ଓଡ଼ିଶା ଆସିବେ ରାଷ୍ଟ୍ରପତି

କଟକ,୧୩ା୭: ଚଳିତମାସ ୨୬ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସେ ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତି ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଏଥିସହ ରାଷ୍ଟ୍ରପତି ମା’ କଟକ ଚଣ୍ଡୀଙ୍କ ଦର୍ଶନ ସହିତ ଗୋରାକବର, ଏସ୍‌ସିବି ମେଡିକାଲ, ନେତାଜୀ ସୁଭାଷ ବୋଷଙ୍କ ଜନ୍ମସ୍ଥାନ ଓ ନ୍ୟାଶନାଲ ଆଇନ ବିଶ୍ୱବିଦ୍ୟାଳୟ ଯିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଏହି ଗସ୍ତକୁ ନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ୨୭ ତାରିଖରେ ଭଦ୍ରକ ସ୍ବୟଂ ଶାସିତ ମହାବିଦ୍ୟାଳୟର ହୀରକ ଜୟନ୍ତୀରେ ଯୋଗଦେବେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମନାଭପୁର ହାଇସ୍କୁଲର ବାର୍ଷିକୋତ୍ସବ: ନିଜର ଭବିଷ୍ୟତ ପାଇଁ କଠିନ ପରିଶ୍ରମ କରିବାକୁ…

ଦିଗପହଣ୍ଡି,୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟତ୍ରୀ ବିଦ୍ୟୁତଲତା ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ମା’ ରାମଚଣ୍ଡୀ ମହୋତ୍ସବର ଦ୍ୱିତୀୟ ସଂଧ୍ୟା: ଦର୍ଶକଙ୍କ ମନ ମୋହିଲା ପ୍ରିନ୍ସ ଡ୍ୟାନ୍ସ ଗ୍ରୁପ୍‌ର ନୃତ୍ୟ 

ଗଞ୍ଜାମ, ୭।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମ ନିକଟରେ ତିନିଦିନ ଧରି ହେବାକୁ ଥିବା ମାଁ ରାମଚଣ୍ଡୀ ମହୋତ୍ସବର ଶୁକ୍ରବାର ଶୁଭାରମ୍ଭ…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା…

ଅଳିଆ ପକାଇବାକୁ ନେଇ ତୁମୁଳକାଣ୍ଡ: ଉତ୍ତେଜିତ ହୋଇ ମରଣାନ୍ତକ ଆକ୍ରମଣ

ଦିଗପହଣ୍ଡି,୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ସୀମାଞ୍ଚଳ ମହାପାତ୍ର(୨୪) ଙ୍କୁ ଶନିବାର ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି।ବୁଧବାର ସକାଳେ ଡ୍ରେନରେ…

ପ୍ରଧାନଶିକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଲେ ମହିଳା

ମୋରଡ଼ା,୭ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ନୂଆଗାଁସ୍ଥିତ ହରପ୍ରସାଦ ଶିକ୍ଷା ସଦନ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ସେବିକା ନିଯୁକ୍ତିରେ ଅନିୟମିତତା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri