Posted inଜାତୀୟ

ବାଇପାସ୍‌ ସର୍ଜରୀ ପରେ ଏମ୍ସରୁ ଫେରିଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ, ୧୨।୪: ହୃତ୍‌ପିଣ୍ଡରେ ବାଇପାସ୍‌ ସର୍ଜରୀ ପରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସୋମବାର ଏମ୍ସରୁ ଫେରିଛନ୍ତି। ରାଷ୍ଟ୍ରପତି ଭବନରେ ପହଞ୍ଚତ୍ବା ପରେ କୋବିନ୍ଦ ତାଙ୍କର ଆଶୁ ଆରୋଗ୍ୟ କାମନା କରିଥିବା ସମସ୍ତଙ୍କୁ ଧନ୍ୟବାଦ ଜଣାଇନ୍ତି। ଏଥିସହିତ ଏମ୍ସ ଏବଂ ଆର୍ମି ହସ୍ପିଟାଲର ଡାକ୍ତର ଓ ନର୍ସ ତାଙ୍କର ଯେଉଁଭଳି ଭାବେ ଯତ୍ନ ନେଇଥିଲେ ସେନେଇ ଭୂୟସୀ ପ୍ରଶଂସା କରିଛନ୍ତି ରାଷ୍ଟ୍ରପତି। ମାର୍ଚ୍ଚ ୩୦ରେ ନୂଆଦିଲ୍ଲୀର ଏମ୍ସରେ ରାଷ୍ଟ୍ରପତିଙ୍କ କାର୍ଡିଆକ୍‌ ବାଇପାସ୍‌ ସର୍ଜରୀ କରାଯାଇଥିଲା। ଏପ୍ରିଲ ୩ରେ ତାଙ୍କୁ ଆଇସିୟୁରୁ ସ୍ବତନ୍ତ୍ର ପ୍ରକୋଷ୍ଠକୁ ସ୍ଥାନାନ୍ତର କରାଯାଇଥିଲା। ଡାକ୍ତରମାନେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ନିୟମିତ ନଜର ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଦୁଇଥର ଗଜକେଶରୀ ଯୋଗ: ଏହି ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଲଟେରୀ, ଚାରିଆଡୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷ ଅନୁସାରେ ଗଜକେଶରୀ ଯୋଗକୁ ଏକ ଶୁଭ ଯୋଗ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଜନ୍ମକୁଣ୍ଡଳୀରେ ଏହି ଯୋଗ ସୃଷ୍ଟି ହେଲେ କ୍ୟାରିୟର,…

ଏଲିଟ ଫିଲ୍ଡିଂ କ୍ଲବରେ ସାମିଲ ହେଲେ ତିଲକ

ଇନ୍ଦୋର,୧୨।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଳକ ବର୍ମା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ତିଳକ…

୧୩ରେ ଲଘୁଚାପ: ପାଣିପାଗ ବିଭାଗର କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

କ୍ରିକେଟ ମଇଦାନରେ କମାଲ କଲେ ଦ୍ରାବିଡ଼ଙ୍କ ପୁଅ: ବିସ୍ଫୋରକ ଇନିଂସ ଖେଳି ସମସ୍ତଙ୍କୁ କରିଦେଲେ ଚକିତ

ନୂଆଦିଲ୍ଲୀ, ୧୨।୧୦: ପୂର୍ବତନ ଭାରତୀୟ ଅଧିନାୟକ ତଥା ମୁଖ୍ୟ କୋଚ ରାହୁଲ ଦ୍ରାବିଡ଼ଙ୍କ ପୁଅ ଅନୱୟ ଦ୍ରାବିଡ଼ ନିଜର ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଏବେ ଚର୍ଚ୍ଚାରେ। ଭିନୁ…

ସରକାରୀ କର୍ମଚାରୀଙ୍କ ଦରମା-ପେନସନ ଉପରେ ବଡ଼ ଖବର: ଏହି ରାଜ୍ୟ ଗଠନ କଲା ଅଷ୍ଟମ ବେତନ ଆୟୋଗ

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ର ସରକାର ୨୦୨୫ ନଭେମ୍ବରରେ ଅଷ୍ଟମ ବେତନ ଆୟୋଗ ଗଠନକୁ ମଞ୍ଜୁରି ଦେଇଥିଲେ। ଏହା ପରେ ଏକ କମିଟି ଗଠନ କରାଯାଇଛି। ଏହି କମିଟି…

ବୈଭବ ସୂର୍ଯ୍ୟବଂଶୀ ନୁହେଁ, ଏହି ଭାରତୀୟ ଷ୍ଟାରଙ୍କୁ ୱାଲର୍‌ଡ ସୁପରପାୱାର ଓପନର କହିଲେ ଦିନେଶ କାର୍ତ୍ତିକ

ଇନ୍ଦୋର,୧୨।୧୦: ଭାରତୀୟ ଦଳର ଷ୍ଟାର ଓପନର ଅଭିଷେକ ଶର୍ମାଙ୍କ ଜବରଦସ୍ତ ବ୍ୟାଟିଂକୁ ନେଇ ପ୍ରଶଂସାରେ ଶତମୁଖ ହୋଇଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଦିନେଶ କାର୍ତ୍ତିକ। ବିଭିନ୍ନ ପରିସ୍ଥିତି…

ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା

ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?