ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୧୪ା୨: ଆସନ୍ତା ୨୯ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସିବେ ବୋଲି ଜଣାପଡ଼ିଛି। ମୟୂରଭଞ୍ଜ ଜିଲାର ଖିଚିଂ କିଚକେଶ୍ୱରୀ ମନ୍ଦିର ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଷ୍ଟ୍ରପତି ଭବନରୁ କିଚକେଶ୍ୱରୀ ମନ୍ଦିର ପ୍ରଶାସନକୁ ଚିଠି ହୋଇଛି। ରାଷ୍ଟ୍ରପତିଙ୍କର ଅଧିକ କ’ଣ କାର୍ଯ୍ୟକ୍ରମ ରହିଛି, ସେ ସମ୍ପର୍କରେ ସ୍ପଷ୍ଟ ଜଣାପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନ ହେଲା ଏକ୍ସ-ରେ ମେଶିନ ଅଚଳ, ହନ୍ତସନ୍ତ ହେଉଛନ୍ତି ରୋଗୀ

ଦାରିଙ୍ଗବାଡ଼ି,୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରହିଥିବା ଏକ ମାତ୍ର ଏକ୍ସ-ରେ ମେଶିନ ଗତ ୪ ଦିନ ହେଲା ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡ଼ିଓକୁ ନେଇ ବିରୋଧି ଦେଲେଣି ପ୍ରତିକ୍ରିୟା, ସଞ୍ଜୟ ସିଂହଙ୍କ ପ୍ରଶ୍ନ କଲେ-‘ମୋ ମାଆ… ମାଆ ନୁହଁନ୍ତି’

ନୂଆଦିଲ୍ଲ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର (ଜୁଲାଇ ୩୧) ଇନଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ସେ କହିଛନ୍ତି ଯେ NEET ପେପର ଲିକ ବିରୋଧରେ…

ଘରେ ଚପଲ ପିନ୍ଧି ଚାଲିବା ଉଚିତ୍‌ କି ଅନୁଚିତ୍‌ ଜାଣନ୍ତୁ…

ଘରେ ଚପଲ ପିନ୍ଧି ଚାଲିବା ଉଚିତ୍‌ ନା ଖାଲି ପାଦରେ ରହିବା ଭଲ ଏମିତି ପ୍ରଶ୍ନ ଅନେକଙ୍କ ମନରେ ଉଠିଥାଏ। କେତେକ ଲୋକ ବିଶ୍ୱାସ କରନ୍ତି, ଖାଲି…

ପ୍ରଧାନମନ୍ତ୍ରୀଙ୍କୁ ସନ୍ଦେହ କରିବାର କାରଣ ନାହିଁ: ସିଇସି ନିଯୁକ୍ତି ପ୍ରକ୍ରିୟାକୁ ନେଇ କେନ୍ଦ୍ରର ସଫେଇ

ନୂଆଦିଲ୍ଲୀ,୧ା୮:ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଓ ଅନ୍ୟ ନିର୍ବାଚନ କମିଶନରମାନଙ୍କ ନିଯୁକ୍ତି ପାଇଁ ଏକ ସ୍ବାଧୀନ ଓ ନିରପେକ୍ଷ ପ୍ରକ୍ରିୟା ଜରୁରୀ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିଥିଲେ।…

ଅଭିଯୋଗର ଗୋଟିଏ ଦିନରେ ରାସ୍ତ ମରାମତି: ସିଟିଜେନ ଫୋରମଙ୍କୁ ଧନ୍ୟବାଦ

କେସିଙ୍ଗା,୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗିର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

LPG ପରେ ଏବେ ପେଟ୍ରୋଲ-ଡିଜେଲକୁ ନେଇ ବଡ଼ ଖବର, ଜାରି ହେଲା ନୂଆ ମୂଲ୍ୟ

ନୂଆଦିଲ୍ଲୀ,୧।୮: ଆଜିଠାରୁ ନୂତନ ମାସ ଅର୍ଥାତ୍‌ ଅଗଷ୍ଟ ୧, ୨୦୨୬ର ଶୁଭାରମ୍ଭ ହୋଇଯାଇଛି। ସକାଳୁ ସକାଳୁ ଯେଉଁଠାରେ କମର୍ସିଆଲ ଏଲପିଜି ସିଲିଣ୍ଡରର ଦର ହ୍ରାସ ପାଇଥିବାର ଖବର…

ସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା, ତେଜିଲା ଅସନ୍ତୋଷ

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଥିବା ରାଣାପ୍ରତାପ ହାଇସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା ଚାଲଛି। ଏଭଳି ଅଭିଯୋଗ କରି ସ୍କୁଲ ପରିଚାଳନା କମିଟି ଏବଂ ଶିକ୍ଷକ, ଅଭିଭାବକ…

ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ

ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri