ଆଜି ଭୁବନେଶ୍ୱର ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୯।୨: ଓଡିଶା ଗସ୍ତରେ ଅଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୪ଦିନିଆ ଗସ୍ତରେ ଆଜି ମହାମହିମ କେନ୍ଦୁଝର ଓ ଭୁବନେଶ୍ୱର ଆସିବେ। ରାଷ୍ଟ୍ରପତି ଗୁରୁବାର କେନ୍ଦୁଝର ଯାଇ ଗୋନାସିକା କଦଳୀବା ଗାଁର ଆଦିମ ଅଧିବାସୀ ସଦସ୍ୟଙ୍କୁ ଭେଟିବେ। ପରେ ଧରଣୀଧର ୟୁନିଭର୍ସିଟିର ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେବେ। ଏଥିପାଇଁ ଧରଣୀଧର ୟୁନିଭର୍ସିଟିରେ ବ୍ୟାପକ ପ୍ରସ୍ତୁତି କରାଯାଇଛି। ପରେ ରାଜଧାନୀ ଭୁବନେଶ୍ୱରରେ ଉତ୍କଳ ବିଶ୍ୱ ବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ।

ସୂଚନାଥାଉ କି, ଆସନ୍ତାକାଲି ରାଷ୍ଟ୍ରପତି ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ, କଟକରେ ବ୍ରହ୍ମକୁମାରୀ ଓ ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗଦେବେ। ପରେ ରାଜଭବନରେ ପ୍ରଧାନମନ୍ତ୍ରୀ ଜନମନର ଉପସ୍ଥାପନା ଦେଖିବେ। ମାର୍ଚ୍ଚ ୨ରେ ସମ୍ବଲପୁର ଜିଲା ଗସ୍ତରେ ଯାଇ ସନ୍ଥକବି ଭୀମଭୋଇଙ୍କ ସହ ଜଡିତ ବିଭିନ୍ନ ସ୍ଥାନ ପରିଦର୍ଶନ କରି ମହିମା ଧର୍ମାବଲମ୍ବୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିପିଙ୍କ କଡ଼ା ନିର୍ଦ୍ଦେଶ: ସକାଳ ୯ଟା ପୂର୍ବରୁ ଥାନାରେ ହେବ ବ୍ରିଫିଂ ପରେଡ୍‌

ଭୁବନେଶ୍ୱର,୧୦।୫: ଭୁବନେଶ୍ୱର ଡିଜିପିଙ୍କ କ୍ୟାମ୍ପ ଅଫିସ୍‌ରେ ରବିବାର ପୋଲିସ ଅଧିକାରୀଙ୍କ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଥିଲା। ବୈଠକ ପରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ କଡ଼ା…

ବୁର୍ଲାରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ବୁର୍ଲା,୧୦।୫: ସମ୍ୱଲପୁର ଜିଲା ବୁର୍ଲା ଜଗନ୍ନାଥ ମନ୍ଦିର ନିକଟରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଛି। ପୂର୍ୱ ଶତ୍ରୁତାକୁ ନେଇ ଯୁବକଙ୍କୁ ଆକ୍ରମଣ କରାଯାଇଥିବା ଜଣାପଡିଛି। ଆକ୍ରମଣରେ…

ବଡ଼ ଧରଣର ବିସ୍ଫୋରଣ, ୧୫ ପୋଲିସ ନିହତ

ପେଶଓ୍ବାର,୧୦।୫: ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶର ଏକ ପୋଲିସ ପୋଷ୍ଟ ଉପରେ ଆତ୍ମଘାତୀ ଆକ୍ରମ ହୋଇଛି । ଏଥିରେ ପନ୍ଦର ଜଣ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଛି…

ହୃଦଘାତରେ ଚାଲିଗଲା କ୍ରୀଡ଼ା ଶିକ୍ଷକଙ୍କ ଜୀବନ

ପାତ୍ରପୁର,୧୦ା୫(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୁରଙ୍ଗି ହାଇସ୍କୁଲର କ୍ରୀଡା ଶିକ୍ଷକ ଶିଖର ମାଝୀଙ୍କ ରବିବାର ହୃଦଘାତରେ ମୃତ୍ୟୁ ଘଟିଛି। ସେ ନିଜ ଗ୍ରାମ…

ମଦ ପିଇବାକୁ ପଇସା ନ ଦେବାରୁ ସ୍ତ୍ରୀଙ୍କୁ ଆକ୍ରମଣ, ଆଉ ତା’ପରେ…

ବୁଗୁଡା,୧୦।୫(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅଧୀନ ସୋରଡ଼ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମଦ ପିଇବାକୁ ପଇସା ନ…

ଯୁଦ୍ଧର ପ୍ରଭାବକୁ କମ୍ କରିବାକୁ ମୋଦିଙ୍କ ବଡ଼ ଆହ୍ବାନ; ପେଟ୍ରୋଲ-ଡିଜେଲର ବ୍ୟବହାର ହ୍ରାସ, ବର୍ଷେ ସୁନା….

ନୂଆଦିଲ୍ଲୀ,୧୦ା୫: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତବାସୀଙ୍କୁ ବଡ଼ ପରାମର୍ଶ ଦେଇଛନ୍ତି । ସଂଯମତାର ସହିତ ପେଟ୍ରୋଲିୟମ ଉତ୍ପାଦ ବ୍ୟବହାର କରିବାକୁ…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି…

ସୁନାଥର ଗ୍ରାମରେ ଗ୍ଯାସ ଲଗାଇବା ବେଳେ ଫାଟିଗଲା ସିଲିଣ୍ଡର; ଉଡିଗଲା ଟିଣ, ୬….

ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ଭୟଙ୍କର ବିସ୍ଫୋରଣ । ରବିବାର ସଂଧ୍ଯ୍ଯାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri