Posted inଖେଳ

ଟିମ୍‌ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ଟୋକିଓ/ନୂଆଦିଲ୍ଲୀ,୫।୮: ଦୀର୍ଘ ୪୧ ବର୍ଷ ପରେ ଭାରତୀୟ ହକିିଦଳ ପୁଣି ଥରେ ଅଲିମ୍ପିକ୍‌ରେ ଦେଶ ପାଇଁ ଗୌରବ ଆଣିଛି। ଭାରତ ଜର୍ମାନୀକୁ ୫-୪ ଗୋଲରେ ହରାଇ ବ୍ରୋଞ୍ଜ ପଦକ ହାସଲ କରିଛି। ଏହି ଐତିହାସିକ ବିଜୟ ପାଇଁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟିମ୍‌ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଛନ୍ତି। ଭାରତୀୟ ହକିଦଳ ଶ୍ରେଷ୍ଠ ପ୍ରଦର୍ଶନ କରିବା ସହିତ ପୁଣି ଇତିହାସ ରଚିଥିବା ରାଷ୍ଟ୍ରପତି ଟୁଇଟ୍‌ କରି କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି କହିଛନ୍ତି ଯେ, ଟିମ୍‌ ଇଣ୍ଡିଆ ଅଲିମ୍ପିକ୍‌ରେ ଦେଶର ମଥାକୁ ଉଚ୍ଚା କରିଛି। ଦେଶବାସୀଙ୍କ ସ୍ବପ୍ନ ତଥା ଆଶା ଓ ବିଶ୍ୱାସକୁ ଭାରତୀୟ ହକି ଦଳ ପୂରଣ କରିବାକୁ ସକ୍ଷମ ହୋଇଛି ବୋଲି ପ୍ରଧାନନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri