ସୂଚନା ମୁତାବକ, ଫେବୃଆରୀ ୨ରେ ରାଷ୍ଟ୍ରପତି ଭୁବନେଶ୍ବରରେ ପହଞ୍ଚି ରାତ୍ରୀଯାପନ କରିବେ। ୩ ରେ ସେ ଫକୀରମୋହନ ୟୁନିଭର୍ସିଟି ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ। ୪ ତାରିଖରେ ଯାଜପୁରରେ ରାଷ୍ଟ୍ରପତି ମା’ ବିରଜାଙ୍କ ଦର୍ଶନ କରିବେ। ୫ ଓ ୬ ତାରିଖରେ ମୟୂରଭଞ୍ଜ ଜିଲାରେ ତାଙ୍କର ଏକାଧିକ କାର୍ଯ୍ୟକ୍ରମ ରହିଛି।