Posted inଜାତୀୟ

ଦେଶବାସୀଙ୍କୁ ଜନ୍ମାଷ୍ଟମୀର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୭।୯ : ଜନ୍ମାଷ୍ଟମୀ ପର୍ବ ସାରା ଦେଶରେ ବଡ଼ ଉତ୍ସବରେ ପାଳନ କରାଯାଉଛି। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ଜନମାଷ୍ଟମୀର ଅଭିନନ୍ଦନ ଜଣାଇଛନ୍ତି। ରାଷ୍ଟ୍ରପତି ଟୁଇଟରରେ ଲେଖିଛନ୍ତି, “ମୁଁ ଜନ୍ମାଷ୍ଟମୀର ପବିତ୍ର ପର୍ବ ଅବସରରେ ସମସ୍ତ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଉଛି। ଜନ୍ମାଷ୍ଟମୀ ପର୍ବ ଆମକୁ ଭଗବାନ ଶ୍ରୀକୃଷ୍ଣଙ୍କ ଶିକ୍ଷାକୁ ବୁଝିବା, କାର୍ଯ୍ୟକାରୀ କରିବା ଏବଂ ନିସ୍ବାର୍ଥପର କାର୍ଯ୍ୟ କରିବା ପାଇଁ ପ୍ରେରଣା ଯୋଗାଇଥାଏ। ଭଗବାନ ଶ୍ରୀକୃଷ୍ଣ ସମଗ୍ର ମାନବିକତାକୁ ଆଶୀର୍ବାଦ ଦେଇଛନ୍ତି। ଧର୍ମର ପଥ ଅନୁସରଣ କରିବାକୁ ବାର୍ତ୍ତା ଦେଇଛନ୍ତି। ଆସ, ଏହି ଶୁଭ ଅବସରରେ ଆସନ୍ତୁ ଜନ କଲ୍ୟାଣର ଉତ୍ସାହ ସହିତ ଆଗକୁ ବଢ଼ିବା ଏବଂ ଆମ ସମାଜ ତଥା ରାଷ୍ଟ୍ରକୁ ସମୃଦ୍ଧ କରିବା ।

ଏହା ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜନ୍ମାଷ୍ଟମୀ ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇବା ସହ ଏହି ସମ୍ମାନ ଓ ଭକ୍ତି ପର୍ବ ସମସ୍ତଙ୍କ ଜୀବନରେ ନୂତନ ଶକ୍ତି ଏବଂ ନୂତନ ଉତ୍ସାହ ସୃଷ୍ଟି କରିବ ବୋଲି କାମନା କରିଛନ୍ତି। ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତାରେ ଆସୋସିଏଶନ ଅଫ ସାଉଥ ଇଷ୍ଟର୍ନ ନେସନ୍ସ ’ଏସିଆନ-ଇଣ୍ଡିଆ ସମ୍ମିଳନୀ’ ଏବଂ ଅଷ୍ଟାଦଶ ପୂର୍ବ ଏସିଆ ସମ୍ମିଳନୀରେ ଭାଗ ନେବାକୁ ଯାଇଥିବା ମୋଦି ସୋସିଆଲ ନେଟୱାର୍କିଂ ସାଇଟ ଏକ୍ସରେ ଏକ ପୋଷ୍ଟରେ କହିଛନ୍ତି ଜନମାଷ୍ଟମୀ ଅବସରରେ ଅନେକ ଅନେକ ଅଭିନନ୍ଦନ। ମୁଁ ଚାହେଁ ସମ୍ମାନ ଏବଂ ଭକ୍ତିର ଏହି ପବିତ୍ର ଉତ୍ସବ ମୋ ପରିବାରର ସମସ୍ତ ସଦସ୍ୟଙ୍କ ଜୀବନରେ ନୂତନ ଶକ୍ତି ଏବଂ ନୂତନ ଉତ୍ସାହ ସୃଷ୍ଟି କରୁ। ପ୍ରଭୁ ଶ୍ରୀକୃଷ୍ଣ ସମସ୍ତଙ୍କୁ ଦୀର୍ଘଜୀବୀ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ

ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri