Posted inଜାତୀୟ

ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧ା୧୦: ଆଜି ଦେଶ ପାଳୁଛି ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ। ଏହି ଅବସରରେ ଗୁଜରାଟର ଷ୍ଟାଚ୍ୟୁ ଅଫ ୟୁନିଟ୍‌ରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସର୍ଦ୍ଦାର ପଟେଲଙ୍କ ସ୍ମୃତିଚାରଣ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ମୁଁ ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ତାଙ୍କ ଜନ୍ମବାର୍ଷିକୀରେ ମୋର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି, ଯିଏ ସ୍ବାଧୀନତା ପରେ ୫୬୨ଟି ଗଡ଼ଜାତ ରାଜ୍ୟର ଏକୀକରଣରେ ସେ ଐତିହାସିକ ଭୂମିକା ଗ୍ରହଣ କରିଥିଲେ ଏବଂ ସ୍ବାଧୀନ ଭାରତର ଏକତାର ମୂଳଦୁଆ ସ୍ଥାପନ କରିଥିଲେ।

ସେହିପରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ଲୌହମାନବଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାର ଶିକ୍ଷା ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ

କଟକ,୨୧ା୧: ଦୁଇ ଆଇଏଏସ’ଙ୍କୁ ଗିରଫ ୱାରେଣ୍ଟ ପରେ ବୁଧବାର ଜଣେ ଜିଲା ଶିକ୍ଷାଧିକାରୀଙ୍କୁ ୱାରେଣ୍ଟ ଜାରି କରିଛନ୍ତି ଓଡିଶା ହାଇକୋର୍ଟ। ଅଦାଲତ ଅବମାନନା ମାମଲାରେ ଢେଙ୍କାନାଳ...

ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ...

ତେଲେଙ୍ଗାନାରେ ପୁଣି କୁକୁରଙ୍କୁ ହତ୍ୟା, ୫୦୦ ପରେ ଏବେ ୧୦୦ଜଣଙ୍କୁ ବିଷ ଦେଇ ମାରିଦେଲେ

ହାଇଦ୍ରାବାଦ,୨୧ା୧: ପୁଣିଥରେ ତେଲେଙ୍ଗାନାରେ ବହୁ ସଂଖ୍ୟକ ବୁଲା କୁକୁରଙ୍କୁ ହତ୍ୟା କରାଯାଇଛି । ହାଇଦ୍ରାବାଦରୁ ମାତ୍ର ୫୦ କିଲୋମିଟର ଦୂର ରଙ୍ଗାରେଡ୍ଡି ଜିଲ୍ଲାରେ ୧୦୦ କୁକୁରଙ୍କୁ...

ପ୍ରେମ ବିବାହ ପରେ ପରପୁରୁଷ ସହ ସ୍ତ୍ରୀକୁ ଦେଖିଲେ ସ୍ୱାମୀ, ଗଳା ଟିପି କଲେ ହତ୍ୟା

ନୂଆଦିଲ୍ଲୀ,୨୧ା୧: ଉତ୍ତରପ୍ରଦେଶର କାନପୁର ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ଚାରି ମାସ ପରେ ଜଣେ ଯୁବକ ନିଜ ସ୍ତ୍ରୀକୁ ଅନ୍ୟ...

ଜୋମାଟୋ ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌ CEO ପଦ ଛାଡିଲେ ଦୀପିନ୍ଦର ଗୋୟଲ

ନୂଆଦିଲ୍ଲୀ,୨୧।୧: ଜୋମାଟୋର ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌’ର ନେତୃତ୍ୱରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କମ୍ପାନୀର ପ୍ରତିଷ୍ଠାତା ଦୀପିନ୍ଦର ଗୋୟଲ ସିଇଓ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ...

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri