Posted inଜାତୀୟ

ଗୁଜରାଟ ଗସ୍ତରେ ରାଷ୍ଟ୍ରପତି

ଗାନ୍ଧିନଗର,୨୯।୧୦: ରାଷ୍ଟ୍ରପତି ରାମନାଥ କୋବିନ୍ଦ ୩ ଦିନିଆ ଗୁଜରାଟ ଗସ୍ତରେ ଅଛନ୍ତି। ଶୁକ୍ରବାର ଗୁଜରାଟର ଭବନଗର ଜିଲାରେ ଅର୍ଥନୈତିକ ଦୁର୍ବଳ ଶ୍ରେଣୀ ଇଡବ୍ଲ୍ୟୁଏସ୍‌ ପାଇଁ ଆବାସ ଯୋଜନାର ଉଦଘାଟନ କରିବେ। ଏନେଇ ରାଷ୍ଟ୍ରୀୟ ଭବନ ତରଫରୁ ସୂଚନା ପ୍ରଦାନ କରାଯାଇଛି । ଏହା ପରେ ମୁରାରୀ ବାପୁଙ୍କୁ ଭେଟିବାକୁ ଭାବନଗର ଜିଲା ମହୁବା ନିକଟରେ ଅବସ୍ଥିତ ଚିତ୍ରକୂଟଧାମ ଆଶ୍ରମ ପରିଦର୍ଶନ କରିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ।

ଗତ ବୁଧବାର ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ତରଫରୁ ଜାରି ଏକ ବିଜ୍ଞପ୍ତିରେ କୁହାଯାଇଥିଲା ଯେ ଅକ୍ଟୋବର ୨୮, ୨୯, ୩୦ ରାଷ୍ଟ୍ରପତି ଗୁଜରାଟ ଗସ୍ତରେ ରହିବେ । ଗସ୍ତର ଦ୍ବିତୀୟ ଦିନରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଉଦଘାଟନ କରିବେ ।

 


Enter your email to get our daily news in your inbox.

All Right Reserved By Dharitri.Com

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri