Posted inଜାତୀୟ

ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୨।୭: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଉପଲକ୍ଷେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତିି। ରାଷ୍ଟ୍ରପତି ଏହି ଅବସରରେ ଟୁଇଟ୍‌ କରି ଲୋକଙ୍କ ସୁଖ ସମୃଦ୍ଧି ଏବଂ ସୁସ୍ବାସ୍ଥ୍ୟ କାମନା କରିଛନ୍ତି। ସେହିପରି ପ୍ରଧାନମନ୍ତ୍ରୀ ଟୁଇଟ୍‌ କରି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହିତ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଜନଜୀବନ ସୁରକ୍ଷା ପ୍ରାର୍ଥନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଟ ଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଚାମୁଚେ…

ବ୍ୟସ୍ତ ବହୁଳ ଜୀବନରେ ଏବେ କେତେକଙ୍କଠାରେ ଉଚ୍ଚ ରକ୍ତଚାପ ଦେଖାଯାଉଛି। ତେବେ ଏହାକୁ ସହଜରେ ଦୂରେଇ ହେବ। ଆୟୁର୍ବେଦରେ ଉଲ୍ଲେଖ ରହିଛି ପ୍ରତିଦିନ ସକାଳେ ଚାମୁଚେ...

ୟୁପିରେ ଭାଜପା ହାତେଇବ ମୁସଲମାନ ଭୋଟ, ମିଶନ ୨୦୨୪ ପାଇଁ ପ୍ଲାନ୍‌-୮ ପ୍ରସ୍ତୁତ…

ଲକ୍ଷ୍ନୌ, ୭।୭ : ହାଇଦ୍ରାବାଦରେ ଭାଜପାର ଜାତୀୟ କାର୍ଯ୍ୟକାରିଣୀ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦଳର ରାଜନୈତିକ ରଣନୀତିରେ ଏକ ବଡ଼ ପରିବର୍ତ୍ତନ ସମ୍ପର୍କରେ ସଙ୍କେତ...

ବିମାନ ଯାତ୍ରାରେ ମାସ୍କ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୮ା୬: ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶକ (ଡିଜିସିଏ) କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବିମାନବନ୍ଦରଗୁଡିକ ପାଇଁ ନୂତନ ନିୟମ ଲାଗୁ କରିଛନ୍ତି। ଦିଲ୍ଲୀ ହାଇକୋର୍ଟଙ୍କ ନିର୍ଦ୍ଦେଶ...

ଟଙ୍କା ଦ୍ୱାରା ବି କରୋନା ସଂକ୍ରମଣ ଆଶଙ୍କା: ଡିଜିଟାଲ କାରବାର ପରାମର୍ଶ ଦେଲା ଆରବିଆଇ

ନୂଆଦିଲ୍ଲୀ,୧୮।୩: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ପକ୍ଷରୁ ଡିଜିଟାଲ କାରବାର କରିବା ପାଇଁ ପରାମର୍ଶ ଦିଆଯାଇଛି। ଟଙ୍କା ଏବଂ କଏନ୍‌ ଦ୍ୱାରା...

ଲଭ୍‌ ଜିହାଦ ମାମଲାରେ ଯୁବତୀଙ୍କୁ ଧୋକା ଦେବାର ପ୍ରମାଣ ଜରୁରୀ ବୋଲି କହିଲେ ହାଇକୋର୍ଟ…

ଅହମଦାବାଦ୍‌,୧୯।୮: ଲଭ୍‌ ଜିହାଦ ଉପରେ ଗୁଜରାଟ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ରାଜ୍ୟର ଲଭ ଜିହାଦ ଆକ୍ଟର କିଛି ଧାରା ଉପରେ କୋର୍ଟ ରୋକ...

ଶରଦ ପାଓ୍ବାର ରାଷ୍ଟ୍ରପତି ହେଲେ ଦେଶରେ ବୃଦ୍ଧି ପାଇବ ଆତଙ୍କବାଦ: ଭାଜପା ଏମ୍‌ପି

ନୂଆଦିଲ୍ଲୀ,୧୬।୬: ରାଷ୍ଟ୍ରପତି ନିର୍ବାଚନକୁ ନେଇ ଦେଶର ରାଜନୀତି ସରଗରମ ରହିଛି। ଭାଜପା ପ୍ରାର୍ଥୀ ଦେବାକୁ ଏକ ପ୍ରକାର ପ୍ରସ୍ତୁତ ଥିବାବେଳେ ବିରୋଧୀ ମିଳିତ ଭାବେ ପ୍ରାର୍ଥୀ...

କବରସ୍ତାନରୁ ଉଦ୍ଧାର ହେଲା ଚୋରି ହୋଇଥିବା ୨୨ ଜୈନ ମୂର୍ତ୍ତି

ଭୋପାଳ,୨୪।୬: ମଧ୍ୟପ୍ରଦେଶ ଭିଣ୍ଡ ଜିଲାର ଶାନ୍ତିନାଥ ଦିଗମ୍ବର ଜୈନ ମନ୍ଦିରରୁ ଚୋରି ରବିବାର ହୋଇଥିବା ମୂର୍ତ୍ତି ସୋମବାର ସକାଳେ ସ୍ଥାନୀୟ କବରସ୍ତାନରୁ ଉଦ୍ଧାର ହୋଇଛି। ମନ୍ଦିରରେ...

ବୁଷ୍ଟର ପାଇଁ ଅଧିକ ଗବେଷଣା ହେଉ

ନୂଆଦିଲ୍ଲୀ, ୫।୧୨(ପି.ଟି.): କରୋନାର ଓମିକ୍ରନ୍‌ ଭାରିଆଣ୍ଟକୁ ନେଇ ଚିନ୍ତା ବଢ଼ୁଥିବାବେଳେ କୋଭିଡ୍‌ ଟିକାଗୁଡ଼ିକ କେତେ ଫଳପ୍ରଦ, ତାହାର ଆକଳନ କରିବା ପାଇଁ ସଂସଦୀୟ କମିଟି କେନ୍ଦ୍ର...

Advertisement
Archives

Model This Week