Posted inଜାତୀୟ

ରକ୍ଷାବନ୍ଧନର ଶୁଭକାମନା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, ୧୧।୮ : ରକ୍ଷାବନ୍ଧନ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି। ରାଷ୍ଟ୍ରପତି ତାଙ୍କ ଅଭିନନ୍ଦନ ବାର୍ତ୍ତାରେ ଲେଖିଛନ୍ତି ଭାଇ ଓ ଭଉଣୀଙ୍କ ମଧ୍ୟରେ ଅବିସ୍ମରଣୀୟ ବନ୍ଧନ, ସ୍ନେହ ଏବଂ ବିଶ୍ୱାସର ପ୍ରତୀକ ରକ୍ଷାବନ୍ଧନର ଆନନ୍ଦ ଉତ୍ସବରେ ମୁଁ ସମସ୍ତ ଦେଶବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି।

ମୁଁ ଚାହେଁ ଯେ ଏହି ପର୍ବ ଆମ ସମାଜରେ ସୌହାର୍ଦ୍ଦ୍ୟ ବୃଦ୍ଧି କରୁ। ଏହି ପର୍ବ ସମାଜରେ ମହିଳାମାନଙ୍କ ପ୍ରତି ସମ୍ମାନ ବୃଦ୍ଧି କରାଉ ବୋଲି ରାଷ୍ଟ୍ରପତି କହିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ରକ୍ଷାବନ୍ଧନ ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ବାର୍ତ୍ତା ଦେଇଛନ୍ତି। ଏହି ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇ ପ୍ରଧାନମନ୍ତ୍ରୀ ସୋସିଆଲ ମିଡିଆରେ ଲେଖିଛନ୍ତି, ରକ୍ଷାବନ୍ଧନରେ ଆପଣ ସମସ୍ତଙ୍କୁ ଅନେକ ଅନେକ ଅନେକ ଅଭିନନ୍ଦନ।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ଧାର୍ମିକ ଦୁର୍ନୀତି

ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମ ଜନ୍ମଭୂମି ବାବ୍ରୀ ମସ୍‌ଜିଦ୍‌ ବିବାଦରେ ସମାଧାନ ଘଟିବା ପରେ ସେହି ସ୍ଥାନରେ ଶ୍ରୀରାମ ମନ୍ଦିର ସ୍ଥାପନ ହୋଇ ୨୨ ଜାନୁଆରୀ ୨୦୨୪ରେ ରାମଲାଲାଙ୍କ…

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri