ଓଡ଼ିଶା ଆସିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ/ଭୁବନେଶ୍ୱର,୧୦ା୧୧: ପୁଣି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତା ଡିସେମ୍ବର ୪ରେ ରାଷ୍ଟ୍ରପତି ଓଡ଼ିଶା ଗସ୍ତରେ ଆସି ପୁରୀରେ ନୌସେନା ଦିବସ ପାଳନ ଉତ୍ସବରେ ଯୋଗ ଦେବେ। ପୁରୀ ବ୍ଲୁ ଫ୍ଲାଗ ବିଚ୍‌ରେ ନୌସେନା ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମ ‘ଅପରେଶନ ଡେମୋନଷ୍ଟ୍ରେଶନ’ ପ୍ରଦର୍ଶିତ ହେବ। ଏଥିରେ ରାଷ୍ଟ୍ରପତି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

ଏହି ‘ଅପରେଶନ ଡେମୋନଷ୍ଟ୍ରେଶନ’ ବା ପରିଚାଳନାଗତ ପ୍ରଦର୍ଶନୀରେ ନୌସେନା ସାମୁଦ୍ରିକ କ୍ଷମତା ଓ ଶକ୍ତି ପ୍ରଦର୍ଶନ କରିବା ଲାଗି ପ୍ରସ୍ତୁତ କରିଛି। ଏହି କାର୍ଯ୍ୟକ୍ରମରେ ନୌସେନା ବହୁମୁଖୀ କ୍ଷମତାକୁ ପ୍ରଦର୍ଶିତ କରିବ। ନାଗରିକଙ୍କ ମଧ୍ୟରେ ସମୁଦ୍ରକୁ ନେଇ ସଚେତନତା ବୃଦ୍ଧି କରିବ ଏବଂ ଭାରତର ସମୃଦ୍ଧ ସାମୁଦ୍ରିକ ଐତିହ୍ୟକୁ ସମ୍ମାନ ପ୍ରଦର୍ଶନ କରିବାରେ ସହାୟକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ…

ଯୁଦ୍ଧ ମଧ୍ୟରେ ଇରାନକୁ ସାହାଯ୍ୟ କଲା ଭାରତ: ଯୁଦ୍ଧଜାହାଜକୁ…

ତେହରାନ,୭।୩: ତେହରାନର ଅନୁରୋଧରେ ଭାରତ ଏକ ଇରାନୀ ଯୁଦ୍ଧଜାହାଜକୁ ଦକ୍ଷିଣ କୋଚି ବନ୍ଦରରେ ଡକିଂ କରିବାକୁ ଅନୁମତି ଦେଇଛି ଏବଂ ଜାହାଜର ୧୮୩ ସଦସ୍ୟ ବିଶିଷ୍ଟ କର୍ମଚାରୀଙ୍କୁ…

ମା’ ସମଲେଶ୍ୱରୀଙ୍କ ପୀଠରେ ଅପବିତ୍ର କାର୍ଯ୍ୟ: ଦୀପଘର ପଛପଟେ ଜମୁଥିଲା…

ସମ୍ବଲପୁର,୭ା୩(ପ୍ରମୋଦ ବହିଦାର):ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିର ପରିସର ଅସାମାଜିକ କାର୍ଯ୍ୟର ପେଣ୍ଠସ୍ଥଳୀ ପାଲଟିଥିବା ଅଭିଯୋଗ ହୋଇଛି। ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭକ୍ତି ଓ ବିଶ୍ୱାସର ପ୍ରତୀକ…

ଓଡ଼ିଶାର ଏହି ୩ ନେତାଙ୍କ ସହ ରୁଦ୍ଧଦ୍ୱାର ବୈଠକ କଲେ ଶାହା: ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର,୭ା୩(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଳମ୍ବିତ ସାରେ ନୂଆଦିଲ୍ଲୀ ଫେରିଯାଇଛନ୍ତି। ଶାହା ତାଙ୍କ ଗସ୍ତ କାଳରେ ବିଭିନ୍ନ ସରକାରୀ…

ଓଡ଼ିଶାକୁ ନେଇ ଏମିତି କହିଦେଲେ ଅମିତ ଶାହା: ଦେଖୁଦେଖୁ…

ପାରାଦୀପ,୭।୩ (ଶରତ ରାଉତ):୨୦୦୫ରେ ପାରାଦୀପର ଏକ ଘରୋଇ କମ୍ପାନୀଠାରୁ ଇଫ୍‌କୋ ଯେତେବେଳେ ସାର କାରଖାନାକୁ ୨୫୦୦ କୋଟି ଟଙ୍କାରେ କିଣିଥିଲା, ସେତେବେଳେ ବାର୍ଷିକ ଉତ୍ପାଦନ ଥିଲା ମାତ୍ର…

ବୃହତ୍‌ ବିଜୟ ଦିଗରେ ଆର୍‌ଏସ୍‌ପି: ୬ ମାସ ପରେ…

କାଠମାଣ୍ଡୁ,୭ା୩(ପି.ଟି.):ଗତବର୍ଷ ସେପ୍ଟେମ୍ବରରେ ନେପାଳରେ ହିଂସାତ୍ମକ ଜେନ୍‌ ଜି ଆନ୍ଦୋଳନ ଯୋଗୁ କେ.ପି. ଶର୍ମା ଓଲିଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରର ପତନ ଘଟିଥିଲା। ଏହାର ୬ ମାସ ପରେ…

ବେକରେ ଧୋତି ବାନ୍ଧି ଝୁଲିପଡ଼ିଲେ ଜେଲ ଓ୍ବାର୍ଡର

ଭୁବନେଶ୍ୱର,୭ା୩(ତ୍ରିନାଥ ମହାନ୍ତି):ଝାରପଡ଼ା ଜେଲ ପରିସର ସରକାରୀ କ୍ୱାର୍ଟର୍ସରେ ଜଣେ ଜେଲ ଓ୍ବାର୍ଡର ବେକରେ ଧୋତି ବାନ୍ଧି ଫ୍ୟାନ୍‌ରେ ଝୁଲି ଆମତ୍ହତ୍ୟା କରିଛନ୍ତି। ମୃତ ଓ୍ବାର୍ଡର ଜଣକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri