହିଳାମାନଙ୍କ ପ୍ରତି ସମ୍ମାନ ବୃଦ୍ଧି କରାଉ ବୋଲି ରାଷ୍ଟ୍ରପତି କହିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ରକ୍ଷାବନ୍ଧନ ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ବାର୍ତ୍ତା ଦେଇଛନ୍ତି। ଏହି ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇ ପ୍ରଧାନମନ୍ତ୍ରୀ ସୋସିଆଲ ମିଡିଆରେ ଲେଖିଛନ୍ତି, ରକ୍ଷାବନ୍ଧନରେ ଆପଣ ସମସ୍ତଙ୍କୁ ଅନେକ ଅନେକ ଅନେକ ଅଭିନନ୍ଦନ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ/ଦୂର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri