ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ୧୫୮ କୋଟିର ପ୍ରକଳ୍ପ କରିବେ ଲୋକାର୍ପଣ

ରାଉରକେଲା,୨୧ା୪: ରାଷ୍ଟ୍ରପତି ଦୌପଦୀ ମୁର୍ମୁ ମଙ୍ଗଳବାର ରାଉରକେଲା ଓଡ଼ିଶା ଗସ୍ତରେ ଆସୁଛନ୍ତି। ରାଷ୍ଟ୍ରପତି ଏଥର ରାଉରକେଲା ଆସୁଛନ୍ତି। ତେବେ ମହାମହିମଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସଜେଇ ହୋଇଛି ଇସ୍ପାତ ସହର। ସ୍ଥାନୀୟ ପ୍ରଶାସନ ପକ୍ଷରୁ ମଧ୍ୟ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଏୟାର ପୋର୍ଟ ପାଖ ପଡ଼ିଆରେ କାର୍ଯ୍ୟକ୍ରମ ପାଇଁ ବ୍ୟବସ୍ଥା ହୋଇଛି।

ରାଉରକେଲା ପୋଲିସ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିବାବେଳେ କାର୍ଯ୍ୟକ୍ରମକୁ ଶାନ୍ତିଶୃଙ୍ଖଳା ସହ ସମାପନ କରିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ୪୫ ପ୍ଲାଟୁନ ଫୋର୍ସ ମୁତୟନ ରହିଛନ୍ତି ବୋଲି ପଶ୍ଚିମାଞ୍ଚଳ ଡିଆଇଜି ବ୍ରିଜେଶ କୁମାର ରାୟ ସୂଚନା ଦେଇଛନ୍ତି।

ରାଷ୍ଟ୍ରପତିଙ୍କ ଗସ୍ତକୁ ସଫଳ କରିବା ପାଇଁ ୬ ଜଣ ଏସ୍‌ପିଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଥିବା ବେଳେ ୫୧ଜଣ ଇନ୍ସପେକ୍ଟର ନିୟୋଜିତ ହେବେ। ଏଥିସହ ୯ଜଣ ଅତିରିକ୍ତ ଏସ୍‌ପି, ୮ଶହ ହୋମଗାର୍ଡ ଏବଂ ୨ଶହରୁ ଊର୍ଦ୍ଧ୍ୱ ବିଭିନ୍ନ ପୋଲିସ କର୍ମଚାରୀ ଉପସ୍ଥିତ ରହିବେ। ପୋଲିସ ପ୍ରଶାସନ ପକ୍ଷରୁ ଟ୍ରାଫିକ ବ୍ୟବସ୍ଥା କଡ଼ାକଡ଼ି ସାଙ୍ଗକୁ ପାର୍କିଂ ବ୍ୟବସ୍ଥା ସୂଚାର ରୂପେ ପରିଚାଳନା ପାଇଁ ଡିଆଇଜି ରାୟ ନିର୍ଦ୍ଦେଶ ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?