Posted inଜାତୀୟ

ଶିବରାତ୍ରି ସମାରୋହରେ ସାମିଲ ହେବେ ରାଷ୍ଟ୍ରପତି…

ଚେନ୍ନାଇ,୧୮।୨ : ତାମିଲନାଡୁର କୋଏମ୍ବାଟୁରର ଇଶା ଯୋଗ କେନ୍ଦ୍ରରେ ମହାଶିବରାତ୍ରି ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେବେ। ଦେଶର ବିଭିନ୍ନ ସ୍ଥାନରୁ ଜଣାଶୁଣା କଳାକାରମାନେ ମଧ୍ୟ ୧୧୨ ଫୁଟର ଆଦିଯୋଗୀଙ୍କ ସମ୍ମୁଖରେ ରାତିସାରା କାର୍ଯ୍ୟକ୍ରମ ପ୍ରଦର୍ଶନ କରିବେ। ଧ୍ୟାନଲିଙ୍ଗରେ ପଞ୍ଚଭୁତ ଆରାଧନା ଠାରୁ ଆରମ୍ଭ କରି ଲିଙ୍ଗ ଭୈରବୀ ମହାଯାତ୍ରା ଏଠାରେ ସମ୍ପନ୍ନ ହେବ। ଏହା ପରେ ସଦଗୁରୁଙ୍କ ବକ୍ତବ୍ୟ, ମଧ୍ୟରାତ୍ରି ଧ୍ୟାନ ଏବଂ ଚମତ୍କାର ଆଦିଯୋଗୀ ଦିବ୍ୟ ଦର୍ଶନ, ଏକ ଥ୍ରୀଡି ପ୍ରୋଜେକଶନ ଭିଡିଓ ଇମେଜିଙ୍ଗ ଶୋ ଦ୍ୱାରା କରାଯିବ ।
ଏହି ଅବସରରେ ତାମିଲନାଡୁରେ ପହଞ୍ଚିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶନିବାର ମଦୁରାଇର ମୀନାକ୍ଷୀ ସୁନ୍ଦରଶ୍ୱରାୟ ମନ୍ଦିରରେ ପ୍ରାର୍ଥନା କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ରାଜସ୍ଥାନୀ ଲୋକ ଗାୟକ ମାମେ ଖାନ, ପୁରସ୍କାରପ୍ରାପ୍ତ ସୀତାରବାଦକ ନୀଳାଦ୍ରି କୁମାର, ଟଲିଉଡର ଗାୟକ ରାମ ମିରିୟାଲା, ତାମିଲ ପାର୍ଶ୍ୱ ଗାୟକ ଭେଲମୁରୁଗାନ, ମଙ୍ଗଲୀ, କୁତଲେ ଖାନ ଏବଂ ବଙ୍ଗୀୟ ଲୋକ ଗାୟକ ଅନନ୍ୟା ଚକ୍ରବର୍ତ୍ତୀ ଏହି କାର୍ଯ୍ୟକ୍ରମରେ ଯୋଗଦେବେ। ଏହି ସମାରୋହ ୧୬ ଟି ଭାଷାର ସମସ୍ତ ପ୍ରମୁଖ ଚ୍ୟାନେଲରେ ପ୍ରସାରଣ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri