ରାଜଭବନରେ ରାଷ୍ଟ୍ରପତି, ବିଧାନସଭା ଶୀତ ଅଧିବେଶନକୁ କରିବେ ସମ୍ବୋଧିତ

ଭୁବନେଶ୍ୱର,୨୭ା୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସିଧା ରାଜଭବନ ଯାଇଥିଲେ। ରାଷ୍ଟ୍ରପତି ବିଧାନସଭା ଶୀତ ଅଧିବେଶନରେ ସମ୍ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି।

Image

ଯଦି ରାଷ୍ଟ୍ରପତି ରାଜ୍ୟ ବିଧାନସଭାକୁ ସମ୍ବୋଧିତ କରନ୍ତି ତେବେ ଏହା ରାଜ୍ୟର ବିଧାନସଭା ଇତିହାସରେ ଉଦାହରଣ ସୃଷ୍ଟି କରିବ। ନଭେମ୍ବର ୨୭ରୁ ବିଧାନସଭାର ଶୀତ ଅଧିବେଶନ  ସରଗରମ ହେବ ବୋଲି ଅନୁମାନ କରାଯାଉଛି । ବିଭିନ୍ନ ପ୍ରସଙ୍ଗରେ ବିରୋଧୀମାନେ ସରକାରକୁ ଘେରିବା ନେଇ ଅନୁମାନ କରାଯାଉଛି।

ଖାସ୍ କରି ଶୀତ ଅଧିବେଶନ ବସିବା ବେଳକୁ, ନୂଆପଡ଼ା ଉପନିର୍ବାଚନ ସରିଛି, ଆଉ ନୂଆପଡ଼ା ନିଜର ନୂଆ ବିଧାୟକ ପାଇସାରିଛି, ତେଣୁ ବିଧାନସଭା ଶୀତ ଅଧିବେଶନ ସରଗରମ ହୋଇପାରେ ବୋଲି ଚର୍ଚ୍ଚା ହେଉଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri