ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି

ଭୁବନେଶ୍ୱର,୨୬ା୧୧:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ରବିବାର ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ସେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ସୋମବାର ରାଷ୍ଟ୍ରପତି ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେବାକୁ ଥିବାବେଳେ ଭର୍ଚୁଆଲି ସେ ଏକ ମଲ୍ଟି-ମଡେଲ୍‌ ଲଜିଷ୍ଟିକ୍ସ ପାର୍କ ଉଦ୍‌ଘାଟନ କରିବେ। ଏଥିସହିତ ରାଷ୍ଟ୍ରପତି ପାରାଦୀପ ସହର ପାଇଁ ଏକ ନୂଆ ରିଜର୍ଭୟର ଏବଂ ଜଳ ବିଶୋଧନ ପ୍ଲାଣ୍ଟର ଶିଳାନ୍ୟାସ କରିବେ। ପରବର୍ତ୍ତୀ ପିଢ଼ିର ଜାହାଜ ଟ୍ରାଫିକ୍‌ ପରିଚାଳନା ଏବଂ ସୂଚନା ସିଷ୍ଟମକୁ ମଧ୍ୟ ରାଷ୍ଟ୍ରପତି ଶିଳାନ୍ୟାସ କରିବେ ବୋଲି ରାଷ୍ଟ୍ରପତି ଭବନ ସୂତ୍ରରୁ କୁହାଯାଇଛି। ଏହି ଗସ୍ତ ଅବସରରେ ରାଷ୍ଟ୍ରପତି ମୁର୍ମୁ ପାରାଦୀପର ମତ୍ସ୍ୟଜୀବୀମାନଙ୍କ ସହ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ପୋଲିସ ରବିବାର ଉକ୍ତ ଥାନା ଅନ୍ତର୍ଗତ ଧଉରାଖମଣ ଗ୍ରାମର କେଶବ ହେମ୍ରମ (୩୦)…

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri